National

ଜଣାପଡ଼ିଲା ବାହାନଗା ଟ୍ରେନ୍ ଦୁର୍ଘଟଣାର କାରଣ!

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ଵର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ମାସେ ବିତିଥିବାବେଳେ ଏହାକୁ ନେଇ ସାଂଘାତିକ ତଥ୍ୟ ମିଳିଛି। ରେଲୱେ ସେଫ୍ଟି କମିଶନରଙ୍କ ରିପୋର୍ଟ ଅନୁସାରେ ରିଲେ ରୁମ୍ ଷ୍ଟାଫଙ୍କ ତ୍ରୁଟି ଦୁର୍ଘଟଣାର ବଡ଼...

ମହାରାଷ୍ଟ୍ରର ବୁଲଢ଼ାଣାଠାରେ ଜଳିଗଲା ବସ୍: ୨୬ ଯାତ୍ରୀ ଜୀବନ୍ତ ଦଗ୍ଧ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁର୍ଘଟଣା ସମୟରେ ସହାୟତା ପାଇଁ ଚିତ୍କାର କରୁଥିଲେ ଯାତ୍ରୀ, ଦେଖୁ ଦେଖୁ ଜଳିଗଲା ବସ୍। ୨୬ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଗଲେ। ଏହି ଲୋମଟାଙ୍କୁରା ଘଟଣା ଘଟିଛି ମହାରାଷ୍ଟ୍ରର ବୁଲଢ଼ାଣା...

ସାପ କାମୁଡ଼ିଲେ କେମିତି କରିବେ ଉପଚାର?

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ [youtube https://www.youtube.com/watch?v=9eyoElRHdZE] ଗାଁ ଗହଳୀରେ ଆଜିବି ସାପ କାମୁଡ଼ିଲେ ଅନେକ ଲୋକେ ଅନ୍ଧବିଶ୍ଵାସକୁ ଆପଣାଉଛନ୍ତି, ଯାହା ଜୀବନ ପାଇଁ ବିପଦ ସାବ୍ୟସ୍ତ ହେଉଛି। ସାପ କାମୁଡ଼ିଥିଲେ ଏହାର ସଫଳ ଚିକିତ୍ସା ରହିଛି। ଅନ୍ଧବିଶ୍ୱାସରେ...

ଆଜି ନୀଳାଦ୍ରି ବିଜେ, ଶ୍ରୀମନ୍ଦିର ରତ୍ନ ସିଂହାସନକୁ ଫେରିବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଜଗନ୍ନାଥଙ୍କ ନବଦିନାତ୍ମକ ଘୋଷଯାତ୍ରା ଶେଷ ପର୍ଯ୍ୟାୟ ଆସି ପହଞ୍ଚିଛି। ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ଶେଷ ହେବା ପରେ ଶନିବାର ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ...

ଅର୍ଶ କ’ଣ ପାଇଁ ହୁଏ ଏବଂ ଏହାର ଉପଚାର

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ [youtube https://www.youtube.com/watch?v=om-u4B3-uA0]ଅର୍ଶ ହେଉଛି ମଳାଶୟ ଓ ମଳଦ୍ୱାରଜନିତ ରୋଗ। ଅର୍ଶ ହେବା ଫଳରେ ମଳତ୍ୟାଗ ସମୟରେ ବା ପରେ ମଳଦ୍ୱାରରୁ ରକ୍ତ ନିର୍ଗତ ହୋଇଥାଏ। ଅର୍ଶ ହେବା ଫଳରେ ମଳତ୍ୟାଗ ସମୟରେ...

ପିରିୟଡସ ସମୟରେ କେମିତି ରହିବେ ସଫାସୁତାର?  

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ [youtube https://www.youtube.com/watch?v=u85dpjJULNU]ପିରିୟଡସ ବା ଋତୁସ୍ରାବ ବେଳେ ସଫାସୁତରା ରହିବା ନିହାତି ଦରକାର। ନଚେତ ଏହା ବିଭିନ୍ନ ରୋଗ ଓ ସଂକ୍ରମଣକୁ ଡାକେ। ଏନେଇ ପ୍ରତ୍ୟେକ ମହିଳାଙ୍କୁ ସଚେତନ ହେବା ଦରକାର। ପିରିୟଡସ...

ନବଜାତ ଶିଶୁର ସମ୍ପୂର୍ଣ୍ଣ ଯତ୍ନ କେମିତି ନେବେ?

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ [youtube https://www.youtube.com/watch?v=MtidPW8ouP8]ନବଜାତ ଶିଶୁର ଯତ୍ନ ଶିଶୁ ମା’ ପେଟରେ ଥିବା ଦିନଠାରୁ ଆରମ୍ଭ ହୋଇଥାଏ। ତେଣୁ ଶିଶୁ ଜନ୍ମ ହେବା ଯାଏଁ ମା’ର ଅଧିକ ଯତ୍ନ ନେବା ଦରକାର। ଶିଶୁର ସୁଷମ...

କଲମା ବ୍ୟାରେଜ ଖୋଲିଲା ଛଡିଶଗଡ଼: ହୀରାକୁଦରେ ବଢୁଛି ଜଳସ୍ତର

ଓଡ଼ିଶାଲାଇଭ୍ ବ୍ୟୁରୋ ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ କଲମା ବ୍ୟାରେଜ ଖୋଲିଛି ଛତିଶଗଡ଼। କଲମା ବ୍ୟାରେଜର ସମସ୍ତ ୬୪ ଟି ଗେଟ ଖୋଲାଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଶୁକ୍ରବାର ଦିନ...

ବଢ଼ିଲା ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳ, ୨୦୨୬ ଏପ୍ରିଲ ମଧ୍ୟରେ ବିବାଦ ସମାଧାନ ପାଇଁ ଲକ୍ଷ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳ ଅବଧିକୁ ପୁଣି ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ଏବେ ୨୦୨୬ ମସିହା ଏପ୍ରିଲ ୧୩ ତାରିଖ ପର୍ଯ୍ୟନ୍ତ ଯାଏଁ କାର୍ଯ୍ୟ କରିବେ ଟ୍ରିବ୍ୟୁନାଲ। ମହାନଦୀ ଜଳବିବାଦର...

ଛତିଶଗଡ଼: ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ରାୟପୁରଠାରେ ଥିବା ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରରେ ପବିତ୍ର ବାହୁଡ଼ା ଯାତ୍ରା ଭକ୍ତିମୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ମନ୍ଦିରର ବେସମେଣ୍ଟସ୍ଥିତ ମାଉସୀ ମା’ ମନ୍ଦିରଠାରେ ବିରାଜମାନ ଚତୁର୍ଦ୍ଧା ମୂର୍ତ୍ତିଙ୍କର ରୀତି...