ଭାରତୀୟ ବାୟୁ ସେନା ପକ୍ଷରୁ ‘ଆଫକାଟ୍ ପରୀକ୍ଷା’ ପାଇଁ ଆବେଦନ ଆରମ୍ଭ, ଡିସେମ୍ବର ୩୦ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ବାୟୁ ସେନାରେ ବିଭିନ୍ନ ପାଇଲଟ୍ ଓ ଗ୍ରାଉଣ୍ଡ ଡ୍ୟୁଟି ଷ୍ଟାଫ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିପାଇଁ ହେବାକୁ ଆଫକାଟ୍ ପରୀକ୍ଷା (୨୦୨୪-୦୧) ପାଇଁ ବିଜ୍ଞପ୍ତି ଜାରି...
ନୂଆଦିଲ୍ଲୀର ଭାରତ ମଣ୍ଡପମରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମ: ବାୟୋଟେକ୍ନୋଲୋଜିର ବିକାଶ କ୍ଷେତ୍ରରେ ଅଗ୍ରଣୀ ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ଅନନ୍ୟ ଜୈବ ସମ୍ବଳ ଓ ବାୟୋଟେକ୍ନୋଲୋଜି ଉଦ୍ୟୋଗ କ୍ଷେତ୍ରରେ ଓଡ଼ିଶାରେ ବିପୁଳ ସମ୍ଭାବନା ରହିଛି।
(ନୂଆଦିଲ୍ଲୀ): ନୂଆଦିଲ୍ଲୀର ପ୍ରଗତି ମଇଦାନର ଭାରତ ମଣ୍ଡପମରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ...
ପ୍ରକାଶ ପାଇଲା ଏନସିଆରବି ରିପୋର୍ଟ ୨୦୨୨: ରାଜ୍ୟରେ ବଢ଼ିଛି ଅପରାଧିକ ମାମଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରକାଶ ପାଇଛି ୨୦୨୨ ନାସନାଲ କ୍ରାଇମ ରେକର୍ଡସ୍ ବ୍ୟୁରୋ (ଏନସିଆରବି) ରିପୋର୍ଟ। ୨୦୨୧ ତୁଳନାରେ ୨୦୨୨ରେ ଓଡ଼ିଶାରେ ବିଭିନ୍ନ ପ୍ରକାର ଅପରାଧ ବଢ଼ିଥିବା ଏହି ରିପୋର୍ଟରେ କୁହାଯାଇଛି। ମହିଳା ଅସଦାଚରଣ ମାମଲାରେ...
ଆଜି ଭାରତୀୟ ନୌସେନା ଦିବସ: ଜାଣନ୍ତୁ ଆଜିର ଦିନର ମହତ୍ତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଭାରତୀୟ ନୌସେନା ଦିବସ। ପ୍ରତ୍ୟେକ ବର୍ଷ ଡିସେମ୍ଵର ୪ ତାରିଖକୁ ଭାରତୀୟ ନୌସେନା ଦିବସ ପାଳନ କରାଯାଏ। ଆଜିର ଦିନରେ ଭାରତୀୟ ନୌବାହିନୀକୁ ସମ୍ମାନ ଦେବା ସହ ବୀର ନୌସୈନିକଙ୍କୁ...
ଭୀଷଣ ବାତ୍ୟାରେ ପରିଣତ ହେଲା ‘ମିଗଜୋମ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୀଷଣ ବାତ୍ୟାରେ ପରିଣତ ହେଲା ବାତ୍ୟା ‘ମିଗଜୋମ’। ବଙ୍ଗୋପସାଗରେ ସକ୍ରିୟ ରହିଥିବା ବାତ୍ୟା ‘ମିଗଜୋମ’ ସୋମବାର ଦିନ ଭୀଷଣ ବାତ୍ୟାର ରୂପ ନେଇଛି।
ଘଣ୍ଟା ପ୍ରତି ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ୮ କିଲୋମିଟର...
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ: ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ସଂସଦର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ତେବେ ଅଧିବେଶନ ଆରମ୍ଭରୁ ସଂସଦରେ ବିରୋଧୀ ନେତାମାନଙ୍କ ହଙ୍ଗାମା ଦେଖିବାକୁ ମିଳିଛି। ଏଥିପାଇଁ ଅଧିବେଶନକୁ କିଛି ସମୟ ପାଇଁ ମୁଲତବୀ କରାଯାଇଥିଲା।
ତେବେ...
ଆଜି ମିଜୋରାମରେ ଚାଲିଛି ଭୋଟ ଗଣନା, ଜୋରାମ ପିପୁଲ୍ସ ମୁଭମେଣ୍ଟ ୨୬ ଆସନରେ ଆଗୁଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ଏଠାରେ ଜୋରାମ ପିପୁଲ୍ସ ମୁଭମେଣ୍ଟ (ଜେଡପିଏମ) ଦଳ ୪୦ଟିରୁ ୨୬ଟି ଆସନରେ...
ତିନି ରାଜ୍ୟରେ ବିପୁଳ ବିଜୟ ପରେ ବିଜେପି ଶିବିରରେ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଧାନସଭା ନିର୍ବାଚନରେ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାଜି ମାରିଲା ବିଜେପି। ବିପୁଳ ବିଜୟ ପରେ ଦିଲ୍ଲୀସ୍ଥିତ ମୁଖ୍ୟାଳୟରେ ବିଜୟ ଉତ୍ସବ ପାଳନ କରିଛି ବିଜେପି।
ଏହି ବିଜୟ ଅବସରରେ ପ୍ରଧାନମନ୍ତ୍ରୀ...
ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସରକାର ଗଢ଼ିବ ବିଜେପି!
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଧାନସଭା ନିର୍ବାଚନର ଫଳାଫଳ ଏକ ପ୍ରକାର ସ୍ପଷ୍ଟ ହୋଇଯାଇଛି। ଏହି ୩ଟି ରାଜ୍ୟରେ ବିଜେପି ପୂର୍ଣ୍ଣ ବହୁମତରେ ସରକାର ଗଢ଼ିବା ସୁନିଶ୍ଚିତ ହୋଇଛି। କଂଗ୍ରେସ ଏହି...
ବିଧାନସଭା ନିର୍ବାଚନ: ୪ରୁ ୩ଟି ରାଜ୍ୟରେ ବିଜେପି ଆଗୁଆ, ତେଲେଙ୍ଗାନରେ ବିଆରଏସକୁ ପଛରେ ପକାଇଲା କଂଗ୍ରେସ
ଓଡ଼ିଶାଲାଇଭ୍ ବ୍ୟୁରୋ
ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିଜେପି ଅଧିକ ଆସନରେ ଅଗ୍ରଣୀ
ତେଲେଙ୍ଗାନାରେ କଂଗ୍ରେସ ବିଆରଏସଠାରୁ ବଡ଼ ବ୍ୟବଧାନରେ ଆଗୁଆ
ଛତିଶଗଡ଼ରେ ବିଜେପି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର
ଆଜି ଭାରତର ୪ଟି ରାଜ୍ୟ ମଧ୍ୟପ୍ରଦେଶ, ରାଜସ୍ଥାନ...





















