National

ଓଡ଼ିଆ ଆଥଲେଟ ଦୂତୀ ଚାନ୍ଦ ଡୋପ୍‌ ଟେଷ୍ଟରେ ବିଫଳ, ୪ ବର୍ଷ ପାଇଁ କ୍ରୀଡ଼ାରୁ ବାସନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ଆଥଲେଟ ତଥା ଓଡ଼ିଆ ଝିଅ ଦୂତୀ ଚାନ୍ଦ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ଏଥିପାଇଁ ତାଙ୍କୁ ୪ ବର୍ଷ ପାଇଁ କ୍ରୀଡ଼ାରୁ ବାସନ୍ଦ କରାଯାଇଛି। ସେ ୨୦୨୭ ଜାନୁଆରି ୩...

ଭାରତର ବିଭିନ୍ନ ବ୍ୟାଙ୍କରେ ‘ସ୍ପେସାଲିଷ୍ଟ ଅଫିସର’ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଅଗଷ୍ଟ ୨୧ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ବିଭିନ୍ନ ବ୍ୟାଙ୍କରେ ଅନେକ ସ୍ପେସାଲିଷ୍ଟ ଅଫିସର (ଏସଓ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏହି ୧ ହଜାର ୪୦୨ଟି ପଦବୀ ପୂରଣ ପାଇଁ ଇନ୍ସଷ୍ଟିଚ୍ୟୁଟ୍ ଅଫ ବ୍ୟାଙ୍କିଂ...

ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ବିଜେପିର ରଣନୀତି, ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ଅଣ୍ଟା ଭିଡ଼ିଛି ବିଜେପି। ଚଳିତବର୍ଷ ଶେଷ ଆଡ଼କୁ ଉଭୟ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ଦଳ ନିଜର ପ୍ରଥମ...

ଚନ୍ଦ୍ରର ନିକଟତର ହେଉଛି ଚନ୍ଦ୍ରଯାନ-୩, ଆଜି ପ୍ରପଲ୍ସନ ମଡ୍ୟୁଲରୁ ଅଲଗା ହେଲା ଲ୍ୟାଣ୍ଡର୍‌

ଓଡ଼ିଶାଲାଇଭ୍ ବ୍ୟୁରୋ ଚନ୍ଦ୍ରଯାନ-୩ ଏବେ ଧୀରେ ଧୀରେ ଚନ୍ଦ୍ରର ନିକଟତର ହେବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଚନ୍ଦ୍ରଯାନ-୩ର ଲ୍ୟାଣ୍ଡର୍‌ ଏହାର ପ୍ରପଲ୍ସନ ମଡ୍ୟୁଲରୁ ଅଲଗା ହୋଇଛି। ଏହା ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପାଇଁ...

ପୁଣେରେ ସ୍ପ୍ରେଡ ହାପିନେସ୍ ଫାଉଣ୍ଡେସନ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ପୁରସ୍କାର କାର୍ଯ୍ୟକ୍ରମ, ୩୦ ସ୍ଵେଚ୍ଛାସେବୀ ସମ୍ମାନିତ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣେରେ ସ୍ପ୍ରେଡ ହାପିନେସ୍ ଫାଉଣ୍ଡେସନ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ପୁରସ୍କାର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ସୋମବାର ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ କାମ କରୁଥିବା ସ୍ୱେଚ୍ଛାସେବୀମାନଙ୍କୁ ସମ୍ମାନିତ କରାଯାଇଛି। ଓଡ଼ିଶାର ଖଣ୍ଡପଡ଼ାର...

ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ ଜାରି: ଉଭୟ ରାଜ୍ୟରେ ୮୧ରୁ ଅଧିକ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ଭାରତର ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ ଜାରି ରହିଛି। ଏହି ଦୁଇ ରାଜ୍ୟରେ ଅତି ପ୍ରବଳ ବର୍ଷା ସହ ଭୂସ୍ଖଳନର ବିଧ୍ଵଂସ ଦେଖିବାକୁ ମିଳିଛି। ଏଥିରେ ଉଭୟ...

କେନ୍ଦ୍ର କ୍ୟାବିନେଟ ନିଷ୍ପତ୍ତି: ନିର୍ଗୁଣ୍ଡି-ବିଜୟନଗରମ୍ ତୃତୀୟ ରେଳ ଲାଇନକୁ ମଞ୍ଜୁରୀ, ଖର୍ଚ୍ଚ ହେବ ୫ ହଜାର ୬୧୮ କୋଟି...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ବିଭିନ୍ନ ରାଜ୍ୟରେ ୭ଟି ବଡ଼ ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର କ୍ୟାବିନେଟର ଅନୁମତି ମିଳିଛି। ଏଥିପାଇଁ ୩୨ ହଜାର ୫୧୨ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହିସବୁ ରେଳ ପ୍ରକଳ୍ପ...

ଓଡ଼ିଶାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ: ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ କଲେ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ଗୁରୁବାର ସକାଳେ ଶ୍ରୀମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ସେ ଶ୍ରୀମନ୍ଦିର...

ଭାରତୀୟ ରେଳବାଇର ଉତ୍ତର ଜୋନରେ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଅଗଷ୍ଟ ୨୮ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ରେଳବାଇରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର। ରେଲୱେର ଉତ୍ତର ଜୋନ (ଏନଆର୍)ରେ ଆସିଷ୍ଟାଣ୍ଟ ଲୋକୋ ପାଇଲଟ୍, ଟେକ୍‌ନିସିଆନ୍, ଜୁନିୟର ଇଞ୍ଜିନିୟର, ଟ୍ରେନ୍ ମ୍ୟାନେଜର ଭଳି ଅନେକ ପଦବୀ...

କେନ୍ଦ୍ର କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି: ପିଏମ୍ ଇ-ବସ୍ ସେବା ଓ ବିଶ୍ଵକର୍ମା ଯୋଜନାକୁ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ (ପିଏମ୍) ଇ-ବସ୍ ସେବା ଏବଂ ବିଶ୍ଵକର୍ମା ଯୋଜନାକୁ ମଞ୍ଜୁରୀ ପ୍ରଦାନ...