National

ଫେବ୍ରୁଆରି ୧୫ରୁ ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା, ପ୍ରକାଶ ପାଇଲା କାର୍ଯ୍ୟସୂଚୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ୨୦୨୪ ମସିହାରେ ହେବାକୁଥିବା ସିବିଏସଇ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଉଭୟ ପରୀକ୍ଷା ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ। ଏନେଇ ମଙ୍ଗଳବାର...

ଭଜନଲାଲ ଶର୍ମା ହେବେ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚିତ୍ର ସ୍ପଷ୍ଟ ହୋଇଛି। ଭଜନଲାଲ ଶର୍ମା ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ହେବେ। ମଙ୍ଗଳବାର ଦିନ ଜୟପୁରରେ ବସିଥିବା ବିଜେପି ବିଧାୟକ ଦଳର ବୈଠକରେ ଏନେଇ ସର୍ବସମ୍ମତିରେ...

ଆସନ୍ତାକାଲି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ, ଯୋଗଦେବେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବୁଧବାର ଶପଥଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ। ଏହି ଦୁଇ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ଉଭୟ ଭୋପାଳ ଓ ରାୟପୁରରେ...

ସରକାରୀ ବଙ୍ଗଳା ଖାଲି କରିବାକୁ ମହୁଆ ମୈତ୍ରଙ୍କୁ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭାରୁ ବହିଷ୍କାର ହେବା ପରେ ସରକାରୀ ବଙ୍ଗଳା ଖାଲି କରିବାକୁ ଟିଏମସି ସାଂସଦ ମହୁଆ ମୈତ୍ରଙ୍କୁ ନୋଟିସ୍ ଜାରି କରାଯାଇଛି। ୩୦ ଦିନ ମଧ୍ୟରେ ଘର ଖାଲି କରିବାକୁ ନୋଟିସରେ ଦର୍ଶାଯାଇଛି।...

କଳିଙ୍ଗ ଷ୍ଟାଡିୟମରେ ଉଦଘାଟିତ ହେଲା ଭାରତର ସର୍ବବୃହତ୍ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଉଦଘାଟିତ ହୋଇଛି ଭାରତର ସର୍ବବୃହତ୍ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି। ଅଲିମ୍ପିକ ସ୍ଵର୍ଣ୍ଣ ପଦକ ବିଜେତା ସୁଟର ଅଭିନବ...

ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଲାଗି ରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ହୋଇଛି। ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ। ସୋମବାର ଦିନ ମଧ୍ୟପ୍ରଦେଶରେ ବସିଥିବା ବିଧାୟକ ଦଳର...

ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟାଇବା ସାମ୍ବିଧାନିକ ଭାବେ ଠିକ୍ ଥିଲା – ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟାଇବା ବିରୋଧରେ ହୋଇଥିବା ମାମଲାରେ ସୋମବାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ଧାରା ୩୭୦ ଉଚ୍ଛେଦ ସାମ୍ବିଧାନିକ ଭାବେ ଠିକ ଥିଲା ବୋଲି ସୁପ୍ରିମକୋର୍ଟ ନିଜ ରାୟରେ...

ଭାରତୀୟ ରେଳବାଇର ଉତ୍ତର ଜୋନରେ ୩,୦୯୩ ଆପ୍ରେଣ୍ଟିସ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ଜାନୁଆରି ୧୧

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ରେଳବାଇର ଉତ୍ତର ଜୋନରେ (ଏନଆର) ଅନେକ ଆପ୍ରେଣ୍ଟିସ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଉତ୍ତର ଜୋନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୩,୦୯୩ଟି ପଦବୀ ପୂରଣ ହେବ। ଏହି...

ଏପିଜେ ଅବଦୁଲ କଲାମ ଦ୍ଵୀପରେ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା: ଜାନୁଆରିରୁ ମାର୍ଚ୍ଚ ଯାଏଁ ବନ୍ଦ ରହିବ କ୍ଷେପଣାସ୍ତ୍ର...

ଓଡ଼ିଶାଲାଇଭ୍ ବ୍ୟୁରୋ ଭଦ୍ରକର ଏପିଜେ ଅବଦୁଲ କଲାମ ଦ୍ଵୀପରୁ କ୍ଷେପଣାସ୍ତ୍ର ପରୀକ୍ଷଣ ଉପରେ ଅଳ୍ପ ସମୟ ପାଇଁ ରୋକ୍ ଲଗାଇବ ଡିଆରଡିଓ। ଅଲିଭ୍ ରିଡଲେ ସାମୁଦ୍ରିକ କଇଁଛମାନଙ୍କ ଅଣ୍ଡାର ସୁରକ୍ଷା ପାଇଁ ଏହି ପଦକ୍ଷେପ...

ଆତଙ୍କବାଦୀ ଲିଙ୍କ ଅଭିଯୋଗ: ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ୪୦ରୁ ଅଧିକ ସ୍ଥାନରେ ‘ଏନଆଇଏ’ ଚଢ଼ଉ, ୧୩ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ନାସନାଲ ଇନଭେସ୍ଟିଗେସନ ଏଜେନ୍ସି (ଏନଆଇଏ) ଶନିବାର ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ୪୦ରୁ ଅଧିକ ସ୍ଥାନରେ ଚଢ଼ଉ କରିଛି। ଏଥିରେ ଆତଙ୍କବାଦୀ ସଂଗଠନ ‘ଆଇଏସଆଇଏସ୍’ ଓ ଅଲ-କାଏଦା ସହ ସମ୍ପର୍କ ରଖିବା ଅଭିଯୋଗରେ...