ନାଏବ ସିଂ ସୈନୀ ହେବେ ହରିଆଣାର ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ହରିଆଣାର ମୁଖ୍ୟମନ୍ତ୍ରୀ ହେବେ ନାଏବ ସିଂ ସୈନୀ। ଦ୍ଵିତୀୟ ଥର ପାଇଁ ସେ ହରିଆଣର ମୁଖ୍ୟମନ୍ତ୍ରୀ ଆସନରେ ବସିବେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତି ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନାଏବ ସିଂଙ୍କୁ...
କେନ୍ଦ୍ର କ୍ୟାବିନେଟ ନିଷ୍ପତ୍ତି: ୬ଟି ରବି ଫସଲର ବଢ଼ିଲା ଏମଏସପି
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ସରକାର ଭାରତରେ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି। ବର୍ଷ ୨୦୨୫-୨୬ ପାଇଁ ୬ଟି ରବି ଫସଲର ଏମଏସପି ବଢ଼ାଯାଇଛି। ଏନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ପାକିସ୍ତାନରେ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର: ୯ ବର୍ଷ ପରେ ପ୍ରଥମ ଗସ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର ଏବେ ଦୁଇ ଦିନଆ ଗସ୍ତରେ ପାକିସ୍ତାରେ ଅଛନ୍ତି। ବୁଧବାର ସେ ଏଠାରେ ସାଂଘାଇ କୋପରେଶନ ଅର୍ଗାନାଇଜେସନ (ଏସସିଓ) ସମ୍ମିଳନୀରେ ଯୋଗ ଦେଇଛନ୍ତି।...
ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀର କେନ୍ଦ୍ର ଶାସିତ ଅଞ୍ଚଳର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଓମାର ଅବଦୁଲ୍ଲା। ବୁଧବାର ଜମ୍ମୁ କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ...
ୱାୟନାଡ ଉପନିର୍ବାଚନ: ରାହୁଲଙ୍କ ଆସନରେ ନିର୍ବାଚନୀ ଡେବ୍ୟୁ କରିବେ ପ୍ରିୟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
କେରଳର ୱାୟନାଡ ଲୋକସଭା ଆସନରେ ଉପନିର୍ବାଚନ ପାଇଁ ବିଗୁଲ୍ ବାଜିଛି। ଉପନିର୍ବାଚନ ତାରିଖ ସ୍ପଷ୍ଟ ହେବା ପରେ କଂଗ୍ରେସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଦଳର ବରିଷ୍ଠ ନେତ୍ରୀ ପ୍ରିୟଙ୍କା...
ଭାରତର ଡାଟା ଭାରତୀୟ ଡାଟା ସେଣ୍ଟରରେ ରହିବା ଦରକାର – ଆକାଶ ଅମ୍ବାନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ତିନିଦିନିଆ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରିଲାଏନ୍ସ ଜିଓର ଅଧ୍ୟକ୍ଷ ଆକାଶ ଅମ୍ବାନୀ ଭାରତର...
ବାବା ସିଦ୍ଦିକିଙ୍କ ହତ୍ୟା ପରେ ମାୟା ନଗରୀରେ ଆତଙ୍କ, ସଙ୍କଟରେ ସଲମାନ ଖାନଙ୍କ ଜୀବନ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ମାୟା ନଗରୀରେ ଖେଳି ଯାଇଛି ଆତଙ୍କ। ଏବେ ସଙ୍କଟରେ ବଲିଉଡର ଭାଇଜାନ...
ଆସନ୍ତାକାଲିଠୁ ଭାରତ-ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜ୍, ବେଙ୍ଗାଳୁରୁରେ ମୁହାଁମୁହିଁ ହେବେ ଦୁଇ ଦଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ଆରମ୍ଭ ହେଉଛି ଭାରତ-ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜ୍। ଏଥିପାଇଁ ପ୍ରସ୍ତୁତ ହୋଇଛି ଭାରତୀୟ ଦଳ। ବେଙ୍ଗାଳୁରୁର ଏମ. ଚିନ୍ନାସ୍ଵାମୀ ଷ୍ଟାଡିୟମରେ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯିବ। ସିରିଜ୍ ପାଇଁ ଭାରତୀୟ...
ଘୋଷଣା ହେଲା ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ। ମହାରାଷ୍ଟ୍ରରେ ନଭେମ୍ବର ୨୦ରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ। ଝାଡ଼ଖଣ୍ଡରେ ନଭେମ୍ବର ୧୩ ଓ ୨୦ତାରିଖରେ ଦୁଇଟି...
ଡକ୍ଟର ଏପିଜେ ଅବଦୁଲ କଲାମ – ଜଣେ ବିଚକ୍ଷଣ ବ୍ୟକ୍ତିତ୍ୱ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ବୈଜ୍ଞାନିକ ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ୯୩ତମ ଜନ୍ମ ବାର୍ଷିକୀ।
ଡକ୍ଟର ଏପିଜେ ଅବଦୁଲ କଲାମ ଭାରତର ଜଣେ ଏମିତି ବ୍ୟକ୍ତିତ୍ୱ ଯାହାଙ୍କୁ ପୂରା ବିଶ୍ୱ ମିସାଇଲ ମ୍ୟାନ ଭାବେ ଜାଣେ।...





















