ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ ଛାତ୍ରୀଙ୍କୁ ରାଗିଂ ଘଟଣା: ୨ ଗିରଫ, ବିଦାହେବେ ୧୨ ଛାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରହ୍ମପୁର ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟରେ ରାଗିଂ ଘଟଣାରେ କଡ଼ା ପଦକ୍ଷେପ ନେଲେ କଲେଜ କର୍ତ୍ତୃପକ୍ଷ। ରାଗିଂ କରିଥିବା ଛାତ୍ରମାନଙ୍କୁ କଲେଜରୁ ବାହାର କରାଯିବ ବୋଲି ଡିସିପ୍ଲିନ୍ କମିଟି ଓ ଆଂଟି ରାଗିଂ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା କରୁଛନ୍ତି ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ସୋମବାର ଚାଲିଛି ଅଷ୍ଟ୍ରେଲିଆ-ଶ୍ରୀଲଙ୍କା ମଧ୍ୟରେ ମୁକାବିଲା। ଏଥିରେ ଶ୍ରୀଲଙ୍କା ପ୍ରଥମେ ଟସ୍ ଜିତି ବ୍ୟାଟିଂ କରୁଛି। ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଏକାନା ଷ୍ଟାଡିୟମରେ ଏହି ମ୍ୟାଚଟି ଖେଳାଯାଉଛି। ତେବେ ଅଷ୍ଟ୍ରେଲିଆ...

ଅକ୍ଟୋବର ମାସରୁ ଓଡ଼ିଶାରେ ବାଘ ଗଣନା, ଆଜିଠୁ ବନ କର୍ମଚାରୀଙ୍କ ତାଲିମ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଅକ୍ଟୋବର ମାସରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବାଘ ଗଣନା। ଏଥିପାଇଁ ଶୁକ୍ରବାରଠାରୁ ରାଜ୍ୟ ବନ କର୍ମଚାରୀଙ୍କ ତାଲିମ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିର ବନ ବିଭାଗ ପକ୍ଷରୁ ରାଜ୍ୟରେ...

ପୁଣେରେ ସ୍ପ୍ରେଡ ହାପିନେସ୍ ଫାଉଣ୍ଡେସନ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ପୁରସ୍କାର କାର୍ଯ୍ୟକ୍ରମ, ୩୦ ସ୍ଵେଚ୍ଛାସେବୀ ସମ୍ମାନିତ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣେରେ ସ୍ପ୍ରେଡ ହାପିନେସ୍ ଫାଉଣ୍ଡେସନ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ପୁରସ୍କାର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ସୋମବାର ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ କାମ କରୁଥିବା ସ୍ୱେଚ୍ଛାସେବୀମାନଙ୍କୁ ସମ୍ମାନିତ କରାଯାଇଛି। ଓଡ଼ିଶାର ଖଣ୍ଡପଡ଼ାର...

ଆଜିଠୁ ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା: ପ୍ରଥମ ଦିନରେ ପ୍ରବଳ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଛି ଐତିହାସିକ କଟକ ବାଲିଯାତ୍ରା। କୋଭିଡ ମହାମାରୀର ଦୁଇ ବର୍ଷ ପରେ ବାଲିଯାତ୍ରା ଆୟୋଜନ କରାଯାଇଥିବାରୁ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। କେବଳ କଟକ...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀ ତାଲିକାରୁ ବାଦ ପଡ଼ିଲା ବିଜେଡି ନେତା ଭି କେ ପାଣ୍ଡିଆନଙ୍କ ନାଁ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କ ତାଲିକାରୁ ବାଦ ପଡ଼ିଛି ବିଜେଡି ନେତା ଭି କେ ପାଣ୍ଡିଆନ। ରାଜ୍ୟରେ ନିର୍ବାଚନ ଆଚରଣ ବିଧି ବଳବତ୍ତର ଥିବାରୁ ସେ କୌଣସି ସରକାରୀ ସୁବିଧା ପାଇପାରିବେ ନାହିଁ।...

କୋଲକାତାରୁ ଓଡ଼ିଶା ଆସୁଥିବା ବସରେ ଭୟାବହ ଅଗ୍ନିକାଣ୍ଡ: ଜଣେ ମହିଳା ଯାତ୍ରୀଙ୍କ ମୃତ୍ୟୁ ଓ ଏକାଧିକ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଲକାତାରୁ ଓଡ଼ିଶା ଆସୁଥିବା ଏକ ବସରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ନାଁ ପୁଷ୍ପାଞ୍ଜଳି...

ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ଵିତୀୟ ଟେଷ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ, ମାତ୍ର ଦେଢ଼ ଦିନରେ ସରିଲା ମ୍ୟାଚ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ଵିତୀୟ ଟେଷ୍ଟ ମ୍ୟାଚରେ ଗୁରୁବାର ଦମଦାର ବିଜୟ ଲାଭ କରିଛି ଟିମ୍ ଇଣ୍ଡିଆ। ୫ ଦିନର ଟେଷ୍ଟକୁ ମାତ୍ର ଦେଢ଼ ଜିତି ନେଇଛି ଭାରତୀୟ ଦଳ। ୭...

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ମର୍ଡର ମିଷ୍ଟ୍ରି: ଧୀରେ ଧୀରେ ଖୋଲୁଛି ଗୁମର

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଏହି ହାଇପ୍ରୋଫାଇଲ ହତ୍ୟା ଘଟଣାରେ ଜଣକ ପରେ ଜଣକର ନାଁ ସାମିଲ ହେବାରେ ଲାଗିଛି।...

ବିଜେଡିରେ ଯୋଗଦେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରେ ଯୋଗଦେଲେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ଗୁରୁବାର ଦିନ ଅରବିନ୍ଦ ମହାପାତ୍ର ନିଜ ସମର୍ଥକଙ୍କ ସହ ନବୀନ ନିବାସରେ ପହଞ୍ଚି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ...