National

ଆନ୍ଧ୍ରପ୍ରଦେଶର ନେଲୋରଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ସଭାରେ ଦଳାଚକଟା: ୮ ଜଣଙ୍କ ମୃତ୍ୟୁ, ୭ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶ ନେଲୋର ଜିଲ୍ଲାର କାନ୍ଦୁକୁରୁ ସହରରେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ଦଳର ମୁଖ୍ୟ ଚନ୍ଦ୍ରବାବୁ ନାଇଡୁଙ୍କ ସାଧାରଣ ସଭାରେ ଦଳାଚକଟା ହୋଇ ୮ ଜଣଙ୍କର...

ସୁଖୋଇ ବିମାନରୁ ‘ବ୍ରହ୍ମୋସ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ବାୟୁସେନା ଗୁରୁବାର ସୁଖୋଇ-୩୦ ଏମକେଆଇ ଯୁଦ୍ଧ ବିମାନରୁ ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ସଂପ୍ରସାରିତ ରେଞ୍ଜ ସଂସ୍କରଣର ସଫଳ ପରୀକ୍ଷଣ କରିଛି। ଏହି ବ୍ରହ୍ମୋସର ମାରକ କ୍ଷମତା ୪୦୦ କିଲୋମିଟର...

ଜାନୁଆରି ପହିଲାରୁ ଭାରତ ଆସୁଥିବା ୬ଟି ଦେଶର ଯାତ୍ରୀଙ୍କ ପାଇଁ ଆର୍‌ଟି-ପିସିଆର୍‌ ପରୀକ୍ଷା ବାଧ୍ୟତାମୂଳକ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵର ବିଭିନ୍ନ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାର ଏନେଇ ସତର୍କ ହୋଇଛନ୍ତି। ଜାନୁଆରି ୧ ତାରିଖରୁ ଚାଇନା, ହଂକଂ, ଜାପାନ, ଦକ୍ଷିଣ କୋରିଆ, ସିଙ୍ଗାପୁର ଏବଂ ଥାଇଲାଣ୍ଡରୁ...

ପୁରୁଷ ହକି ବିଶ୍ଵକପ୍: ଭାରତୀୟ ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ନଗଦ ପୁରସ୍କାର ଘୋଷଣା କଲା ହକି...

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୩ ପୁରୁଷ ହକି ବିଶ୍ଵକପ୍ ପୂର୍ବରୁ ହକି ଇଣ୍ଡିଆ ଭାରତୀୟ ଦଳର ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ନଗଦ ପୁରସ୍କାର ଘୋଷଣା କରିଛି। ବିଶ୍ଵକପରେ ଭାରତୀୟ ଖେଳାଳିଙ୍କ ମନୋବଳ ଆହୁରି...

ଭୁବନେଶ୍ୱର ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ – ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆ ରୂପ ନେବାକୁ ଯାଉଛି ଭୁବନେଶ୍ୱର ରେଳ ଷ୍ଟେସନ। ଭୁବନେଶ୍ୱର ରେଳ ଷ୍ଟେସନର ନବୀକରଣ ହେବା ସହ ଏହାକୁ ବିଶ୍ୱସ୍ତରୀୟ କରିବା ଲାଗି ଗୁରୁବାର ଦିନ ଭୂମି ପୂଜନ କରିଛନ୍ତି କେନ୍ଦ୍ର...

ହକି ବିଶ୍ଵକପ ଉଦଘାଟନୀ ଉତ୍ସବରେ ପ୍ରେମାନନ୍ଦଙ୍କ ସଙ୍ଗୀତ ସଂଯୋଜନାରେ ଝୁମିବ ସାରା ବିଶ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ପୁଅଙ୍କ କମ୍ପୋଜିସନରେ ଝୁମିବ ବିଶ୍ଵ, କମ୍ପିବ ବାରବାଟୀ। ଆସନ୍ତା ୧୧ତାରିଖରେ କଟକରେ ଆୟୋଜିତ ହେବ ହକି ବିଶ୍ଵକପ ଉଦଘାଟନୀ ଉତ୍ସବ। ଏଥିପାଇଁ ହକି ଆନଥେମର କମ୍ପୋଜିସନ ପ୍ରସ୍ତୁତ କରିଛନ୍ତି ଓଡ଼ିଶାର...

ଭାରତରେ କୋଭିଡ୍‌ ମୁକାବିଲା ପାଇଁ ଡାକ୍ତରଖାନାରେ ଆରମ୍ଭ ହେଲା ମକ୍ ଡ୍ରିଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଚାଇନା ସମେତ ବିଶ୍ଵର ବିଭିନ୍ନ ଦେଶରେ କୋଭିଡ୍‌ ସଂକ୍ରମଣ ବଢ଼ୁଥିବା ବେଳେ ଭାରତ ଏହାର ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ କରିଦେଇଛି। କେନ୍ଦ୍ର ସରକାରଙ୍କ ପରାମର୍ଶକ୍ରମେ ମଙ୍ଗଳବାର ସମସ୍ତ ରାଜ୍ୟ ଓ...

ଘରୋଇ ଡାକ୍ତରଖାନାରେ ୮୦୦ ଓ ସରକାରୀ ଡାକ୍ତରଖାନାରେ ୩୨୫ ଟଙ୍କାରେ ମିଳିବ କୋଭିଡ ନାଜଲ ଭ୍ୟାକ୍ସିନ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ୧୯ର ମୁକାବିଲା ଲାଗି ସରକାର ଭାରତ ବାୟୋଟେକର ନାଜାଲ ଭ୍ୟାକ୍ସିନର ମୂଲ୍ୟ ନିର୍ଦ୍ଧାରଣ କରିଛନ୍ତି। ଏହାକୁ ବୁଷ୍ଟର ଡୋଜ ଭାବେ ବ୍ୟବହାର କରାଯିବ। ବର୍ତ୍ତମାନ ଏହାର ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି।...

ପୁରୀରେ ହକି ବିଶ୍ଵକପ୍ ଟ୍ରଫିକୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ହକି ବିଶ୍ଵକପ୍ ଟ୍ରଫିକୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା। ସ୍ୱର୍ଣ୍ଣାଭ ବେଳାଭୂମିରେ ଟ୍ରଫି ରଖି ପ୍ରଦର୍ଶିତ କରାଯିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଜିଲ୍ଲା...

କର୍ଣ୍ଣାଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଚୀନ ଏବଂ ଜାପାନ ଭଳି ୫ଟି ଦେଶରେ କୋଭିଡ ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଥିବାବେଳେ ଆଗୁଆ ପଦକ୍ଷେପ ନେବାକୁ ସବୁ ରାଜ୍ୟକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର। ମାସ୍କ ପରିଧାନ ସହ...