ମଧୁବାବୁଙ୍କ ଜୟନ୍ତୀରେ ଶୁଣନ୍ତୁ ତାଙ୍କ କାଳଜୟୀ କବିତା ‘ମା’ ମା’ ବୋଲି କେତେ ମୁଁ ଖୋଜିଲି’
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=Jq66SMtS8qk]
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କ ଜୀବନ ଓ ଦର୍ଶନ ସହିତ ଲୋକଙ୍କୁ ଯୋଡ଼ିବା ପାଇଁ ଓଡ଼ିଶାଲାଇଭ୍ର ଏକ ପ୍ରୟାସ।
ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ।...
ଭୁବନେଶ୍ଵରରେ ଅନୁଷ୍ଠିତ ହେଲା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଆରମ୍ଭ ହୋଇଛି। ଗୁରୁବାର ଦିନ ଏହି ବୈଠକରେ ପ୍ରତିନିଧିସ୍ତରୀୟ ଆଲୋଚନା ହୋଇଥିଲା। ଏଥିରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ପ୍ରାଥମିକତା ପ୍ରସଙ୍ଗ ଉପରେ ଅଲୋଚନା...
ସିଆରପିଏଫ୍ ପକ୍ଷରୁ କନଷ୍ଟେବଳ ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆଜି ଆବେଦନର ଶେଷ ଦିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ଅଧିନସ୍ଥ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ) ପକ୍ଷରୁ କନଷ୍ଟେବଳ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏହି ପଦବୀ ପାଇଁ ମାସିକ ୨୨ ହଜାରରୁ ୬୦...
କୋଭିଡକୁ ନେଇ ବଢ଼ୁଛି ଡର: ଦେଶରେ ୨୪ ଘଣ୍ଟାରେ ୯ ହଜାର ନୂଆ ମାମଲା, ୨୬ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ତ୍ତମାନ କୋଭିଡକୁ ନେଇ ଲୋକଙ୍କ ମନରେ ପୁଣି ଡର ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯,୩୫୫ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ କରାଯାଇଥିବାବେଳେ ୨୬ ଜଣଙ୍କର...
ଛତିଶଗଡ଼ର ଦନ୍ତେଓ୍ଵାଡାରେ ନକ୍ସଲ ଆକ୍ରମଣ: ୧୧ ଯବାନ ସହିଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛତିଶଗଡ଼ର ଦନ୍ତେଓ୍ଵାଡାଠାରେ ବଡ଼ ଧରଣର ନକ୍ସଲ ଆକ୍ରମଣ ହୋଇ ୧୧ ଜଣ ଯବାନ ସହିଦ ହୋଇଛନ୍ତି। ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆରଜି) ଫୋର୍ସର ଯବାନ ଏକ ଅପରେସରେ ଯାଉଥିବାବେଳେ ନକ୍ସଲମାନେ ଯବାନଙ୍କ...
ମହିଳା କୁସ୍ତି ଖେଳାଳିଙ୍କୁ ଯୌନ ନିର୍ଯାତନା ମାମଲା: ଶୁଣିଲାନି ପୋଲିସ, ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ମହିଳା କୁସ୍ତିଯୋଦ୍ଧାଙ୍କୁ ଯୌନ ନିର୍ଯାତନା ଦିଆଯିବା ଘଟଣାରେ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫଆଇ) ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ବିରୋଧରେ ଦିଆଯାଇଥିବା ଏତଲା ପୋଲିସ ଗ୍ରହଣ କରିନଥିବାରୁ ଏହାକୁ ନେଇ ଦିଲ୍ଲୀ...
ମୋଦୀ ସରନେମ ମାମଲା: ଦଣ୍ଡାଦେଶ ଉପରେ ରୋକ ଲଗାଇବାକୁ ଗୁଜରାଟ ହାଇକୋର୍ଟ ଗଲେ ରାହୁଲ ଗାନ୍ଧୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ମୋଦୀ ସରନେମ’ ମାମଲାରେ ନିଜ ଦଣ୍ଡାଦେଶ ଉପରେ ରୋକ ଲଗାଇବା ପାଇଁ ଗୁଜରାଟ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଏନେଇ ମଙ୍ଗଳବାର ଦିନ ରାହୁଲଙ୍କ ପକ୍ଷରୁ ହାଇକୋର୍ଟରେ...
ଅପରେସନ କାବେରୀ: ଗୃହଯୁଦ୍ଧଗ୍ରସ୍ତ ସୁଦାନରେ ଫସି ରହିଥିବା ଭାରତୀୟଙ୍କ ଉଦ୍ଧାର କାର୍ଯ୍ୟ ଆରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୃହଯୁଦ୍ଧଗ୍ରସ୍ତ ସୁଦାନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ପାଇଁ ଭାରତ ସରକାର ‘ଅପରେସନ କାବେରୀ’ ଆରମ୍ଭ କରିଛନ୍ତି। ଏହି ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ୨୭୮ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି।...
ଆଇସିସି ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନସିପ୍: ଫାଇନାଲ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଅଧିନାୟକ ରୋହିତ ଶର୍ମା ଏହି ଦଳର ନେତୃତ୍ଵ ନେବେ। ଅନ୍ୟପଟେ ଅନେକ ଦିନର ବ୍ୟବଧାନ ପରେ...
କ୍ୟାବିନେଟ ନିଷ୍ପତ୍ତି: ଆଉ ୧୦ ବର୍ଷ ଯାଏଁ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଜାତୀୟ ହକି ଦଳର ଆଉ ୧୦ ବର୍ଷ ଯାଏଁ ପ୍ରାୟୋଜକ ହେବ ଓଡ଼ିଶା। ଏବେ ଓଡ଼ିଶା ୨୦୩୩ ପର୍ଯ୍ୟନ୍ତ ଭାରତୀୟ ହକିର ଉଭୟ ପୁରୁଷ ଓ ମହିଳା ଦଳର ପ୍ରାୟୋଜକ...





















