ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ମାର୍ଗଶିର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ୫ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ...

ଆଜି ମିଜୋରାମରେ ଚାଲିଛି ଭୋଟ ଗଣନା, ଜୋରାମ ପିପୁଲ୍ସ ମୁଭମେଣ୍ଟ ୨୬ ଆସନରେ ଆଗୁଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ଏଠାରେ ଜୋରାମ ପିପୁଲ୍ସ ମୁଭମେଣ୍ଟ (ଜେଡପିଏମ) ଦଳ ୪୦ଟିରୁ ୨୬ଟି ଆସନରେ...

ଓଡ଼ିଶା ୱିମେନ୍ ଇନ୍ ମିଡିଆ ଓ କମିଶନରେଟ୍ ପୋଲିସ ପକ୍ଷରୁ ସବୁଜ ଅଭିଯାନ- ‘ସିଡ୍ ବଲ’ ପ୍ରସ୍ତୁତି ଓ...

ଓଡବ୍ଲ୍ୟୁଏମ୍‌ ଏବଂ କମିଶନରେଟ ପୋଲିସ ପକ୍ଷରୁ ରବିବାର ଦିନ ଚନ୍ଦକା ଥାନା ପରିସରରେ ‘ସିଡ୍ ବଲ୍’ ପ୍ରସ୍ତୁତି ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ତିନି ରାଜ୍ୟରେ ବିପୁଳ ବିଜୟ ପରେ ବିଜେପି ଶିବିରରେ ଉତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭା ନିର୍ବାଚନରେ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାଜି ମାରିଲା ବିଜେପି। ବିପୁଳ ବିଜୟ ପରେ ଦିଲ୍ଲୀସ୍ଥିତ ମୁଖ୍ୟାଳୟରେ ବିଜୟ ଉତ୍ସବ ପାଳନ କରିଛି ବିଜେପି। ଏହି ବିଜୟ ଅବସରରେ ପ୍ରଧାନମନ୍ତ୍ରୀ...

ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସରକାର ଗଢ଼ିବ ବିଜେପି!

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଧାନସଭା ନିର୍ବାଚନର ଫଳାଫଳ ଏକ ପ୍ରକାର ସ୍ପଷ୍ଟ ହୋଇଯାଇଛି। ଏହି ୩ଟି ରାଜ୍ୟରେ ବିଜେପି ପୂର୍ଣ୍ଣ ବହୁମତରେ ସରକାର ଗଢ଼ିବା ସୁନିଶ୍ଚିତ ହୋଇଛି। କଂଗ୍ରେସ ଏହି...

ବିଧାନସଭା ନିର୍ବାଚନ: ୪ରୁ ୩ଟି ରାଜ୍ୟରେ ବିଜେପି ଆଗୁଆ, ତେଲେଙ୍ଗାନରେ ବିଆରଏସକୁ ପଛରେ ପକାଇଲା କଂଗ୍ରେସ

ଓଡ଼ିଶାଲାଇଭ୍ ବ୍ୟୁରୋ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିଜେପି ଅଧିକ ଆସନରେ ଅଗ୍ରଣୀ ତେଲେଙ୍ଗାନାରେ କଂଗ୍ରେସ ବିଆରଏସଠାରୁ ବଡ଼ ବ୍ୟବଧାନରେ ଆଗୁଆ ଛତିଶଗଡ଼ରେ ବିଜେପି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଆଜି ଭାରତର ୪ଟି ରାଜ୍ୟ ମଧ୍ୟପ୍ରଦେଶ, ରାଜସ୍ଥାନ...

ଆଜି ଆସିବ ୪ଟି ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ରବିବାର ଭାରତର ୪ଟି ରାଜ୍ୟ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନା ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ଏଥିପାଇଁ ରାଜ୍ୟଗୁଡ଼ିକରେ ସବୁ ପ୍ରସ୍ତୁତି ସରିଛି। ଇଭିଏମରେ ସିଲ ହୋଇଥିବା...

ଡିସେମ୍ବର ୪ରେ ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲେଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ଶେଷ ହୋଇଥିବାବେଳେ ୪ଟି ରାଜ୍ୟରେ ନିର୍ବାଚନ ଫଳାଫଳ ଡିସେମ୍ବର ୩ ତାରିଖରେ ପ୍ରକାଶ ପାଇବ। କିନ୍ତୁ ମିଜୋରାମର ଭୋଟ ଗଣତି...

କଂଗ୍ରେସରେ ସାମିଲ ହେଲେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସରେ ସାମିଲ ହେଲେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ। ଶନିବାର ଦିନ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ଜୟରାମ ପାଙ୍ଗୀ ଦଳରେ ଯୋଗ ଦେଇଛନ୍ତି। ଏହି...

ଭୋଟର ତାଲିକାରେ ଯୋଡ଼ି ହେଲେ ଓଡ଼ିଶାର ୫ ଲକ୍ଷରୁ ଅଧିକ ନୂଆ ଭୋଟର

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସଜବାଜ ଆରମ୍ଭ କରିଛନ୍ତି ନିର୍ବାଚନ ଆୟୋଗ। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ସରିଛି। ଏଥିରେ ୫ ଲକ୍ଷରୁ ଅଧିକ ନୂଆ...