ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ, ଜାଣନ୍ତୁ କେମିତି ରହିଥିଲା ତାଙ୍କ ଜୀବନ ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=zwF5uykPmjQ&t=2s ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ଓ କର୍ମମୟ ଜୀବନର ପରିସୀମା ଥିଲା ଅନେକ ବ୍ୟାପକ। ଓଡ଼ିଶା ପ୍ରତି ଥିବା ତାଙ୍କ ଅବଦାନ ଅତୁଳନୀୟ। ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୭ତମ ଶ୍ରାଦ୍ଧ...

ଆଜି ପବିତ୍ର ଶ୍ରୀରାମ ନବମୀ, ଉତ୍ସବମୁଖର ଗାଁରୁ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଶ୍ରୀରାମ ନବମୀ। ଉତ୍ସବମୁଖର ହୋଇଛି ଗାଁରୁ ସହର। ବିଭିନ୍ନ ସ୍ଥାନରେ ଧୂମଧାମରେ ପାଳିତ ହେଉଛି ଏହି ପର୍ବ। ରାମ ଧ୍ୱନୀରେ କମ୍ପୁଛି ସବୁ ପୀଠ ଓ ମନ୍ଦିର। ଅଯୋଧ୍ୟା...

ରାଉରକେଲା ଦେଖିବ ବଡ଼ ଲଢ଼େଇ: ବିଜେଡିରୁ ସାରଦା, ବିଜେପିରୁ ପୁଣି ଦିଲ୍ଲୀପ

ସରୋଜ କୁମାର ମହାପାତ୍ର ୨୦୧୪ ନିର୍ବାଚନ ପରେ ରାଉରକେଲା ବିଧାନସଭା ଆସନରେ ପୁଣିଥରେ ବିଜେଡି ପ୍ରାର୍ଥୀ ସାରଦା ପ୍ରସାଦ ନାୟକ ଏବଂ ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ଭିତରେ ବଡ଼ ଲଢ଼େଇ ହେବାକୁ ଯାଉଛି। ୨୦୨୪...

ବାଲେଶ୍ୱରରେ ହାଇପ୍ରୋଫାଇଲ୍ ଲଢ଼େଇ – କିଏ ମାରିବ ବାଜି?

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ ଏଥର ବାଲେଶ୍ୱର ଲୋକସଭା ଆସନରେ ଅଭିଜ୍ଞ ପ୍ରତାପ ଷଡ଼ଙ୍ଗୀ ଓ ଶ୍ରୀକାନ୍ତ ଜେନାଙ୍କୁ ଟକ୍କର ଦେବେ ନିର୍ବାଚନ ରାଜନୀତିକୁ ପ୍ରଥମ ଥର ପାଇଁ ଓହ୍ଲାଇଥିବା ଲେଖାଶ୍ରୀ ସାମନ୍ତସିଂହାର। ବାଲେଶ୍ୱର ଲୋକସଭା କ୍ଷେତ୍ରରେ...

ଛତିଶଗଡ଼ର କାଙ୍କେର ଜିଲ୍ଲାରେ ବଡ଼ଧରଣର ଏନକାଉଣ୍ଟର, ୧୮ ମାଓବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଛତିଶଗଡ଼ର କାଙ୍କେର ଜିଲ୍ଲାରେ ମାଓବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଅପରେସନ ହୋଇଛି। ଏଥିରେ ୧୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ କିଛି ମହିଳା ଓ ଟପ୍...

ଓଡ଼ିଶା ଉପକୂଳରେ ୨ ମାସ ପାଇଁ ବନ୍ଦ ରହିବ ମାଛଧରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ନଦୀ ମୁହାଣ ଓ ଉପକୂଳବର୍ତ୍ତୀ ସମୁଦ୍ରରେ ଏବେ ୨ ମାସ ପାଇଁ ମାଛଧରା ନିଷେଧ କରାଯାଇଛି। ଏହି ପ୍ରତିବନ୍ଧ ଏପ୍ରିଲ ମାସ ୧୫ ତାରିଖରୁ ଜୁନ୍ ମାସ ୧୪ ଯାଏଁ...

ଓଡ଼ିଶାରେ ଜାରି ରହିଛି ମାତ୍ରାଧିକ ଗ୍ରୀଷ୍ମପ୍ରବାହ, ୪୧.୯ ଡିଗ୍ରୀ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ କିଛି ଦିନ ହେବ ମାତ୍ରାଧିକ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଉପକୂଳରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ସବୁଆଡ଼େ ଖରା ଓ ଗୁଳୁଗୁଳି ଲୋକଙ୍କ ଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ମଙ୍ଗଳବାର...

୨୦୨୩ ସିଭିଲ୍ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ: ଓଡ଼ିଶାର ଅନିମେଶ ପ୍ରଧାନଙ୍କୁ ଦ୍ଵିତୀୟ ରାଙ୍କ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୩ ସିଭିଲ୍ ସର୍ଭିସ ପରୀକ୍ଷା ଫଳ ମଙ୍ଗଳବାର ଦିନ ପ୍ରକାଶ ପାଇଛି। କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସସି) ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ଚଳିତବର୍ଷ ମୋଟ ୧,୦୧୬ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ...

ଆସିଲା ବିଜେପିର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ରାଉରକେଲା ବିଧାନସଭା ଆସନରୁ ଦିଲ୍ଲୀପ ରାୟଙ୍କୁ ଟିକେଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ନିଜର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏଥିରେ ଦଳ ପକ୍ଷରୁ ରାଜ୍ୟର ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା...

ଯାଜପୁର: ବାରବାଟୀ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୫ ଜଣ ମୃତ ଓ ୪୫ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ବାରବାଟୀ ନିକଟରେ ସୋମବାର ରାତିରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୪୫ ଜଣ ଆହତ...