ସଂସଦ ସୁରକ୍ଷା ଭଙ୍ଗ ପ୍ରସଙ୍ଗ: ଉଭୟ ଗୃହରେ ହଟ୍ଟଗୋଳ, ଶୀତକାଳୀନ ଅଧିବେଶନରୁ ୧୫ ବିରୋଧୀ ସାଂସଦ ନିଲମ୍ବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ସଂସଦର ସୁରକ୍ଷା ଭଙ୍ଗ ଘଟଣାକୁ ନେଇ ଗୁରୁବାର ଉଭୟ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏହି ହଙ୍ଗାମା ତଥା ନାରାବାଜିରେ ଗୃହ କାର୍ଯ୍ୟ ବ୍ୟାହତ ହେବା ଅଭିଯୋଗରେ ୧୫...

ବୌଦ୍ଧ ଡିଷ୍ଟିଲେରିରେ ପୁଣି ଆୟକର ଚଢ଼ଉ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ତିତିରିକଟାସ୍ଥିତ ବୌଦ୍ଧ ଡିଷ୍ଟିଲେରି ପ୍ରାଇଭେଟ ଲିମିଟେଡରେ ପୁଣି ଆୟକର ବିଭାଗର ଚଢ଼ଉ ହୋଇଛି। ଗୁରୁବାର ସକାଳୁ ଆୟକର ବିଭାଗର ଦୁଇଟି ଟିମ୍...

କୋରାପୁଟ ଜିଲ୍ଲାରେ ‘ଲକ୍ଷ୍ମୀ’ ଯୋଜନାର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ କୋରାପୁଟ ଜିଲ୍ଲାରେ ଗୁରୁବାର ଦିନ ‘ଲକ୍ଷ୍ମୀ’ ବସ୍ ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, “ଲକ୍ଷ୍ମୀ ଯୋଜନା ସାଧାରଣ ପରିବହନ...

ବୌଦ୍ଧ: ପେନାଜୋର ଜଙ୍ଗଲରେ ଚାଲିଛି ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ। ମାଓବାଦୀ ଦମନ ପାଇଁ ଏସଓଜି ଯବାନଙ୍କ ପକ୍ଷରୁ ଆରମ୍ଭ ହୋଇଛି ସର୍ଚ୍ଚ ଅପରେସନ। ଗୁରୁବାର ଦିନ ମାନମୁଣ୍ଡା ଥାନା ଅନ୍ତର୍ଗତ...

ଓଡ଼ିଶାରେ ଜାରି ରହିଛି ଶୀତଲହରୀ, ୧୫ ଡିଗ୍ରୀ ତଳେ ଅଧିକାଂଶ ସହରର ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଜାରି ରହିଛି ଶୀତଲହରୀ। ରାଜ୍ୟର ବିଭିନ୍ନ ସ୍ଥାନରେ ପରାଦ ତଳମୁହାଁ ହେବାସହ ପ୍ରବଳ ଥଣ୍ଡା ହେଉଛି। ବୁଧବାର ରାତିରେ ଅଧିକାଂଶ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା।...

କୋରାପୁଟରୁ ୯ ଲକ୍ଷ ଟଙ୍କାର ଗଞ୍ଜେଇ ସହ କାର ଜବତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ବେଆଇନ ଭାବେ ଗଞ୍ଜେଇ ଚଲାଣ କରାଯାଉଥିବା କାରକୁ ଜବତ କରିଛି କୋରାପୁଟ ଜିଲ୍ଲା ଲମତାପୁଟ ଥାନା ପୋଲିସ। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୯ ଲକ୍ଷ ଟଙ୍କା ହେବ ବୋଲି...

ସଂସଦ ସୁରକ୍ଷା ଭଙ୍ଗ ଘଟଣା: ତଦନ୍ତ କରିବ ଗୃହ ମନ୍ତ୍ରାଳୟର ସ୍ଵତନ୍ତ୍ର କମିଟି, ୮ ସୁରକ୍ଷାକର୍ମୀ ନିଲମ୍ବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ସଂସଦ ଭବନ ସୁରକ୍ଷା ଭଙ୍ଗ ଘଟଣାରେ ଏବେ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଏନେଇ ସଂସଦର ସୁରକ୍ଷା ଦାୟିତ୍ଵରେ ଥିବା ୮ ଜଣ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଲୋକସଭା ସେକ୍ରେଟାରିଏଟ୍ ପକ୍ଷରୁ କର୍ମଚାରୀମାନଙ୍କୁ...

ଓଡ଼ିଶାରେ ଖୋଲିବ ତୀରନ୍ଦାଜୀ ଓ ସ୍ପୋର୍ଟ୍ସ କ୍ଲାଇମ୍ବିଂ ଏଚପିସି, ଟାଟା ଷ୍ଟିଲ୍‌ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା...

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଖୋଲିବ ତୀରନ୍ଦାଜୀ ଓ ସ୍ପୋର୍ଟ୍ସ କ୍ଲାଇମ୍ବିଂ ହାଇ ପରଫରମାନ୍ସ ସେଣ୍ଟର (ଏଚପିସି)। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଓଡ଼ିଶା ସରକାର ଓ ଟାଟା ଷ୍ଟିଲ୍‌ ମଧ୍ୟରେ ବୁଝାମଣା...

ରାୟଗଡ଼ା: ୬୦ ଲକ୍ଷ ଟଙ୍କା ମାଗିବା ଅଭିଯୋଗରେ ୪ ନକଲି ମାଓବାଦୀ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ନିଜକୁ ମାଓବାଦୀ ପରିଚୟ ଦେଇ ୬୦ ଲକ୍ଷ ଟଙ୍କା ଚାନ୍ଦା ମାଗିବା ଅଭିଯୋଗରେ ୪ ଜଣ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ଜିଲ୍ଲା ପୋଲିସ।...

ଭିଜିଲାନ୍ସ ଜାଲରେ ନୟାଗଡ଼ ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ନୟାଗଡ଼ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶାଶ୍ୱତ ପଟ୍ଟନାୟକଙ୍କ ୬ଟି ଠିକଣା...