ଅଣ୍ଡା ଉଦ୍ୟୋଗରେ ଅତ୍ୟାଧୁନିକ ‘ବ୍ଲକଚେନ୍‌’ ଟେକ୍ନୋଲୋଜି ବ୍ୟବହାର କରିବାରେ ବଲାଙ୍ଗିରର ‘ଓଭୋ ଫାର୍ମ’ ଦେଶରେ ପ୍ରଥମ

ଓଡ଼ିଶାଲାଇଭ୍ ବ୍ୟୁରୋ କ୍ୟୁଆର୍‌ କୋଡ୍‌ ସ୍କାନ କରି ଜାଣିହେବ ଅଣ୍ଡାର ଉତ୍ପାଦନ ତାରିଖ ଓ ଗୁଣବତ୍ତା ଡ୍ରାଏ କ୍ଲିନ୍‌, କ୍ୟାଣ୍ଡେଲିଂ, ଗ୍ରେଡିଂ ଏବଂ ୟୁଭି ଟ୍ରିଟମେଣ୍ଟ ଭଳି ଆଧୁନିକ ପଦ୍ଧତିର ପ୍ରୟୋଗ ଦିନକୁ ୧୦ ଲକ୍ଷ ଅଣ୍ଡା...

ଆଦାନୀ-ହିଣ୍ଡେନବର୍ଗ ମାମଲା: ସେବି ତଦନ୍ତରେ ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଦାନୀ-ହିଣ୍ଡେନବର୍ଗ ମାମଲାରେ ‘ସିକ୍ୟୁରିଟିଜ୍‌ ଆଣ୍ଡ୍‌ ଏକ୍ସଚେଞ୍ଜ୍‌ ବୋର୍ଡ ଅଫ୍‌ ଇଣ୍ଡିଆ’ (ସେବି) ଚଳାଇଥିବା ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ସୁପ୍ରିମକୋର୍ଟ। ବୁଧବାର ଉକ୍ତ ପ୍ରସଙ୍ଗରେ ଆବେଦନର ଶୁଣାଣି କରି ସର୍ବୋଚ୍ଚ...

ସ୍ୱାକ୍ଷର ହେଲା ବୁଝାମଣାପତ୍ର, ବିଶ୍ୱ ଦକ୍ଷତା କେନ୍ଦ୍ରରେ ଖୋଲିବ ‘ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ’ କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବର୍ତ୍ତମାନ ସାରା ବିଶ୍ୱରେ ବିଭିନ୍ନ କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତାର ଆବଶ୍ୟକତା ବଢ଼ି ଚାଲିଛି। ଏହି ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଓଡ଼ିଶାର ଯୁବପିଢ଼ି ତାଲିମ ନେଇ କିପରି...

ମହିଳା ଉଦ୍ୟୋଗୀଙ୍କୁ ସଶକ୍ତ କରିବା ପାଇଁ ‘ସ୍ୱକଳ୍ପ’ କାର୍ଯ୍ୟକ୍ରମ ଅଧୀନରେ ‘ଉଦ୍ୟୋଗୀ ପରାମର୍ଶ ଶିବିର’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଅନ୍ତର୍ଜାତୀୟ ମହିଳା ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ‘ସ୍ୱକଳ୍ପ’ କାର୍ଯ୍ୟକ୍ରମ ଅଧୀନରେ ଉଦ୍ୟୋଗୀ ପରାମର୍ଶ ଶିବିର ଆୟୋଜନ କରାଯାଇଛି। ସୋମବାର ଦିନ ଭୁବନେଶ୍ୱରସ୍ଥିତ ଗଙ୍ଗନଗର ଗୋଷ୍ଠୀ କେନ୍ଦ୍ରଠାରେ ଆୟୋଜିତ ଏହି...

ପୁରୀରେ ଖୋଲିଲା ଓୟୋର ପ୍ରଥମ ‘ହୋମ୍ ଷ୍ଟେ’, ଦକ୍ଷ ମାନବ ସମ୍ବଳ ଯୋଗାଇଦେବ ଓଏସଡିଏ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣ (ଓଏସଡିଏ) ସହଯୋଗିତାରେ ଓୟୋ ରୁମ୍ସ (ଓୱାଇଓ) ପକ୍ଷରୁ ରାଜ୍ୟରେ ପ୍ରଥମ ‘ହୋମ୍ ଷ୍ଟେ’ ହୋଟେଲ ସେବା ଆରମ୍ଭ ହୋଇଛି। ଐତିହ୍ୟ ସହର ପୁରୀରେ ଏହି ସେବାକୁ...

ଭୁବନେଶ୍ୱରରେ ‘ସ୍ୱକଳ୍ପ ସହଯୋଗ’ କାର୍ଯ୍ୟକ୍ରମ: ଗ୍ରାମାଞ୍ଚଳର କ୍ଷୁଦ୍ର ଉଦ୍ୟୋଗୀଙ୍କୁ ସଶକ୍ତ କରିବା ପାଇଁ ବିଶେଷ ସହାୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ଗ୍ରାମାଞ୍ଚଳର କ୍ଷୁଦ୍ର ଉଦ୍ୟୋଗୀମାନଙ୍କୁ ଆର୍ଥିକ ସହାୟତା ଦେଇ ସଶକ୍ତ କରିବା ପାଇଁ ‘ସ୍ୱକଳ୍ପ ସହଯୋଗ’ ନାଁରେ ଏକ ବିଶେଷ କାର୍ଯ୍ୟକ୍ରମ କରାଯାଇଥିଲା। ବୁଧବାର ଦିନ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ...

ଭୁବନେଶ୍ୱର ଏଞ୍ଜେଲ୍ସ ଓ ଷ୍ଟାର୍ଟଅପ୍ ଓଡ଼ିଶା ପକ୍ଷରୁ ‘ଏଚଏନଆଇ ମିଟ୍’, ବିଭିନ୍ନ ଷ୍ଟାର୍ଟଅପରେ ପୁଞ୍ଜି ନିବେଶ ପାଇଁ ଉଚ୍ଚ...

ଅଭିଷେକ ରାୟ (ଭୁବନେଶ୍ୱର): ଓଡ଼ିଶାର ଷ୍ଟାର୍ଟଅପ୍ ଶିଳ୍ପ କ୍ଷେତ୍ରରେ ଆଜି ଅନେକ ସମ୍ଭାବନା ଦେଖିବାକୁ ମିଳୁଛି। ବିଶେଷକରି ଯୁବପିଢ଼ି ଉଦ୍ୟୋଗ ଜଗତରେ ପାଦ ଦେବାକୁ ଆଗେଇ ଆସିବା ସହ ବିଭିନ୍ନ ଅଭିନବ ଷ୍ଟାର୍ଟଅପ୍ ପ୍ରତିଷ୍ଠା...

ଭୁବନେଶ୍ୱରରେ ଖୋଲିଲା ଓଭୋ ଫାର୍ମର ଦ୍ଵିତୀୟ ଅଣ୍ଡା ରିଟେଲ୍ ଷ୍ଟୋର୍ ‘କେନକୋ ଏଗ୍‌-ଷ୍ଟ୍ରା’

ଓଡ଼ିଶାଲାଇଭ୍ ବ୍ୟୁରୋ ଓଭୋ ଫାର୍ମ ପକ୍ଷରୁ ଭୁବନେଶ୍ୱରରେ ଖୋଲିଲା ଦ୍ଵିତୀୟ ଅଣ୍ଡା ରିଟେଲ୍ ଷ୍ଟୋର୍ କେନକୋ ‘ଏଗ୍‌-ଷ୍ଟ୍ରା’। ଭୁବନେଶ୍ୱରସ୍ଥିତ ସୂର୍ଯ୍ୟନଗରରେ ଏହି ରିଟେଲ୍ ଆଉଟଲେଟର ଶୁଭାରମ୍ଭ ହୋଇଛି। ଶନିବାର ଓଭୋ ଫାର୍ମର ପ୍ରତିଷ୍ଠାତା ସୌମେନ୍ଦ୍ର...

‘ସ୍ୱକଳ୍ପ ସହଯୋଗ’: ଗୋଟିଏ ପ୍ଲାଟଫର୍ମରେ ଏକାଠି ହେଲେ ୧୦୦ରୁ ଅଧିକ କ୍ଷୁଦ୍ର ଉଦ୍ୟୋଗୀ ଏବଂ ସହଯୋଗୀ ସଂସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଓଡ଼ିଶାର ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳର କ୍ଷୁଦ୍ର ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ସହିତ ସେମାନଙ୍କ ବ୍ୟବସାୟକୁ ଆଉ ଏକ ସୋପାନକୁ ନେବା ଲକ୍ଷ୍ୟରେ ‘ସ୍ୱକଳ୍ପ ସହଯୋଗ’ ଆୟୋଜନ କରାଯାଉଛି। ବୁଧବାର...