National

ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମର୍ମନ୍ତୁଦ ରେଳ ଦୁର୍ଘଟଣା, ୧୪ ଯାତ୍ରୀ ମୃତ ଏବଂ ୫୦ରୁ ଅଧିକ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ରେଳ ଦୁର୍ଘଟଣା। ରବିବାର ସନ୍ଧ୍ୟା ୭ଟା ୧୦ ମିନିଟରେ ୨ଟି ପସେଞ୍ଜର ଟ୍ରେନର ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୪ ଜଣଙ୍କ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଭାରତ-ଇଂଲଣ୍ଡ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଆଜି ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ। ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡକୁ ଟକ୍କର ଦେବାକୁ ପ୍ରସ୍ତୁତ ହୋଇଛି ଟିମ୍ ଇଣ୍ଡିଆ। ଉତ୍ତର ପ୍ରଦେଶର ଲକ୍ଷ୍ନୌସ୍ଥିତ ଏକନା...

ଜାତୀୟ ସ୍ତରରେ ପଦକ ଜିତିଥିବା ରାଜ୍ୟର ୨୦ ଖେଳାଳିଙ୍କୁ ମିଳିଲା ଆର୍ଥିକ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ପଦକ ଜିତିଥିବା ଓଡ଼ିଶାର ୨୦ ଜଣ ଖେଳାଳିଙ୍କୁ ଆର୍ଥିକ ପୁରସ୍କାର ଦେଇଛନ୍ତି ରାଜ୍ୟ ସରକାର। ଶନିବାର ଭୁବନେଶ୍ୱରସ୍ଥିତ କଳିଙ୍ଗ ସ୍ପୋର୍ଟସ କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମରେ ଖେଳାଳିମାନଙ୍କୁ ମୋଟ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ଏବଂ ବାଂଲାଦେଶ-ନେଦରଲାଣ୍ଡସ୍ କରୁଛନ୍ତି ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଶନିବାର ଖେଳାଯାଉଛି ଦୁଇଟି ମୁକାବିଲା। ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଟକ୍କର ନେଉଥିବାବେଳେ ଦ୍ଵିତୀୟ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ବାଂଲାଦେଶ ଓ ନେଦରଲାଣ୍ଡସ୍। ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ପ୍ରଥମ ମ୍ୟାଚଟି...

ଏସିଆନ ପାରା ଗେମ୍ସ: ଦୃଷ୍ଟିବାଧିତ ଚେସରେ ସ୍ଵର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ସୌନ୍ଦର୍ଯ୍ୟ ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଚୀନର ହାଙ୍ଗଝୌଉରେ ଚାଲିଥିବା ଏସିଆନ ପାରା ଗେମ୍ସରେ ସ୍ଵର୍ଣ୍ଣ ଜିତିଛନ୍ତି ଓଡ଼ିଆ ପୁଅ ସୌନ୍ଦର୍ଯ୍ୟ ପ୍ରଧାନ। ସେ ପ୍ରତିଯୋଗିତାର ଦୃଷ୍ଟିବାଧିତ ଚେସ ଇଭେଣ୍ଟରେ ସ୍ଵର୍ଣ୍ଣ ପଦକ ସହ ଏକ ରୌପ୍ୟ ପଦକ...

ଭାରତୀୟ ଗୁଇନ୍ଦା ବିଭାଗରେ ୬୭୭ଟି ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ନଭେମ୍ବର ୧୩ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ଗୃହ ମନ୍ତ୍ରାଳୟ ଅଧିନରେ ଥିବା ଭାରତୀୟ ଗୁଇନ୍ଦା ବିଭାଗ (ଆଇବି) ପକ୍ଷରୁ ମଲ୍ଟି ଟାସ୍କିଂ ଷ୍ଟାଫ’ ଓ ‘ସୁରକ୍ଷା ସହାୟକ (ଡ୍ରାଇଭର)’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି।...

ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ‘ଫ୍ଲୋରିଆ’ ପକ୍ଷରୁ ପାଳନ ହେଲା ଦୁର୍ଗାପୂଜା

ଓଡ଼ିଶାଲାଇଭ୍ ବ୍ୟୁରୋ (ଫ୍ଲୋରିଡା): ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ‘ଫ୍ଲୋରିଆ’ ପକ୍ଷରୁ ଧୁମଧାମର ସହ ପାଳନ ହୋଇଯାଇଛି ଦୁର୍ଗାପୂଜା। ଆମେରିକାର ଦକ୍ଷିଣପୂର୍ବରେ ଥିବା ଫ୍ଲୋରିଡା ରାଜ୍ୟର ଟାମ୍ପା ସହରରେ ମା’ଙ୍କ ଆରାଧନା କରିଛନ୍ତି ପ୍ରବାସୀ ଓଡ଼ିଆ। ଏଠାରେ...

ଏସିଆନ୍‌ ପାରା ଗେମ୍ସ: ବ୍ୟାଡମିଣ୍ଟନରେ ସ୍ଵର୍ଣ୍ଣ ଜିତିଲେ ଓଡ଼ିଶାର ପ୍ରମୋଦ ଭଗତ

ଓଡ଼ିଶାଲାଇଭ୍ ବ୍ୟୁରୋ ଚୀନର ହାଙ୍ଗଝୌଉରେ ଚାଲିଥିବା ‘ଏସିଆନ୍‌ ପାରା ଗେମ୍ସ ୨୦୨୩’ରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଶୁକ୍ରବାର ପ୍ରତିଯୋଗିତାର ପୁରୁଷ ବ୍ୟାଡମିଣ୍ଟନ ଏକକ-୩ ବର୍ଗରେ ସେ ଏହି ସଫଳତା ହାସଲ...

କର୍ଣ୍ଣାଟକ: ସଡ଼କ ଦୁର୍ଘଟଣା ନେଲା ୧୨ ଜଣଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ କର୍ଣ୍ଣାଟକ ଚିକ୍କାବଲ୍ଲାପୁରଠାରେ ଗୁରୁବାର ଦିନ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଗୁରୁତର ଆହତ ଥିବା ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବେଙ୍ଗାଳୁରୁ-ହାଇଦ୍ରାବାଦ ୪୪...

୨୦୨୪ ଜାନୁଆରି ୨୨ ତାରିଖରେ ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୦୨୪ ମସିହା ଜାନୁଆରି ୨୨ ତାରିଖରେ ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜାନୁଆରି ୨୨ ତାରିଖ ଦିନ ୧୨ଟା ୩୦ ମିନିଟରେ ପ୍ରାଣ ପ୍ରତିଷ୍ଠା...