ରାଉରକେଲାରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି। ଶନିବାର ସୁଦ୍ଧା ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ଆଉ ୨ ଜଣଙ୍କର ଜୀବନହାନି ହୋଇଛି। ଏହାସହ ସହରର ବିଭିନ୍ନ ଡାକ୍ତରଖାନାରେ...

ରାଉରକେଲାରେ ‘ସରସ ମେଳା’: ତୃତୀୟ ସନ୍ଧ୍ୟାରେ ରାଜସ୍ଥାନର ଭବାଇ, ଗଞ୍ଜାମର ଯୋଡ଼ି ଶଙ୍ଖ ଓ ରଣପା ନୃତ୍ୟରେ ଦର୍ଶକ...

ଓଡ଼ିଶାଲାଇଭ୍ ବ୍ୟୁରୋ (ରାଉରକେଲା): ହକି ବିଶ୍ୱକପ୍ ଅବସରରେ ରାଉରକେଲା ସହରରେ ଆୟୋଜନ କରାଯାଇଛି ‘ସରସ ମେଳା’। ରବିବାରଠାରୁ ଭଞ୍ଜ ଭବନ ପଡ଼ିଆଠାରେ ଚାଲିଥିବା ଏହି ମେଳା ମଙ୍ଗଳବାର ତୃତୀୟ ଦିନରେ ପହଞ୍ଚିଛି। ରାଜ୍ୟ ତଥା ରାଜ୍ୟ...

ରାଉରକେଲାରେ ‘ସରସ ମେଳା’: ଚତୁର୍ଥ ସନ୍ଧ୍ୟାରେ ମନ ମୋହିଲା ଓଡ଼ିଶାର ଲୋକନୃତ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ହକି ବିଶ୍ୱକପ୍‌ ଉପଲକ୍ଷେ ରାଉରକେଲା ସହରର ଭଞ୍ଜ ଭବନ ପଡ଼ିଆଠାରେ ‘ସରସ ମେଳା’ ଆୟୋଜିତ ହେଉଛି। ବୁଧବାର ଏହି ମେଳା ଚତୁର୍ଥ ଦିନରେ ପହଞ୍ଚିଛି। ମେଳାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ଫୁଡ୍...

ରାଉରକେଲାରୁ ସିଧାସଳଖ କୋଲକାତାକୁ ଉଡ଼ିବ ବିମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରୁ କୋଲକାତାକୁ ସିଧାସଳଖ ଉଡ଼ିବ ବିମାନ। ଖୁବଶୀଘ୍ର ଏହି ସେବା ଆରମ୍ଭ ହେବାକୁ ଯାଉଛି। ସପ୍ତାହକୁ ୩ ଦିନ ମଙ୍ଗଳବାର, ଗୁରୁବାର ଏବଂ ଶନିବାର ବିମାନ ଯାତ୍ରାର ଲାଭ ଉଠାଇପାରିବେ ଯାତ୍ରୀ। ଏଣିକି...

ରାଉରକେଲାକୁ ଆରମ୍ଭ ହେଲା ନିୟମିତ ବିମାନ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାକୁ ଗୁରୁବାରଠାରୁ ଆରମ୍ଭ ହୋଇଛି ନିୟମିତ ବିମାନ ସେବା। ଏହାପୂର୍ବରୁ ଜାନୁଆରି ୭ ତାରିଖରେ ରାଉରକେଲାକୁ ବିମାନ ସେବାର ଶୁଭାରମ୍ଭ ହୋଇଥିଲା। ଉଡାନ ସ୍କିମ ଅଧୀନରେ ଗତ ୭ ତାରିଖରେ କେନ୍ଦ୍ର ବେସାମରିକ...

ରାଉରକେଲା ସୀମାନ୍ତରେ ରେଳଧାରଣା ଉଡ଼ାଇ ଦେଲେ ମାଓବାଦୀ, ଟ୍ରେନ ଚଳାଚଳ ପ୍ରଭାବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସୀମାନ୍ତରେ ଥିବା ଝାଡ଼ଖଣ୍ଡର ମନୋହରପୁର ଅଞ୍ଚଳରେ ମାଓବାଦୀଙ୍କ ହିଂସାକାଣ୍ଡ ଦେଖିବାକୁ ମିଳିଛି। ରାଉରକେଲା ଓ ମନୋହରପୁର ଷ୍ଟେସନ ମଝିରେ ଥିବା ବିରୁୱାଠାରେ ଗୁରୁବାର ରାତିରେ ମାଓବାଦୀମାନେ ରେଳଧାରଣା ଉଡ଼ାଇ ଦେଇଥିଲେ।...

ରାଉରକେଲା ସହିତ ସୁନ୍ଦରଗଡ଼ ଜିଲ୍ଲାର ରାଜସ୍ୱ ଓ ଜମିଜମା ବିଷୟରେ ସମୀକ୍ଷା କଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା...

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବୁଧବାର ରାଉରକେଲା ଗସ୍ତରେ ଆସି ରାଜସ୍ୱ ଓ ଜମିଜମା ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ ସମୀକ୍ଷା...

ରାଉରକେଲା ସହରକୁ ଉଡ଼ିଲା ବିମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରୁ ରାଉରକେଲାକୁ ବିମାନ ସେବା ଆରମ୍ଭ ହୋଇଛି। ଶନିବାର ସକାଳ ୧୦ଟା ୪୫ ମିନିଟରେ ଭୁବନେଶ୍ଵର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଯାତ୍ରୀଙ୍କୁ ଧରି ଉଡ଼ାଣ ଆରମ୍ଭ କରିଛି ଆଲାଏନ୍ସ ଏୟାର...

ରାଉରକେଲା ସହର ପରିକ୍ରମା କଲା ‘ଅହିଂସା ରଥ’

ଓଡ଼ିଶାଲାଇଭ୍ ବ୍ୟୁରୋ ଲହୁଣୀପଡ଼ା, କୋଇଡ଼ା ଏବଂ ବିଶ୍ରା ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତ ବୁଲିଲା ‘ଅହିଂସା ରଥ’ ଲୋକନୃତ୍ୟ ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ‘ଅହିଂସା ରଥ’କୁ ଭବ୍ୟ ସ୍ୱାଗତ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ...

ରାଉରକେଲା ସହକାରୀ ଜିଲ୍ଲାପାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେବେ ପରିବାର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେବେ ପରିବାର ଲୋକେ। ଏହି ଘଟଣାର ତଦନ୍ତ ପାଇଁ ଗୁରୁବାର ଦିନ ରାଉରକେଲ...