ଚିନ୍ତା ବଢ଼ାଉଛି କୋଭିଡ: ଦେଶରେ ଦୈନିକ ୧୭ ହଜାର ଟପିଲା ସଂକ୍ରମଣ, ରାଜ୍ୟରେ ୬୯ ନୂଆ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିନକୁ ଦିନ ଦେଶରେ କୋଭିଡ ସଂକ୍ରମଣ ହାର ବୃଦ୍ଧିକୁ ନେଇ ଚିନ୍ତା ବଢ଼ିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭,୩୩୬ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ କୋଭିଡ ସଂକ୍ରମଣ...
ରାଷ୍ଟ୍ରପତି ନିର୍ବାଚନ: ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବିଏସପି
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁଜନ ସମାଜ ପାର୍ଟି(ବିଏସପି) ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ। ଏ ନେଇ ଶନିବାର ବିଏସପି ମୁଖ୍ୟ ମାୟାବତୀ ଘୋଷଣା କରିଛନ୍ତି। ସେ କହିଛନ୍ତି ଦଳର ନିଷ୍ପତ୍ତି ଅନୁସାରେ...
ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ବିଶ୍ଵକୁ ବାଟ ଦେଖାଇବ ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଅନ୍ୟ ରାଜ୍ୟ ଓ ଦେଶକୁ ରଣକୌଶଳ ଶିଖାଇବ ଓଡ଼ିଶା। ଓ୍ଵାର୍ଲ୍ଡ ଫୁଡ ପ୍ରୋଗ୍ରାମ ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଅନ୍ତର୍ଜାତୀୟ...
ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନିରଞ୍ଜନ ବିଶି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ସାଂସଦ ଭାବେ ଶୁକ୍ରବାର ଦିନ ଶପଥ ନେଇଛନ୍ତି ନିରଞ୍ଜନ ବିଶି। ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ରାଜ୍ୟସଭା ଉପନିର୍ବାଚନରେ ସୁବାସ ସିଂଙ୍କ...
ପାଗ ଭଲ ନାହିଁ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ପାଗ ଭଲ ଅଛି’… ଲୋକପ୍ରିୟ ଓଡ଼ିଆ ଫିଲ୍ମ ‘ସକଳ ତୀର୍ଥ ତୋ ଚରଣେ’ ଫିଲ୍ମର ଏ ଡାଇଲଗ ଥିଲା ଅଭିନେତା ରାଇମୋହନ ପରିଡ଼ାଙ୍କର। କିନ୍ତୁ ତାଙ୍କ ଆକସ୍ମିକ ମୃତ୍ୟୁରେ ସାରା ସିନେ...
ପ୍ରାର୍ଥିପତ୍ର ଦାଖଲ କଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ରାଷ୍ଟ୍ରପତି ନିର୍ବାଚନ ଲାଗି ଶୁକ୍ରବାର ଦିନ ବିଧିବଦ୍ଧ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଶାର ଆଦିବାସୀ ନେତ୍ରୀ ତଥା...
ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ଏହି ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁ। ପ୍ରାର୍ଥିପତ୍ର ଦାଖଲ...
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁନ ୨୪ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିବେ। ଗୁରୁବାର ଦିନ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ...
ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ସାମିଲ ହେବ ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୨୪ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିବେ ଏନଡିଏ ପ୍ରାର୍ଥୀ ଓଡ଼ିଶାର ଆଦିବାସୀ ନେତ୍ରୀ ତଥା ଝାଡ଼ଖଣ୍ଡର ପୂର୍ବତନ...
ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କୁ ଓଡ଼ିଶାର ପଟ୍ଟଚିତ୍ର ଭେଟି ଦେଲେ ନବୀନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ରୋମରେ ପହଞ୍ଚିବା ପରେ ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କୁ ଭେଟିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖ୍ରୀଷ୍ଟ ଧର୍ମଗୁରୁ...





















