ଅଲବିଦା କେକେ: କୋଲକାତା କନସର୍ଟ ହେଲା ଶେଷ ଠିକଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ବଲିଉଡର ପ୍ରସିଦ୍ଧ ଗାୟକ କେକେ ଓରଫ କୁଷ୍ଣ କୁମାର କୁନ୍ନଥଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମାତ୍ର ୫୩ ବର୍ଷ ବୟସରେ ତାଙ୍କର ଅକାଳ ବିୟୋଗ ହୋଇଛି। କୋଲକାତାରେ ଏକ...
ଦୁଇ ଓଡ଼ିଆ ବୀର ସହିଦଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁଇ ଓଡ଼ିଆ ପୁଅଙ୍କୁ ବୀରତା, ସାହସିକତା ଏବଂ ଆତ୍ମ ବଳିଦାନ ପାଇଁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରାଯାଇଛି। ଦିଲ୍ଲୀ ରାଷ୍ଟ୍ରପତି ଭବନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ...
ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର କାର୍ତ୍ତିକ ପାଣିଗ୍ରାହୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସ୍ସି) ଦ୍ଵାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ୨୦୨୧ର ଫଳାଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଓଡ଼ିଆ ପୁଅ କାର୍ତ୍ତିକ ପାଣିଗ୍ରାହୀ ସଫଳତା ହାସଲ କରିଛନ୍ତି। ଚଳିତ ଥର...
ବାରବାଟୀରେ ଟି-୨୦ ମ୍ୟାଚ: ଜୁନ ୧ରୁ ଅନଲାଇନରେ ମିଳିବ ଟିକେଟ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁନ ୧୨ ତାରିଖରେ ବାରବାଟୀରେ ଟି-୨୦ ମ୍ୟାଚ। ଏହି ମ୍ୟାଚରେ ଓ୍ଵେଷ୍ଟ ଇଣ୍ଡିଜକୁ ଭେଟିବ ଟିମ୍ ଇଣ୍ଡିଆ। ଏଥର ବାରବାଟୀ ଷ୍ଟାଡିୟମରେ ବସି ଶତ ପ୍ରତିଶତ ଦର୍ଶକ ମ୍ୟାଚ୍ ଦେଖିବେ।...
ପ୍ରଧାନମନ୍ତ୍ରୀଙ୍କ ଉପହାର: ଚାଷୀଙ୍କ ଖାତାକୁ ଗଲା ପିଏମ୍ କିସାନ କିସ୍ତି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ସରକାରର ୮ ବର୍ଷ କାର୍ଯ୍ୟକାଳ ପୂର୍ତ୍ତି ଅବସରରେ ଚାଷୀଙ୍କୁ ଉପହାର ଦେଇଛନ୍ତି। ପିଏମ କିସାନ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ଏକାଦଶ କିସ୍ତି ଟଙ୍କା ଚାଷୀଙ୍କ...
ନବୀନଙ୍କ ଦୁଇ ଦିନିଆ ଦିଲ୍ଲୀ ଗସ୍ତ – ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟି କଲେ ଆଲୋଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୋମବାର ଦିଲ୍ଲୀରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କ ସହିତ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ପ୍ରାୟ ୩୦ ମିନିଟ ଧରି ଆଲୋଚନା ହୋଇଥିବା ନେଇ ନବୀନ...
‘ପିଏମ୍ କେୟାର ଫର ଚିଲଡ୍ରେନ’ – କରୋନାରେ ଅନାଥ ହୋଇଥିବା ପିଲାଙ୍କ ଲାଗି ସହାୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
କରୋନାରେ ବାପା, ମା’ଙ୍କୁ ହରାଇ ଅନାଥ ହୋଇପଡ଼ିଥିବା ପିଲାମାନଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ବଡ଼ ଘୋଷଣା କରିଛନ୍ତି। ‘ପିଏମ୍ କେୟାର ଫର ଚିଲଡ୍ରେନ’ ଯୋଜନା ମାଧ୍ୟମରେ କୋଭିଡ ଅନାଥଙ୍କୁ...
ଆସ ପିରିୟଡ୍ସ ବିଷୟରେ କଥା ହେବା…
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରତିବର୍ଷ ମେ’୨୮ରେ ମାସିକ ୠତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ଏହି ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ଏହି ଦିବସ ପାଳନ ହେଉଛି।
ପିରିୟଡ୍ସ...
ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲା: ଆର୍ଯ୍ୟନ ଖାନଙ୍କୁ କ୍ଲିନ ଚିଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ କ୍ଲିନ ଚିଟ୍ ଦେଇଛନ୍ତି ଅଦାଲତ। ଏନଡିପିଏସ କୋର୍ଟରେ ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରେ(ଏନସିବି) ଚାର୍ଜସିଟ ଦାଖଲ କରିଥିଲା। ଏହି ଚାର୍ଜସିଟରେ...
ଦିଲ୍ଲୀର ନୂଆ ଉପରାଜ୍ୟପାଳ ହେଲେ ବିନୟ କୁମାର ସକ୍ସେନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀର ନୂଆ ଉପରାଜ୍ୟପାଳ ହେଲେ ବିନୟ କୁମାର ସକ୍ସେନା। ଗୁରୁବାର ଦିଲ୍ଲୀରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଶପଥ ଗ୍ରହଣ କରିଛନ୍ତି। ଦିଲ୍ଲୀ ହାଇକୋର୍ଟର କାର୍ଯ୍ୟନିର୍ବାହୀ ମୁଖ୍ୟ ବିଚାରପତି ବିପିନ ସାନ୍ଧୀ...





















