ଫେବ୍ରୁଆରି ୧୫ରୁ ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା, ପ୍ରକାଶ ପାଇଲା କାର୍ଯ୍ୟସୂଚୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ୨୦୨୪ ମସିହାରେ ହେବାକୁଥିବା ସିବିଏସଇ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଉଭୟ ପରୀକ୍ଷା ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ। ଏନେଇ ମଙ୍ଗଳବାର...

ସମ୍ବଲପୁର: ବୋରୱେଲରେ ପଡ଼ିଲା ନବଜାତ ଶିଶୁ, ଉଦ୍ଧାର ଅଭିଯାନ ଚଳାଇଛି ଅଗ୍ନିଶମ ବାହିନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ଲାରିପାଲି ଗାଁ ନିକଟ ଜଙ୍ଗଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଙ୍ଗଳବାର ଅପରାହ୍ଣରେ ଏଠାରେ ଏକ ପରିତ୍ୟକ୍ତ ବୋରୱେଲ ଭିତରେ ନବଜାତ ଶିଶୁ ପଡ଼ିଯାଇଛି।...

ଭଜନଲାଲ ଶର୍ମା ହେବେ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚିତ୍ର ସ୍ପଷ୍ଟ ହୋଇଛି। ଭଜନଲାଲ ଶର୍ମା ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ହେବେ। ମଙ୍ଗଳବାର ଦିନ ଜୟପୁରରେ ବସିଥିବା ବିଜେପି ବିଧାୟକ ଦଳର ବୈଠକରେ ଏନେଇ ସର୍ବସମ୍ମତିରେ...

ଭୁବନେଶ୍ଵରର କାନ୍ଥବାଡ଼ରେ ‘ଟୁ-ଲେଟ୍’ ମାରୁଥିଲେ ସାବଧାନ, ଦେବାକୁ ପଡ଼ିବ ୫୦ ହଜାର ଟଙ୍କା ଜୋରିମାନା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜଧାନୀ ଭୁବନେଶ୍ଵରର କାନ୍ଥବାଡ଼, ବିଦ୍ୟୁତ ଖୁଣ୍ଟ କିମ୍ବା ସରକାରୀ ଜାଗାରେ ‘ଟୁ-ଲେଟ୍’ ମାରୁଥିଲେ ହୋଇଯାଆନ୍ତୁ ସାବଧାନ। ଏହିଭଳି ବିଜ୍ଞାପନ ଲଗାଇଲେ ୫୦ ହଜାର ଟଙ୍କା ଦେବାକୁ ପଡ଼ିବ ଜୋରିମାନା। ବିନା ଅନୁମତିରେ...

ଆସନ୍ତାକାଲି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ, ଯୋଗଦେବେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବୁଧବାର ଶପଥଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ। ଏହି ଦୁଇ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ଉଭୟ ଭୋପାଳ ଓ ରାୟପୁରରେ...

ସରକାରୀ ବଙ୍ଗଳା ଖାଲି କରିବାକୁ ମହୁଆ ମୈତ୍ରଙ୍କୁ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭାରୁ ବହିଷ୍କାର ହେବା ପରେ ସରକାରୀ ବଙ୍ଗଳା ଖାଲି କରିବାକୁ ଟିଏମସି ସାଂସଦ ମହୁଆ ମୈତ୍ରଙ୍କୁ ନୋଟିସ୍ ଜାରି କରାଯାଇଛି। ୩୦ ଦିନ ମଧ୍ୟରେ ଘର ଖାଲି କରିବାକୁ ନୋଟିସରେ ଦର୍ଶାଯାଇଛି।...

ଓଡ଼ିଶାରେ ବଢ଼ୁଛି ଶୀତ ପ୍ରକୋପ, ୧୦ ଡିଗ୍ରୀ ତଳେ ୪ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ତଳକୁ ଖସୁଛି। ସୋମବାର ରାତିରେ ରାଜ୍ୟର ୪ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଆଗକୁ...

ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ଦୁଇଟି ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଓଡ଼ିଆ ସାହିତ୍ୟର ବିଶିଷ୍ଟ ଭାଷାବିଜ୍ଞାନୀ ଓ ସାହିତ୍ୟ ସମାଲୋଚକ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ‘ଶିକ୍ଷାଜୀବୀର କଥା’ ଓ ‘ପିଲାଦିନର କଥା’ ଶୀର୍ଷକ ତାଙ୍କର ଦୁଇଟି ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ ହୋଇଯାଇଛି।...

କଳିଙ୍ଗ ଷ୍ଟାଡିୟମରେ ଉଦଘାଟିତ ହେଲା ଭାରତର ସର୍ବବୃହତ୍ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଉଦଘାଟିତ ହୋଇଛି ଭାରତର ସର୍ବବୃହତ୍ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି। ଅଲିମ୍ପିକ ସ୍ଵର୍ଣ୍ଣ ପଦକ ବିଜେତା ସୁଟର ଅଭିନବ...

୧୪ ମାସ ପରେ ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ, ହାଇକୋର୍ଟରୁ ମିଳିଥିଲା ସର୍ତ୍ତମୂଳକ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବହୁ ଚର୍ଚ୍ଚିତ ବ୍ଲାକମେଲିଂ ଓ ହନିଟ୍ରାପ୍ ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ୧୪ ମାସ ପରେ ଜେଲରୁ ବାହାରିଛନ୍ତି। ତାଙ୍କୁ ଇଡି ମାମଲାରେ ସର୍ତ୍ତମୂଳକ ଜାମିନ ମିଳିବାପରେ ସେ...