National

ବିଜୟ ଦିବସ: ୧୯୭୧ ମସିହା ଆଜିର ଦିନରେ ପାକିସ୍ତାନ ଉପରେ ବଡ଼ ବିଜୟ ହାସଲ କରିଥିଲା ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ୧୯୭୧ ମସିହାରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିଲା ଘମାଘୋଟ ଯୁଦ୍ଧ। ଡିସେମ୍ଵର ୧୬  ତାରିଖରେ ଏହି ଯୁଦ୍ଧରେ ପାକିସ୍ତାନ ଉପରେ ବଡ଼ ବିଜୟ ହାସଲ କରିଥିଲା ଭାରତ। ପରେ ଭାରତ ସହାୟତାରେ ସୃଷ୍ଟି...

ବଦଳିଲା ନାଁ: ‘ମନରେଗା’ ହେଲା ‘ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା’

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଲା ‘ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା’ ବା ‘ମନରେଗା’ର ନାଁ। ଯୋଜନାର ନୂଆ ନାମ ହେଲା ‘ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା’ ବା ‘ପିବିଜିଆରଓ୍ଵାଇ’। ଏହି ଯୋଜନାରେ...

ବାରବାଟୀରେ ଭାରତୀୟ କ୍ରିକେଟ ଟିମ୍‌ର ବଡ଼ ବିଜୟ

ଓଡ଼ିଶାଲାଇଭ୍ ବ୍ୟୁରୋ ବାରବାଟୀରେ ଦମ ଦେଖାଇଲେ ଭାରତୀୟ କ୍ରିକେଟ ଟିମ୍। ବଡ଼ ବିଜୟ ସହ ରଚିଲେ ଇତିହାସ। ପରାଜୟ ବରଣ କଲେ ଦକ୍ଷିଣ ଆଫ୍ରିକା ଖେଳାଳି। ମଙ୍ଗଳବାର ଦିନ କଟକ ବାରବାଟୀରେ ହୋଇଥିବା T20 ମ୍ୟାଚରେ...

‍‍ଓଡ଼ିଶାକୁ ଗୋଲ୍ଡ ମେଡାଲ: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରଥମ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୫ରେ ପ୍ରଥମ ସ୍ଥାନ ଅଧିକାର କରି ଗୋଲ୍ଡ ମେଡାଲ ହାସଲ କରିଛି ଓଡ଼ିଶା। ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ...

୨୬/୧୧ ମୁମ୍ବାଇ ଆକ୍ରମଣ: ୧୭ ବର୍ଷ ତଳେ ମୃତ୍ୟୁର ତାଣ୍ଡବ ରଚିଥିଲେ ଆତଙ୍କବାଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୦୮ ମସିହା ନଭେମ୍ବର ୨୬ ତାରିଖରେ ମୁମ୍ବାଇରେ ମୃତ୍ୟୁର ତାଣ୍ଡବ ରଚିଥିଲେ ଆତଙ୍କବାଦୀ। ମୁମ୍ବାଇ ଭାରତର ପ୍ରମୁଖ ଅର୍ଥନୈତିକ ସହର। ୨୦୦୮ ମସିହା ନଭେମ୍ବର ୨୬ ତାରିଖରେ ଦେଶର ଏହି ବାଣିଜ୍ୟିକ ରାଜଧାନୀରେ...

ପରଲୋକରେ ବଲିଉଡର ଭେଟେରାନ ଅଭିନେତା ଧର୍ମେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉ ନାହାନ୍ତି ବଲିଉଡର ଭେଟେରାନ ଅଭିନେତା ଧର୍ମେନ୍ଦ୍ର ଦେଓଲ। ସୋମବାର ଦିନ ୮୯ ବର୍ଷ ବୟସରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ଧର୍ମେନ୍ଦ୍ର ଅସୁସ୍ଥ ଥିଲେ। କିଛି...

ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ସୂର୍ଯ୍ୟକାନ୍ତି। ନୂତନ ପ୍ରଧାନ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ...

ଦୁବାଇରେ ଏୟାର ସୋ’ ବେଳେ ଜଳିଗଲା ଲଢ଼ୁଆ ବିମାନ ‘ତେଜସ୍’

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁବାଇରେ ଏୟାର ସୋ’ ବେଳେ ଜଳିଗଲା ଭାରତୀୟ ବାୟୁସେନାର ସ୍ଵଦେଶୀ ଲଢ଼ୁଆ ବିମାନ ‘ତେଜସ୍’। ଦୁବାଇର ଅଲ ମକତୁମ ଏୟାରପୋର୍ଟରେ ଆୟୋଜିତ ଏୟାର ସୋ’ ସମୟରେ ଏହି ଦୁର୍ଘଟଣା ଘଟିଛି। ଏୟାର ସୋ’...

ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର

ଓଡ଼ିଶାଲାଇଭ୍ ବ୍ୟୁରୋ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜେଡିୟୁ ସୁପ୍ରିମୋ ନୀତୀଶ କୁମାର। ଦଶମ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇ ନୀତୀଶ କୁମାର ଇତିହାସ ରଚିଛନ୍ତି। ପାଟନାର ଐତିହାସିକ ଗାନ୍ଧୀ ମଇଦାନଠାରେ ଆୟୋଜିତ...

ମୃତ୍ୟୁଦଣ୍ଡକୁ ନେଇ କ’ଣ କହିଲେ ଶେଖ ହସିନା?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/HtNSl9kt-90 ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଢାକାର ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ ବା ଆଇସିଟି ଫାଶୀଦଣ୍ଡ ଶୁଣାଇଛନ୍ତି। ବିକ୍ଷୋଭକାରୀଙ୍କୁ ଆକ୍ରମଣ ଏବଂ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରିବା ସହ ଏହି...