National

ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ, ସାରା ଦେଶରେ ପାଳିତ ହେଉଛି ରାଷ୍ଟ୍ରୀୟ ଏକତା...

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୮ତମ ଜନ୍ମ ଜୟନ୍ତୀ। ସାରା ଭାରତରେ ପାଳିତ ହେଉଛି ରାଷ୍ଟ୍ରୀୟ ଏକତା ଦିବସ। ବିବିଧତା ମଧ୍ୟରେ ଏକତାର ଭାବନାକୁ ପ୍ରୋତ୍ସାହିତ କରିବା...

ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ। ମଙ୍ଗଳବାର ରାଜଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଶପଥ ନେଇଥିଲେ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ...

ଆଇସିସି ବିଶ୍ଵକପ: ଆଫଗାନିସ୍ତାନର ଭଲ ବୋଲିଂ ପ୍ରଦର୍ଶନ, ଶ୍ରୀଲଙ୍କା ୨୪୧ ରନରେ ଅଲଆଉଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ସୋମବାର ଖେଳାଯାଉଛି ଆଫଗାନିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ। ଏଥିରେ ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ଆଗରେ ୨୪୨ ରନର ବିଜୟ ଲକ୍ଷ୍ୟ ରଖିଛି। ମହାରାଷ୍ଟ୍ରର...

ଷ୍ଟ୍ରୋକ୍ ମୁକାବିଲା ପାଇଁ ଏହାର ପ୍ରତିଷେଧକ ଓ ସଫଳ ପରିଚାଳନା ନିହାତି ଜରୁରୀ – ସ୍ୱାସ୍ଥ୍ୟ ବିଶେଷଜ୍ଞ

ଅଭିଷେକ ରାୟ ଷ୍ଟ୍ରୋକ୍ ସଚେତନତା ପାଇଁ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ କନକ୍ଲେଭ ଗୋଟିଏ ମଞ୍ଚରେ ଏକାଠି ହେଲେ ଡାକ୍ତର, ଜନସ୍ୱାସ୍ଥ୍ୟ ଓ ପଲିସି ବିଶେଷଜ୍ଞ ଷ୍ଟ୍ରୋକର ଚିକିତ୍ସା ତଥା ନିୟନ୍ତ୍ରଣ ପାଇଁ ବିଭିନ୍ନ ବିଷୟରେ ହେଲା ମାନସମନ୍ଥନ ଆଜିର ସମୟରେ...

ବିଜୟନଗରମ ଟ୍ରେନ ଦୁର୍ଘଟଣା: ଭୁବନେଶ୍ୱର-ବିଶାଖାପାଟଣା ରୁଟରେ ରେଳ ଚଳାଚଳ ବନ୍ଦ, ୪୫ଟି ଟ୍ରେନ ବାତିଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲ୍ଲାରେ ଘଟିଥିବା ରେଳ ଦୁର୍ଘଟଣା ଯୋଗୁଁ ଏବେ ଭୁବନେଶ୍ୱର-ବିଶାଖାପାଟଣା ମଧ୍ୟରେ ରେଳ ଚଳାଚଳ ବନ୍ଦ ରହିଛି। ଏହି ରୁଟରେ ଚାଲୁଥିବା ୪୫ଟି ଟ୍ରେନକୁ ବାତିଲ କରାଯାଇଛି। ସେହିପରି ୨୨ଟି...

ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମର୍ମନ୍ତୁଦ ରେଳ ଦୁର୍ଘଟଣା, ୧୪ ଯାତ୍ରୀ ମୃତ ଏବଂ ୫୦ରୁ ଅଧିକ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ରେଳ ଦୁର୍ଘଟଣା। ରବିବାର ସନ୍ଧ୍ୟା ୭ଟା ୧୦ ମିନିଟରେ ୨ଟି ପସେଞ୍ଜର ଟ୍ରେନର ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୪ ଜଣଙ୍କ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଭାରତ-ଇଂଲଣ୍ଡ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଆଜି ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ। ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡକୁ ଟକ୍କର ଦେବାକୁ ପ୍ରସ୍ତୁତ ହୋଇଛି ଟିମ୍ ଇଣ୍ଡିଆ। ଉତ୍ତର ପ୍ରଦେଶର ଲକ୍ଷ୍ନୌସ୍ଥିତ ଏକନା...

ଜାତୀୟ ସ୍ତରରେ ପଦକ ଜିତିଥିବା ରାଜ୍ୟର ୨୦ ଖେଳାଳିଙ୍କୁ ମିଳିଲା ଆର୍ଥିକ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ପଦକ ଜିତିଥିବା ଓଡ଼ିଶାର ୨୦ ଜଣ ଖେଳାଳିଙ୍କୁ ଆର୍ଥିକ ପୁରସ୍କାର ଦେଇଛନ୍ତି ରାଜ୍ୟ ସରକାର। ଶନିବାର ଭୁବନେଶ୍ୱରସ୍ଥିତ କଳିଙ୍ଗ ସ୍ପୋର୍ଟସ କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମରେ ଖେଳାଳିମାନଙ୍କୁ ମୋଟ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ଏବଂ ବାଂଲାଦେଶ-ନେଦରଲାଣ୍ଡସ୍ କରୁଛନ୍ତି ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଶନିବାର ଖେଳାଯାଉଛି ଦୁଇଟି ମୁକାବିଲା। ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଟକ୍କର ନେଉଥିବାବେଳେ ଦ୍ଵିତୀୟ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ବାଂଲାଦେଶ ଓ ନେଦରଲାଣ୍ଡସ୍। ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ପ୍ରଥମ ମ୍ୟାଚଟି...

ଏସିଆନ ପାରା ଗେମ୍ସ: ଦୃଷ୍ଟିବାଧିତ ଚେସରେ ସ୍ଵର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ସୌନ୍ଦର୍ଯ୍ୟ ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଚୀନର ହାଙ୍ଗଝୌଉରେ ଚାଲିଥିବା ଏସିଆନ ପାରା ଗେମ୍ସରେ ସ୍ଵର୍ଣ୍ଣ ଜିତିଛନ୍ତି ଓଡ଼ିଆ ପୁଅ ସୌନ୍ଦର୍ଯ୍ୟ ପ୍ରଧାନ। ସେ ପ୍ରତିଯୋଗିତାର ଦୃଷ୍ଟିବାଧିତ ଚେସ ଇଭେଣ୍ଟରେ ସ୍ଵର୍ଣ୍ଣ ପଦକ ସହ ଏକ ରୌପ୍ୟ ପଦକ...