ଇସ୍ରୋର ସୋଲାର ମିଶନକୁ ବଡ଼ ସଫଳତା, ଲକ୍ଷ୍ୟ ସ୍ଥଳରେ ପହଞ୍ଚିଲା ଆଦିତ୍ୟ ଏଲ୍-ୱାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାକାଶ ଗବେଷଣା କ୍ଷେତ୍ରରେ ଭାରତ ହାସଲ କରିଛି ଆଉ ଏକ ଐତିହାସିକ ଉପଲବ୍ଧି। ଭାରତୀୟ ମହାକାଶ ଗବେଷଣା ସଂସ୍ଥାର (ଇସ୍ରୋ) ସୌରଯାନ ଆଦିତ୍ୟ ଏଲ୍-ୱାନ ଶନିବାର ନିଜର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ...
ଦଶପଲ୍ଲା ଷ୍ଟେସନରୁ ଗଡ଼ିଲା ଟ୍ରେନ, ଉଦଘାଟନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁତ ଦିନର ଅପେକ୍ଷା ପରେ ନୟାଗଡ଼ ଜିଲ୍ଲା ଦଶପଲ୍ଲାରୁ ଗଡ଼ିଲା ଟ୍ରେନ। ଶନିବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଦଶପଲ୍ଲା ରେଳ ଷ୍ଟେସନର ଉଦଘାଟନ କରିବା ସହ ପତାକା ଦେଖାଇ ଏଠାରୁ...
ସୋମାଲିଆ ଉପକୂଳରେ ଜଳଦସ୍ୟୁଙ୍କ କବଳରୁ ମୁକୁଳିଲା ଜାହାଜ, ୧୫ ଭାରତୀୟଙ୍କ ସହ ୨୨ ନାବିକଙ୍କୁ ଉଦ୍ଧାର କଲା ନୌସେନା
ଓଡ଼ିଶାଲାଇଭ୍ ବ୍ୟୁରୋ
ସୋମାଲିଆ ଉପକୂଳବର୍ତ୍ତୀ ସମୁଦ୍ରରେ ଅପହରଣ (ହାଇଜାକ) ହୋଇଥିବା ଜାହାଜ ‘ଏମଭି ଲିଲା ନୋର୍ଫୋକ୍’କୁ ଜଳଦସ୍ୟୁଙ୍କ କବଳରୁ ମୁକ୍ତ କରିଛି ଭାରତୀୟ ନୌସେନା। ଏଥିରେ ଥିବା ୧୫ ଜଣ ଭାରତୀୟ ନାବିକଙ୍କ ସମେତ...
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ଏଥର ଓଡ଼ିଶାରେ ୩ କୋଟି ୩୨ ଲକ୍ଷରୁ ଅଧିକ ଭୋଟର
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ଶୁକ୍ରବାର ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଏଥର ରାଜ୍ୟରେ ମୋଟ ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ଜଣ...
ସୋମାଲିଆ ଉପକୂଳରେ ୧୫ ଭାରତୀୟ ନାବିକ ଥିବା ଜାହାଜର ଅପହରଣ, ଉଦ୍ଧାର ଅଭିଯାନ ଆରମ୍ଭ କଲା ନୌସେନା
ଓଡ଼ିଶାଲାଇଭ୍ ବ୍ୟୁରୋ
୧୫ ଜଣ ଭାରତୀୟ ନାବିକ ଥିବା ଏକ ବାଣିଜ୍ୟିକ ଜାହାଜର ସୋମାଲିଆ ଉପକୂଳବର୍ତ୍ତୀ ସମୁଦ୍ରରେ ଅପହରଣ (ହାଇଜାକ) ହୋଇଛି। ଲାଇବେରିଆ ଦେଶର ପତାକା ଥିବା ‘ଏମଭି ଲିଲା ନୋର୍ଫୋକ୍’ ଜାହାଜଟିକୁ ଗୁରୁବାର...
ସାଧାରଣତନ୍ତ୍ର ଦିବସ ପ୍ୟାରେଡ: ୩ ବର୍ଷ ପରେ ଏଥର ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଥର ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ୩ ବର୍ଷର ଅପେକ୍ଷା ପରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ପ୍ୟାରେଡରେ ଦେଖିବାକୁ ମିଳିବ। ଏନେଇ କେନ୍ଦ୍ର...
ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ଵିତୀୟ ଟେଷ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ, ମାତ୍ର ଦେଢ଼ ଦିନରେ ସରିଲା ମ୍ୟାଚ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ଵିତୀୟ ଟେଷ୍ଟ ମ୍ୟାଚରେ ଗୁରୁବାର ଦମଦାର ବିଜୟ ଲାଭ କରିଛି ଟିମ୍ ଇଣ୍ଡିଆ। ୫ ଦିନର ଟେଷ୍ଟକୁ ମାତ୍ର ଦେଢ଼ ଜିତି ନେଇଛି ଭାରତୀୟ ଦଳ। ୭...
ବିଶାଖାପାଟଣା ଲଜ୍ଜା: ନାବାଳିକାକୁ ଗଣଦୁଷ୍କର୍ମ କରିବା ଅଭିଯୋଗରେ ୧୧ ଜଣ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଜଣେ ନାବାଳିକାକୁ ତିନିଦିନ ଧରି ଗଣଦୁଷ୍କର୍ମ କରିବା ଘଟଣା ଏବେ ସାରା ଦେଶକୁ ଲଜ୍ଜିତ କରିଛି। ଏଭଳି ଏକ ଲଜ୍ଜାକର ତଥା ଅମାନବୀୟ ଘଟଣା ଘଟିଛି ଆନ୍ଧ୍ରପ୍ରଦେଶର...
ବୈଦେଶିକ ମନ୍ତ୍ରାଳୟର ନୂଆ ମୁଖପାତ୍ର ହେଲେ ରଣଧୀର ଜୈସୱାଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ବୈଦେଶିକ ମନ୍ତ୍ରାଳୟର ନୂଆ ମୁଖପାତ୍ର ହୋଇଛନ୍ତି ରଣଧୀର ଜୈସୱାଲ। ତାଙ୍କୁ ବର୍ତ୍ତମାନ ମନ୍ତ୍ରାଳୟର ମୁଖପାତ୍ର ଥିବା ଅରିନ୍ଦମ ବାଗଚିଙ୍କ ସ୍ଥାନରେ ଏହି ନୂଆ ଦାୟିତ୍ଵ ମିଳିଛି। ଏନେଇ ବୈଦେଶିକ ମନ୍ତ୍ରାଳୟ...
ଦ୍ଵିତୀୟ ଟେଷ୍ଟରେ ଟିମ୍ ଇଣ୍ଡିଆର ଘାତକ ବୋଲିଂ, ଦକ୍ଷିଣ ଆଫ୍ରିକା ୫୫ ରନରେ ଅଲଆଉଟ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ଵିତୀୟ ଟେଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହୋଇଛି। କେପଟାଉନରେ ଖେଳାଯାଉଥିବା ଏହି ଟେଷ୍ଟରେ ଦକ୍ଷିଣ ଆଫ୍ରିକା ବଡ଼ ବ୍ୟାଟିଂ ବିପର୍ଜୟର ସାମ୍ନା କରିଛି। ଟିମ୍...





















