କର୍ଣ୍ଣାଟକ: ବାହା ହେବାକୁ ମନା କରିବାରୁ ପ୍ରେମିକାକୁ ଜାଳିଦେଲା ପ୍ରେମିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ନିଜ ବାନ୍ଧବୀଙ୍କୁ ଏତେ ଭଲପାଉଥିଲେ ଯେ, ତାଙ୍କୁ ବିବାହ କରିବା ପାଇଁ ନିଜର ଲିଙ୍ଗ ପରିବର୍ତ୍ତନ କରିଦେଲେ। ହେଲେ ବାନ୍ଧବୀ ଜଣକ ବିବାହ ପାଇଁ ମନା କରିଦେବାରୁ ତାଙ୍କୁ ଜୀଅନ୍ତା ପୋଡ଼ି...
ଦ୍ଵିତୀୟ ବିବାହ କଲେ ବଲିଉଡ ଅଭିନେତା ଅରବାଜ ଖାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ମଲାଇକା ଆରୋରାଙ୍କଠାରୁ ଅଲଗା ହେବାର ପ୍ରାୟ ୬ ବର୍ଷ ପରେ ଦ୍ଵିତୀୟ ବିବାହ କରିଛନ୍ତି ବଲିଉଡ ଅଭିନେତା ଅରବାଜ ଖାନ। ରବିବାର ଦିନ ୫୬ ବର୍ଷ ବୟସରେ ନିଜର ଲେଡି ଲଭ୍...
ଆଜି ଅଟଳ ବିହାରୀ ବାଜପେୟୀଙ୍କ ୯୯ତମ ଜନ୍ମ ଜୟନ୍ତୀ, ମହାନ ଜନନାୟକଙ୍କୁ ମନେ ପକାଉଛି ସାରା ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରାଜନୀତିରେ ଜଣେ ପ୍ରବୀଣ ବ୍ୟକ୍ତି ଭାବରେ ଜଣାଶୁଣା ଥିଲେ ଅଟଳ ବିହାରୀ ବାଜପେୟୀ। ଜଣେ ଉଦାରବାଦୀ ନେତା ଭାବରେ ସମସ୍ତେ ତାଙ୍କୁ ଜାଣନ୍ତି। ୧୯୨୪ ମସିହାରେ ଆଜିର ଦିନରେ ଜନ୍ମ...
ରେଳବାଇରେ ଉତ୍ତର ଜୋନରେ ୩୦୯୩ଟି ଆପ୍ରେଣ୍ଟିସ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଜାନୁଆରି ୧୧ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇର ଉତ୍ତର ଜୋନରେ (ଏନଆର) ଅନେକ ଆପ୍ରେଣ୍ଟିସ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଉତ୍ତର ଜୋନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୩,୦୯୩ଟି ପଦବୀ ପୂରଣ ହେବ।
ଏହି ପଦବୀ...
ଡକ୍ଟର ଅଜୟ କୁମାର ହେଲେ ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସର ସାଂଗଠନିକ ସ୍ତରରେରେ ବଡ଼ ଧରଣର ଅଦଳ ବଦଳ ହୋଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଭାବେ ଡକ୍ଟର ଅଜୟ କୁମାରଙ୍କୁ ନିଯୁକ୍ତ କରାଯାଇଛି। ଅଜୟ କୁମାରଙ୍କୁ ଓଡ଼ିଶା ସହ...
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ପରଲୋକ ଘଟିଛି। ଶନିବାର ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳେ ତାଙ୍କୁ ୮୮ ବର୍ଷ...
ଭାରତରେ ଚିନ୍ତା ବଢ଼ଉଛି କୋଭିଡ, ୨୪ ଘଣ୍ଟାରେ ୭୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ନେଇ ଚିନ୍ତା ବଢ଼ିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କର...
ଦେଶରେ ପ୍ରଚଳିତ ଆଇନରେ ବଡ଼ ପରିବର୍ତ୍ତନ, ଆଇପିସି ଓ ସିଆରପିସିର ହେଲା ଭାରତୀୟକରଣ
ଭାସ୍କର ପରିଚ୍ଛା
ବ୍ରିଟିଶ ଶାସନ ସମୟରୁ ପ୍ରଚଳିତ ଭାରତୀୟ ଅପରାଧିକ ଆଇନରେ ହୋଇଛି ଏକ ବଡ଼ ପରିବର୍ତ୍ତନ। ଏଣିକି ଆଉ ରହିବନି ଆଇପିସି, ସିଆରପିସି ଓ ଆଇଇଏ। ଏବେ ଅପରାଧ ପାଇଁ ଭାରତୀୟ...
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମିଳିଲା ଜାମିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାକସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମିଳିଲା ଜାମିନ। ଗୁପ୍ତ ତଥ୍ୟ ଲିକ୍ କରିବା ମାମଲାରେ ଇମ୍ରାନଙ୍କୁ ଜାମିନ ଦେଇଛନ୍ତି ପାକିସ୍ତାନ ସୁପ୍ରିମକୋର୍ଟ। ଇମ୍ରାନଙ୍କ ସହଯୋଗୀ ଶାହ ମହମୁଦ କ୍ୟୁରେସିଙ୍କୁ ମଧ୍ୟ...
୨୦୨୪ ସାଧାରଣତନ୍ତ୍ର ଦିବସ ସମାରୋହ: ମୁଖ୍ୟ ଅତିଥି ଭାବେ ଯୋଗ ଦେବାପାଇଁ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀରେ ୨୦୨୪ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାପାଇଁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋଙ୍କୁ ନିମନ୍ତ୍ରଣ କରାଯାଇଛି। ସେ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବେ।...





















