National

ବିଶାଖାପାଟଣା ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୬ ହାର୍ଡକୋର ମାଓବାଦୀ ନେତା

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣା ଯଶୋବନ୍ତ ପାଢ଼ୀ): ବିଶାଖାପାଟଣା ଓ ଆଲୁରୀ ସୀତାରାମା ରାଜୁ ଜିଲ୍ଲା ପୋଲିସ ନିକଟରେ ୬ ଜଣ ହାର୍ଡକୋର ମାଓବାଦୀ ନେତା ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରେ ୩ ଜଣ ମହିଳା...

ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ: ସାଲେପୁର ଏବଂ ରାୟଗଡ଼ାରେ କରିବେ ନିର୍ବାଚନୀ ପ୍ରଚାର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ନିର୍ବାଚନ ଯେତେ ପଖଉଛି ରାଜନୈତିକ ଉଷ୍ମତା ବଢ଼ି ଚାଲିଛି। ରାଜ୍ୟରେ ନିର୍ବାଚନ ପ୍ରଚାର ପାଇଁ ଆସିବାକୁ ଯାଉଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେ ଆସନ୍ତା ଏପ୍ରିଲ ୨୮ ଏବଂ...

ଝାରସୁଗୁଡ଼ା: ମହାନଦୀରେ ବୁଡ଼ିଲା ଡଙ୍ଗା, ୭ ଜଣ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ଜିଲ୍ଲା ଲଖନପୁର ନିକଟସ୍ଥ ମହାନଦୀରେ ଶୁକ୍ରବାର ହୋଇଥିବା ଡଙ୍ଗା ବୁଡ଼ି ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଓ ୨ ଜଣ ନାବାଳକ...

ଅଶାନ୍ତ ମଧ୍ୟପ୍ରାଚ୍ୟ: ଇରାନ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼, ଡ୍ରୋନ୍ ଆକ୍ରମଣର ଜବାବ ଦେଲା ଇସ୍ରାଏଲ୍‌

ଓଡ଼ିଶାଲାଇଭ୍ ବ୍ୟୁରୋ ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ମଧ୍ୟରେ ଇରାନ୍‌ ଉପରେ ଆକ୍ରମଣ କରିଛି ଇସ୍ରାଏଲ୍‌। ଶୁକ୍ରବାର ଇରାନର ଇସାଫାହାନ ସହରର ଏକ ଏୟାରବେସ୍ ଉପରେ ଇସ୍ରାଏଲ୍ କ୍ଷେପଣାସ୍ତ୍ର ମାରିଥିବା ଅନ୍ତର୍ଜାତୀୟ ମିଡିଆରେ ଖବର ପ୍ରସାରିତ...

ଲୋକସଭା ନିର୍ବାଚନ: ଗୁଜରାଟର ଗାନ୍ଧୀନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ବିଜେପି ନେତା ଅମିତ ଶାହ

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବରିଷ୍ଠ ବିଜେପି ନେତା ଅମିତ ଶାହ। ସେ ଶୁକ୍ରବାର ଗୁଜରାଟର ଗାନ୍ଧୀନଗର ଆସନରୁ ଦ୍ୱିତୀୟ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି...

ଲୋକସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ: ପ୍ରଥମ ପର୍ଯ୍ୟାୟରେ ୧୦୨ ଆସନରେ ମତଦାନ ଜାରି    

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଭାରତରେ ଲୋକସଭା ନିର୍ବାଚନ ୨୦୨୪ ଲାଗି ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଆରମ୍ଭ ହୋଇଛି। ଦେଶର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ଭୋଟରମାନେ ନିଜ ଭୋଟ...

ଦାୟିତ୍ୱହୀନ ଅଭିଭାବକ, ନିଜ ପିଲାଙ୍କ ଜୀବନ ସହ ଖେଳୁଛନ୍ତି ଖେଳ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ନିଜ ପିଲାଙ୍କ ସୁରକ୍ଷା ଚିନ୍ତା କୋଉ ବାପା ମା’ଙ୍କର ବା ନଥାଏ। ବେଳେ ବେଳେ କିଛି ବାପା ମା’ ପିଲାଙ୍କ ସୁରକ୍ଷା କଥା ଚିନ୍ତା ନକରି ଦାୟିତ୍ୱହୀନ...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି: ଓଡ଼ିଶାର ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ୪ଟି ଲୋକସଭା ଆସନ ଏବଂ ୨୮ଟି ବିଧାନସଭା ଆସନ ସାମିଲ ରହିଛି। ମେ’ ୧୩ ତାରିଖରେ...

ଛତିଶଗଡ଼ ଏନକାଉଣ୍ଟର: ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା, ୨୯ ମାଓବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନକୁ ଆଉ ଦୁଇ ଦିନ ବାକି ଥିବାବେଳେ ଛତିଶଗଡ଼ରେ ବଡ଼ ଧରଣର ମାଓ ଅପରେସନ୍ ହୋଇଛି। ମଙ୍ଗଳବାର କାଙ୍କେର ଜିଲ୍ଲାରେ ହୋଇଥିବା ଏହି ଏନକାଉଣ୍ଟରରେ ଏବେ ସୁଦ୍ଧା ୨୯ ଜଣ...

ବାଲେଶ୍ୱରରେ ହାଇପ୍ରୋଫାଇଲ୍ ଲଢ଼େଇ – କିଏ ମାରିବ ବାଜି?

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଏଥର ବାଲେଶ୍ୱର ଲୋକସଭା ଆସନରେ ଅଭିଜ୍ଞ ପ୍ରତାପ ଷଡ଼ଙ୍ଗୀ ଓ ଶ୍ରୀକାନ୍ତ ଜେନାଙ୍କୁ ଟକ୍କର ଦେବେ ନିର୍ବାଚନ ରାଜନୀତିକୁ ପ୍ରଥମ ଥର ପାଇଁ ଓହ୍ଲାଇଥିବା ଲେଖାଶ୍ରୀ ସାମନ୍ତସିଂହାର। ବାଲେଶ୍ୱର ଲୋକସଭା କ୍ଷେତ୍ରରେ...