ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ପରଲୋକ ଘଟିଛି। ଶନିବାର ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳେ ତାଙ୍କୁ ୮୮ ବର୍ଷ...
ଭାରତରେ ଚିନ୍ତା ବଢ଼ଉଛି କୋଭିଡ, ୨୪ ଘଣ୍ଟାରେ ୭୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ନେଇ ଚିନ୍ତା ବଢ଼ିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କର...
ଦେଶରେ ପ୍ରଚଳିତ ଆଇନରେ ବଡ଼ ପରିବର୍ତ୍ତନ, ଆଇପିସି ଓ ସିଆରପିସିର ହେଲା ଭାରତୀୟକରଣ
ଭାସ୍କର ପରିଚ୍ଛା
ବ୍ରିଟିଶ ଶାସନ ସମୟରୁ ପ୍ରଚଳିତ ଭାରତୀୟ ଅପରାଧିକ ଆଇନରେ ହୋଇଛି ଏକ ବଡ଼ ପରିବର୍ତ୍ତନ। ଏଣିକି ଆଉ ରହିବନି ଆଇପିସି, ସିଆରପିସି ଓ ଆଇଇଏ। ଏବେ ଅପରାଧ ପାଇଁ ଭାରତୀୟ...
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମିଳିଲା ଜାମିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାକସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମିଳିଲା ଜାମିନ। ଗୁପ୍ତ ତଥ୍ୟ ଲିକ୍ କରିବା ମାମଲାରେ ଇମ୍ରାନଙ୍କୁ ଜାମିନ ଦେଇଛନ୍ତି ପାକିସ୍ତାନ ସୁପ୍ରିମକୋର୍ଟ। ଇମ୍ରାନଙ୍କ ସହଯୋଗୀ ଶାହ ମହମୁଦ କ୍ୟୁରେସିଙ୍କୁ ମଧ୍ୟ...
୨୦୨୪ ସାଧାରଣତନ୍ତ୍ର ଦିବସ ସମାରୋହ: ମୁଖ୍ୟ ଅତିଥି ଭାବେ ଯୋଗ ଦେବାପାଇଁ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀରେ ୨୦୨୪ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାପାଇଁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋଙ୍କୁ ନିମନ୍ତ୍ରଣ କରାଯାଇଛି। ସେ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବେ।...
ରାଉରକେଲା ସୀମାନ୍ତରେ ରେଳଧାରଣା ଉଡ଼ାଇ ଦେଲେ ମାଓବାଦୀ, ଟ୍ରେନ ଚଳାଚଳ ପ୍ରଭାବିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲା ସୀମାନ୍ତରେ ଥିବା ଝାଡ଼ଖଣ୍ଡର ମନୋହରପୁର ଅଞ୍ଚଳରେ ମାଓବାଦୀଙ୍କ ହିଂସାକାଣ୍ଡ ଦେଖିବାକୁ ମିଳିଛି। ରାଉରକେଲା ଓ ମନୋହରପୁର ଷ୍ଟେସନ ମଝିରେ ଥିବା ବିରୁୱାଠାରେ ଗୁରୁବାର ରାତିରେ ମାଓବାଦୀମାନେ ରେଳଧାରଣା ଉଡ଼ାଇ ଦେଇଥିଲେ।...
କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୩ ଯବାନ ସହିଦ
ଓଡ଼ିଶାଲାଇଭ୍ ବ୍ୟୁରୋ
କଶ୍ମୀର ରଜୌରୀର ଥାନାମଣ୍ଡି ଅଞ୍ଚଳରେ ଗୁରୁବାର ଦିନ ଆତଙ୍କବାଦୀ ଆକ୍ରାମଣରେ ୩ ଜଣ ଯବାନ ସହିଦ ହୋଇଛନ୍ତି। ଏହି ଆକ୍ରମଣରେ ଅନ୍ୟ ୩ ଜଣ ଯବାନ ଗୁରୁତର ଆହତ ହୋଇ ଚିକିତ୍ସା...
ବଦଳିବ ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟା, ଲୋକସଭାରେ ବିଲ୍ ପାରିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ମୁଖ୍ୟ ନିର୍ବାଚନ କମିଶନର ତଥା ଅନ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସମ୍ବନ୍ଧିତ ବିଲ୍ ଗୁରୁବାର ଲୋକସଭାରେ ପାରିତ ହୋଇଛି। ଏହା ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କୁ...
ସଂସଦ ସୁରକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ, ଏବେ ସିଆଇଏସଏଫକୁ ମିଳିବ ଦାୟିତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
ସଂସଦର ସୁରକ୍ଷା ବ୍ୟବସ୍ଥାରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ। ଏବେ ସଂସଦ ପରିସରର ସାମଗ୍ରିକ ସୁରକ୍ଷା ଦାୟିତ୍ଵ ‘ସେଣ୍ଟ୍ରାଲ୍ ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ’ (ସିଆଇଏସଏଫ୍) ଉପରେ ରହିବ। ସିଆଇଏସଏଫକୁ ଏହି ଦାୟିତ୍ଵ...
ଚିନ୍ତା ବଢ଼ାଉଛି କୋଭିଡ୍: ଗତ ୨୪ ଘଣ୍ଟା ସାରା ଭାରତରେ ୩୫୮ ନୂଆ ଆକ୍ରାନ୍ତ, ୬ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ପୁଣି ଚିନ୍ତା ବଢ଼ାଉଛି କୋଭିଡ୍-୧୯। ସାରା ଦେଶରେ ଏବେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୩୫୮ ଜଣ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ...





















