National

ରଥ ଟାଣି ବାହାରିନରେ ଓଡ଼ିଆମାନେ ପାଳିଲେ ଶ୍ରୀଗୁଣ୍ଡିଚା ଯାତ୍ରା  

ଓଡ଼ିଶାଲାଇଭ୍ ବ୍ୟୁରୋ ବାହାରିନ ଓଡ଼ିଆ ସମାଜ ପକ୍ଷରୁ ଶୁକ୍ରବାର ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ପାଳିତ ହୋଇଛି। ସାଗାୟାଠାରେ ଥିବା ଇସ୍କନ ମନ୍ଦିର ଆନୁକୁଲ୍ୟରେ ମହାପ୍ରଭୁଙ୍କର ଏହି ପବିତ୍ର ଯାତ୍ରାକୁ ବେଶ୍ ଧୁମ୍‌ଧାମ୍‌ରେ ପାଳନ କରିଛନ୍ତି...

ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା – ଦେଶବାସୀଙ୍କୁ କ୍ଷମା ମାଗିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଫେଟ୍ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବା ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟ କଡ଼ା ଭର୍ତ୍ସନା କରିଛନ୍ତି। ଏପରି ବୟାନ ପାଇଁ କୋର୍ଟ ନୂପୁରଙ୍କୁ କଡ଼ା ଭାଷାରେ ଟିପ୍ପଣୀ...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ପଦବୀରୁ ଉଦ୍ଧବ ଠାକରେ ଇସ୍ତଫା ଦେବା ପରେ ମହାରାଷ୍ଟ୍ରରେ କିଛି ଦିନ ଧରି ଲାଗି ରହିଥିବା ରାଜନୈତିକ ହାଇଡ୍ରାମା ଉପରେ ଯବନିକା ପଡ଼ିଲା। ଏବେ ବିଜେପି ସମର୍ଥରେ ମହାରାଷ୍ଟ୍ରର ରାଜନୀତିର...

ମହାରାଷ୍ଟ୍ରରେ ସରକାର ଗଢ଼ିବେ ଏକନାଥ ସିନ୍ଦେ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତା ଏବେ ନୂଆ ମୋଡ଼ ନେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେବା ପରେ ଏବେ ମହାରାଷ୍ଟ୍ରର କମାଣ ସମ୍ଭାଳିବେ ଏକନାଥ ସିନ୍ଦେ। ଗତ କିଛି...

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରରେ ଚାଲିଥିବା ରାଜନୀତି ମହାନାଟକର ଅନ୍ତ ଘଟିଲା। ଫ୍ଳୋର ଟେଷ୍ଟକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେଲେ। ଫେସବୁକ୍ ଲାଇଭରେ ମୁଖ୍ୟମନ୍ତ୍ରୀ ପଦରୁ...

ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶରେ ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ଅଗଷ୍ଟ ୬ ତାରିଖରେ ଅନୁଷ୍ଠିତ ହେବ। ଉପରାଷ୍ଟ୍ରପତି ନିର୍ବାଚନ ଲାଗି ମତଦାନ ସରିବା ପରେ ଫଳାଫଳ ସେହିଦିନ ପ୍ରକାଶିତ ହେବ। ଆସନ୍ତା ଅଗଷ୍ଟ ୧୦ ତାରିଖରେ ଉପରାଷ୍ଟ୍ରପତି...

ଓଏନଜିସି ପବନହଂସ ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଭୂତତ୍ତ୍ଵବିତ୍ ସତ୍ୟମ୍ବଦ ପାତ୍ରଙ୍କ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରବସାଗରରେ ଓଏନଜିସି ପବନହଂସ ହେଲିକପ୍ଟର ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବକ ରହିଛନ୍ତି। ସେ ହେଉଛନ୍ତି ମାଲକାନଗିରି ଜିଲ୍ଲାର ସତ୍ୟମ୍ବଦ ପାତ୍ର। ସତ୍ୟମ୍ବଦ ଓଏନଜିସିରେ...

ଆକାଶ ଅମ୍ବାନୀ ସମ୍ଭାଳିବେ ‘ରିଲାଏନ୍ସ ଜିଓ’ କମାଣ

ଓଡ଼ିଶାଲାଇଭ୍ ବ୍ୟୁରୋ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଟେଲିକମ୍ ୟୁନିଟ ‘ରିଲାଏନ୍ସ ଜିଓ’ ବୋର୍ଡର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ମୁକେଶ ଅମ୍ବାନୀଙ୍କ ସ୍ଥାନ ନେବେ ତାଙ୍କ ବଡ଼ ପୁଅ ଆକାଶ ଅମ୍ବାନୀ।...

ବିଦ୍ରୋହୀ ବିଧାୟକଙ୍କୁ ମନେଇବାକୁ ଉଦ୍ଧବ ଠାକରେଙ୍କ ଆଉ ଏକ ପ୍ରୟାସ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରରେ ମୁଣ୍ଡ ଟେକିଥିବା ରାଜନୈତିକ ସଙ୍କଟ ମଧ୍ୟରେ ବିଦ୍ରୋହୀ ବିଧାୟକଙ୍କୁ ମନେଇବା ପାଇଁ ପୁଣି ଏକ ପ୍ରୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଆପୋସ ଆଲୋଚନା କରି ନିଜ ନିଜ ଭିତରେ...

ରାଷ୍ଟ୍ରପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିରୋଧୀଙ୍କ ପ୍ରାର୍ଥୀ ଯଶୱନ୍ତ ସିହ୍ନା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗକୁ ରାଷ୍ଟ୍ରପତି ନିର୍ବାଚନ। ସୋମବାର ଦିନ ନିର୍ବାଚନ ଲାଗି ବିଧିବଦ୍ଧ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନା। ଦିଲ୍ଲୀ ସଂସଦ ଭବନରେ ରାଜ୍ୟସଭା ସେକ୍ରେଟାରୀ ଜେନେରାଲଙ୍କ...