National

୯୬ତମ ଓସ୍କାର ଆୱାର୍ଡ: ଶ୍ରେଷ୍ଠ ଚଳଚ୍ଚିତ୍ର ସହ ୭ଟି ବର୍ଗରେ ପୁରସ୍କୃତ ହେଲା ହଲିଉଡ୍ ଫିଲ୍ମ ‘ଓପେନହାଇମର’

ଓଡ଼ିଶାଲାଇଭ୍ ବ୍ୟୁରୋ ଆମେରିକାରେ ୯୬ତମ ଓସ୍କାର ଆୱାର୍ଡ ସମାରୋହ ଅନୁଷ୍ଠିତ ହୋଇଛି। ଏଥିରେ ହଲିଉଡ୍ ଫିଲ୍ମ ‘ଓପେନହାଇମର’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହାସହ ଉକ୍ତ ଫିଲ୍ମର ଅଭିନେତା ସିଲିଆନ୍ ମରଫି ଶ୍ରେଷ୍ଠ ଅଭିନେତା ପୁରସ୍କାର...

ସିଏପିଏଫ ଓ ଦିଲ୍ଲୀ ପୋଲିସରେ ୪୧୮୭ ସବ ଇନ୍ସପେକ୍ଟର ପଦବୀ ପାଇଁ ନିଯୁକ୍ତି ସୁଯୋଗ, ମାର୍ଚ୍ଚ ୨୮ ଆବେଦନର...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଗୃହ ବିଭାଗ ଅଧିନସ୍ଥ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ (ସିଏପିଏଫ) ଏବଂ ଦିଲ୍ଲୀ ପୋଲିସରେ ଅନେକ ‘ସବ ଇନ୍ସପେକ୍ଟର’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଦିଲ୍ଲୀ...

ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ, ୪-୧ରେ ସିରିଜ୍ ହାତେଇଲା ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଶନିବାର ଦମଦାର ବିଜୟ ଲାଭ କରିଛି ଟିମ୍ ଇଣ୍ଡିଆ। ହିମାଚଳ ପ୍ରଦେଶର ଧର୍ମଶାଳାରେ ଖେଳାଯାଇଥିବା ଏହି ମ୍ୟାଚକୁ ଗୋଟିଏ ଇନିଂସ ଓ ୬୪ ରନରେ ଜିତିଛି...

ଆଜି ବିଜେଡି ଓ ବିଜେପିର ଦଳୀୟ ବୈଠକ, ସାଧାରଣ ନିର୍ବାଚନ ପୂର୍ବରୁ ମେଣ୍ଟ ନେଇ ବଢ଼ିଲା ଚର୍ଚ୍ଚା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ସାଧାରଣ ନିର୍ବାଚନକୁ ଆଉ ଅଳ୍ପ ଦିନ ରହିଥିବାବେଳେ ରାଜ୍ୟ ରାଜନୀତି ସରଗରମ ହୋଇଛି। ବୁଧବାର ଭୁବନେଶ୍ଵରରେ ବିଜେଡିର ଓ ନୂଆଦିଲ୍ଲୀରେ ବିଜେପିର ଦଳୀୟ ବୈଠକ ରାଜନୈତିକ ଜନମାନସରେ ଉଷ୍ମତା ଭରିଛି।...

କୋଲକାତାରେ ଲୋକାର୍ପିତ ହେଲା ଦେଶର ପ୍ରଥମ ଅଣ୍ଡରୱାଟର ମେଟ୍ରୋ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଲକାତାରେ ପ୍ରଥମଥର ପାଇଁ ପାଣି ତଳେ ଚାଲିଲା ମେଟ୍ରୋ ଟ୍ରେନ। ବୁଧବାର ଏଠାରେ ଦେଶର ପ୍ରଥମ ଅଣ୍ଡରୱାଟର ମେଟ୍ରୋ ଲାଇନର ଲୋକାର୍ପଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହାୱଡା ଷ୍ଟେସନରେ ସବୁଜ...

ବଧିରତା ଦୂର କରିବା ପାଇଁ କାନର ଯତ୍ନ ନେବେ କିପରି ?

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ କାନ ମଣିଷ ଶରୀରର ଏକ ପ୍ରମୁଖ ଅଙ୍ଗ। ଏହାଦ୍ୱାରା ବିଭିନ୍ନ ଶବ୍ଦ ଏବଂ କମ୍ପନକୁ ଅନୁଭବ କରୁଥିବା ସକ୍ଷମତାକୁ ଶ୍ରବଣ ଶକ୍ତି କୁହାଯାଏ। ତେବେ ବଧିରତା ହେଉଛି ସମ୍ପୂର୍ଣ୍ଣ ଭାବେ...

ଆଜି ବିଶ୍ୱ ଶ୍ରବଣ ଶକ୍ତି ଦିବସ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ‘ହିଅର ଡବ୍ଲୁଏଚଓ’ ଆପ୍ ମାଧ୍ୟମରେ କରନ୍ତୁ ନିଜର...

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ ଆଜି ବିଶ୍ୱ ଶ୍ରବଣ ଶକ୍ତି ଦିବସ ୨୦୨୪। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ପକ୍ଷରୁ ଏହି ଦିବସ ପାଳନ କରାଯାଉଛି। ଚଳିତବର୍ଷ ବିଶ୍ୱ ଶ୍ରବଣ ଶକ୍ତି ଦିବସର ଥିମ୍ ରହିଛି “ଚେଞ୍ଜିଂ...

ଲୋକସଭା ନିର୍ବାଚନ ପାଇଁ ୧୯୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା ବିଜେପି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ଲୋକସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା। ପ୍ରଥମ ପର୍ଯ୍ୟାୟ ତାଲିକାରେ ଦଳ ପକ୍ଷରୁ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ପୁଣିଥରେ ବାରଣାସୀରୁ...

ଲୋକସଭା ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥା, ଓଡ଼ିଶା ଆସିବେ ୭୫ କମ୍ପାନି କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ଲୋକସଭା ନିର୍ବାଚନକୁ ନେଇ ଏବେ ଦେଶର ରାଜନୀତି ସରଗରମ ହେବାରେ ଲାଗିଛି। ତେବେ ନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ସାରା ଦେଶରେ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ...

ବିଜେଡି ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ବିଜେପିରେ ହେବେ ସାମିଲ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରୁ ଇସ୍ତଫା ଦେଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ଶନିବାର ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦ ଛାଡ଼ିଛନ୍ତି। ଅରବିନ୍ଦ ଢାଲି ନିଜ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛନ୍ତି। ଏହାପରେ...