ଦିଲ୍ଲୀ ଶିଖ ବିରୋଧୀ ଦଙ୍ଗା ମାମଲା: ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସର ପୂର୍ବତନ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ। ୧୯୮୪ ମସିହା ଶିଖ ବିରୋଧୀ ଦଙ୍ଗା ମାମଲାରେ ସଜ୍ଜନ କୁମାରଙ୍କ ବିରୋଧରେ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ।
ଫେବ୍ରୁଆରି...
ଚାଷୀଙ୍କୁ ମିଳିଲା ପିଏମ୍ କିଷାନ ଯୋଜନାର ୧୯ତମ କିସ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଦେଶର ଚାଷୀଙ୍କୁ ମିଳିଲା ପିଏମ୍ କିଷାନ ଯୋଜନାର ୧୯ତମ କିସ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ପିଏମ୍ କିଷାନ ସହାୟତା ରାଶି ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ଭାଗଲପୁରରେ...
ତେଲଙ୍ଗନା: ନଗରକୁରନୁଲରେ ଭୁଶୁଡ଼ିଲା ନିର୍ମାଣାଧୀନ ଟନେଲ, ୨ ଦିନରୁ ଫସି ରହିଛନ୍ତି ୮ ଜଣ ଶ୍ରମିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ତେଲଙ୍ଗନାର ନଗରକୁରନୁଲ ଜିଲ୍ଲାରେ ନିର୍ମାଣାଧୀନ ଟନେଲ ଭୁଶୁଡ଼ିବାରୁ ଏଥିରେ ୨ ଦିନରୁ ଫସି ରହିଛନ୍ତି ୮ ଜଣ ଶ୍ରମିକ। ସେମାନଙ୍କୁ ବାହାର କରିବା ପାଇଁ ଏବେ ଉଦ୍ଧାର ଅଭିଯାନକୁ ଜୋରଦାର କରାଯାଇଛି।...
ଅଯୋଧ୍ୟାର ଶ୍ରୀରାମ ମନ୍ଦିରରେ ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରପ୍ରଦେଶର ଅଯୋଧ୍ୟାର ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୋମବାର ସପରିବାର ରାମମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ସେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ଏହି ଅବସରରେ...
କୋହଲୀଙ୍କ ଶତକୀୟ ଇନିଂସ, ୬ ୱିକେଟରେ ପାକିସ୍ତାନକୁ ହରାଇଲା ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଆଜି ପାକିସ୍ତାନ ବିରୋଧରେ ବଡ଼ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଭାରତ ୬ ୱିକେଟରେ...
ଡାକ ବିଭାଗରେ ୨୧ ହଜାରରୁ ଅଧିକ ‘ଗ୍ରାମ୍ୟ ଡାକ ସେବକ’ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ମାର୍ଚ୍ଚ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ୨୧ ହଜାର ୪୧୩ଟି ଗ୍ରାମ୍ୟ ଡାକ ସେବକ (ଜିଡିଏସ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିରେ ଭାରତରେ ବିଭିନ୍ନ ରାଜ୍ୟର ଗ୍ରାମାଞ୍ଚଳରେ...
ଆଇସିସି ଚାମ୍ପିୟନ୍ସ ଟ୍ରଫି: ଆଜି ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ଟକ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଆଜି ଭାରତ-ପାକିସ୍ତାନ ଟକ୍କର। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ହୋଇଛନ୍ତି। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଉପଭୋଗ କରିବା...
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ ହେଲେ ଶକ୍ତିକାନ୍ତ ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ହୋଇଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ତାଙ୍କ ନିଯୁକ୍ତିକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି। ଶକ୍ତିକାନ୍ତ ଦାସ...
ଭାରତର ଏମିତି ଏକ ରାଜପ୍ରାସାଦ, ଯାହାର ବର୍ତ୍ତମାନ ମୂଲ୍ୟ ୨୫ ହଜାର କୋଟି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ରହିଛି ଏମିତି ଏକ ରାଜପ୍ରାସାଦ ଯାହା ଆକାରରେ ଲଣ୍ଡନର ‘ବକିଂହାମ୍ ପ୍ୟାଲେସ୍’ରୁ ୪ ଗୁଣ ବଡ଼। ଏହାର ରହିଛି ଗୁଜରାଟର ବରୋଦାରେ। ଏହାର ନାଁ ହେଉଛି ‘ଲକ୍ଷ୍ମୀ ବିଳାସ ପ୍ୟାଲେସ’।...
ଫେବ୍ରୁଆରି ୨୪ରେ ମିଳିବ ପିଏମ୍ କିଷାନ ଯୋଜନାର ୧୯ତମ କିସ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଫେବ୍ରୁଆରି ୨୪ ତାରିଖରେ ମିଳିବ ପିଏମ୍ କିଷାନ ଯୋଜନାର ୧୯ତମ କିସ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ପିଏମ୍ କିଷାନ ସହାୟତା ରାଶି ପ୍ରଦାନ କରାଯିବ। ବିହାରର ଭାଗଲପୁରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ...




















