National

୧୭ ଦିନ ପରେ ନୂଆ ଜୀବନ ପାଇଲେ ଉତ୍ତରକାଶୀ ସୁଡ଼ଙ୍ଗରେ ଫସିଥିବା ୪୧ ଶ୍ରମିକ

ଓଡ଼ିଶାଲାଇଭ୍ ବ୍ୟୁରୋ ସତର ଦିନର ସଂଘର୍ଷ ପରେ ନୂଆ ଜୀବନ ପାଇଲେ ୪୧ ଜଣ ଶ୍ରମିକ। ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ିବା ଯୋଗୁଁ ସୁଡ଼ଙ୍ଗ ଭିତରେ ଫସି ରହିଥିବା ୪୧ ଜଣ...

ଉତ୍ତରାଖଣ୍ଡ: ସୁଡ଼ଙ୍ଗରୁ ୪୧ ଶ୍ରମିକଙ୍କ ବାହାରିବା ପାଇଁ ସରିଲା ଖନନ କାମ, ଶେଷ ପର୍ଯ୍ୟାୟରେ ଉଦ୍ଧାର ଅଭିଯାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ସୁଡ଼ଙ୍ଗରେ ଫସି ରହିଥିବା ୪୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଚାଲିଥିବା ଖନନ କାର୍ଯ୍ୟ ଶେଷ ହୋଇଛି। ସୁଡ଼ଙ୍ଗ ଭୁଶୁଡ଼ିବା ଘଟଣାର ୧୬ ଦିନପରେ ମଙ୍ଗଳବାର...

ନଭେମ୍ବର ୩୦ରେ ଅବପାତର ରୂପ ନେବ ଲଘୁଚାପ, ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା!

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରର ଆଣ୍ଡାମାନ ନିକୋବର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅଧିକ ଘନୀଭୂତ ହେଉଛି। ଏହା ନଭେମ୍ବର ୩୦ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରେ ଉତ୍ତରପଶ୍ଚିମ ଆଡ଼କୁ ଯାଇ...

ଡିସେମ୍ବର ପହିଲାରୁ ମୋବାଇଲ୍ ସିମ୍ ବିକ୍ରି ପାଇଁ ନୂଆ ନିୟମ, କେବଳ ପଞ୍ଜୀକୃତ ବିକ୍ରେତାଙ୍କୁ ମିଳିବ ଅନୁମତି

ଭାସ୍କର ପରିଚ୍ଛା ଭାରତରେ ସିମ୍ କାର୍ଡ ବିକ୍ରି ନିୟମ କଡ଼ାକଡ଼ି ଡିସେମ୍ବର ୧ରୁ କେବଳ ପଞ୍ଜୀକୃତ ବିକ୍ରେତା ହିଁ ବିକିପାରିବେ ସିମ୍ ନିୟମ ଉଲଂଘନ ହେଲେ ଟେଲିକମ କମ୍ପାନିକୁ ୧୦ ଲକ୍ଷ ଟଙ୍କାର ଜୋରିମାନା ଭାରତରେ ଡିସେମ୍ବର ପହିଲାରୁ...

ନୂଆଦିଲ୍ଲୀ: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ‘ଓଡ଼ିଶା ପାଭିଲିୟନ’କୁ ସ୍ଵର୍ଣ୍ଣ ପଦକ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୩’ରେ ‘ଓଡ଼ିଶା ପାଭିଲିୟିନକୁ ମିଳିଛି ସ୍ଵର୍ଣ୍ଣ ପଦକ। ଏହି ବିଶାଳ ମେଳାରେ ଅଂଶଗ୍ରହଣ କରିଥିବା ରାଜ୍ୟ ଏବଂ କେନ୍ଦ୍ର ଶାସିତ...

ଉତ୍ତରାଖଣ୍ଡ: ୧୫ ଦିନରୁ ସୁଡ଼ଙ୍ଗରେ ଫସି ରହିଛନ୍ତି ୪୧ ଶ୍ରମିକ, ଉଦ୍ଧାର ଅଭିଯାନରେ ହେଉଛି ବିଳମ୍ବ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ିବା ଘଟଣାକୁ ୧୫ ଦିନ ବିତିଛି। ଏବେ ବି ସୁଡ଼ଙ୍ଗ ଭିତରେ ଫସି ରହିଛନ୍ତି ୪୧ ଶ୍ରମିକ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଯୁଦ୍ଧକାଳୀନ...

ବାରାଣାସୀରେ ପାଳିତ ହେଲା କାର୍ତ୍ତିକ ପୂର୍ଣ୍ଣିମା, ବୋଇତ ବନ୍ଦାଣ କଲେ ପ୍ରବାସୀ ଓଡ଼ିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ଆଧ୍ୟତ୍ମିକ ନଗରୀ ବାରାଣାସୀରେ ପ୍ରବାସୀ ଓଡ଼ିଆମାନଙ୍କ ଦ୍ଵାରା ପାଳିତ ହୋଇଛି କାର୍ତ୍ତିକ ପୂର୍ଣ୍ଣିମା। ବାରାଣାସୀ ଉତ୍କଳ ସମାଜ ପକ୍ଷରୁ ଓଡ଼ିଶାର ଗୌରବମୟ ଇତିହାସ ଓ ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ମୂକସାକ୍ଷୀ...

ଡିସେମ୍ବର ୪ରୁ ବସିବ ସଂସଦର ଶୀତକାଳୀନ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତବର୍ଷ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ସଂସଦର ଶୀତକାଳୀନ ଅଧିବେଶନ। ଏହା ୧୯ ଦିନ ଧରି ଚାଲି ଡିସେମ୍ବର ୨୨ ତାରିଖରେ ସରିବ। ଶୀତକାଳୀନ ଅଧିବେଶନ ପୂର୍ବରୁ ଡିସେମ୍ବର...

ନୂଆଦିଲ୍ଲୀର ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରସ୍ତୁତ ‘ଖଜୁରୀ ଗୁଡ଼’ର ଚାହିଦା

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର/ନୂଆଦିଲ୍ଲୀ): ତାଳ ଓ ଖଜୁରୀରୁ ପ୍ରସ୍ତୁତ ଗୁଡ଼ ହେଉଛି ଏକ ପାରମ୍ପରିକ ଖାଦ୍ୟ। ଏହା ସ୍ୱାସ୍ଥ୍ୟ ପାଇଁ ଉପକାରୀ ହୋଇଥିବାରୁ ବର୍ତ୍ତମାନ ସମୟରେ ଏହାର ଭଲ ଚାହିଦା ରହିଛି। ତେଣୁ ଏହି...

‘ତେଜସ୍‌’ରେ ଉଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଯୁଦ୍ଧ ବିମାନ ‘ତେଜସ୍’ରେ ଉଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବେଙ୍ଗାଳୁରୁ ହାଲ ବିମାନବନ୍ଦରରୁ ଶନିବାର ଦିନ ‘ତେଜସ’ରେ ଉଡ଼ାଣ ଭରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋସିଆଲ ମିଡିଆରେ ଫଟୋ ଅପଲୋଡ କରି...