ରାଉରକେଲା ସୀମାନ୍ତରେ ରେଳଧାରଣା ଉଡ଼ାଇ ଦେଲେ ମାଓବାଦୀ, ଟ୍ରେନ ଚଳାଚଳ ପ୍ରଭାବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସୀମାନ୍ତରେ ଥିବା ଝାଡ଼ଖଣ୍ଡର ମନୋହରପୁର ଅଞ୍ଚଳରେ ମାଓବାଦୀଙ୍କ ହିଂସାକାଣ୍ଡ ଦେଖିବାକୁ ମିଳିଛି। ରାଉରକେଲା ଓ ମନୋହରପୁର ଷ୍ଟେସନ ମଝିରେ ଥିବା ବିରୁୱାଠାରେ ଗୁରୁବାର ରାତିରେ ମାଓବାଦୀମାନେ ରେଳଧାରଣା ଉଡ଼ାଇ ଦେଇଥିଲେ।...

ରାଉରକେଲା ସହିତ ସୁନ୍ଦରଗଡ଼ ଜିଲ୍ଲାର ରାଜସ୍ୱ ଓ ଜମିଜମା ବିଷୟରେ ସମୀକ୍ଷା କଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା...

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବୁଧବାର ରାଉରକେଲା ଗସ୍ତରେ ଆସି ରାଜସ୍ୱ ଓ ଜମିଜମା ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ ସମୀକ୍ଷା...

ରାଉରକେଲା ସହରକୁ ଉଡ଼ିଲା ବିମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରୁ ରାଉରକେଲାକୁ ବିମାନ ସେବା ଆରମ୍ଭ ହୋଇଛି। ଶନିବାର ସକାଳ ୧୦ଟା ୪୫ ମିନିଟରେ ଭୁବନେଶ୍ଵର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଯାତ୍ରୀଙ୍କୁ ଧରି ଉଡ଼ାଣ ଆରମ୍ଭ କରିଛି ଆଲାଏନ୍ସ ଏୟାର...

ରାଉରକେଲା ସହର ପରିକ୍ରମା କଲା ‘ଅହିଂସା ରଥ’

ଓଡ଼ିଶାଲାଇଭ୍ ବ୍ୟୁରୋ ଲହୁଣୀପଡ଼ା, କୋଇଡ଼ା ଏବଂ ବିଶ୍ରା ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତ ବୁଲିଲା ‘ଅହିଂସା ରଥ’ ଲୋକନୃତ୍ୟ ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ‘ଅହିଂସା ରଥ’କୁ ଭବ୍ୟ ସ୍ୱାଗତ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ...

ରାଉରକେଲା ସହକାରୀ ଜିଲ୍ଲାପାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେବେ ପରିବାର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେବେ ପରିବାର ଲୋକେ। ଏହି ଘଟଣାର ତଦନ୍ତ ପାଇଁ ଗୁରୁବାର ଦିନ ରାଉରକେଲ...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାର ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ମଙ୍ଗଳବାର ଦିନ ଏଡିଏମଙ୍କ ଅଫିସ ଘେରାଉ କରିଥିଲେ ଶତାଧିକ ଆଦିବାସୀ ମହିଳା। ଗତ ସେପ୍ଟେମ୍ବର ୧୯ ତାରିଖରେ ରାଉରକେଲାର...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା: ପ୍ରମାଣ ଖୋଜୁଛି ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ଉପରୁ ପରଦା ହଟାଇବାକୁ ପ୍ରୟାସ ଚଳାଇଛି ପୋଲିସ। ସୁସ୍ମିତାଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯିବା ସହ ଏହି ଘଟଣାର...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ସତ ଖୋଜୁଛି ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା ଉପରୁ ଉଠିପାରୁନି ପରଦା। କଲ ଡିଟେଲ ରେକର୍ଡ (ସିଡିଆର) ଆଧାରରେ ଆରମ୍ଭ ହୋଇଛି ତଦନ୍ତ। ଏ ନେଇ ମଙ୍ଗଳବାର ଦିନ ସୂଚନା...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଆସିଲା ଭିସେରା ରିପୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ “ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ। ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଛି”, ଭିସେରା ରିପୋର୍ଟ ଆସିବା ପରେ ଏହା କହିଛନ୍ତି ତଦନ୍ତକାରୀ ଅଧିକାରୀ ଡିଏସପି ବନିତା...

ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅଭ୍ୟାସ ମ୍ୟାଚ: ଦକ୍ଷିଣ କୋରିଆକୁ ୫-୦ ଗୋଲରେ ପରାଜିତ କରି...

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୩ ହକି ପୁରୁଷ ବିଶ୍ୱକପ ଅବସରରେ ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମଠାରେ ଚାଲିଛି ଅଭ୍ୟାସ ମ୍ୟାଚ। ଶନିବାର ଦିନ ଭାରତୀୟ ଜୁନିୟର ହକି ଟିମ ଏବଂ ଦକ୍ଷିଣ କୋରିଆ...