ପିରିୟଡସ୍ ବିଷୟରେ ଉଭୟ ପୁଅ ଓ ଝିଅ ଜାଣିବା ଦରକାର – ସିପ୍ରା ସକ୍ସେନା

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=82rc9fkP_AA ପ୍ରତିବର୍ଷ ମେ’ ମାସ ୨୮ ତାରିଖରେ ପିରିୟଡସ୍ ବା ତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ପରିୟଡସ୍ ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ପିରିୟଡସ୍ ଦିବସ ପାଳନ କରାଯାଉଛି। ଚଳିତ ବର୍ଷ ପିରିୟଡସ୍ ଦିବସର...

ସାଇବର ଅପରାଧ ରୋକିବାକୁ କମିଶନରେଟ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଇବର ଠକାମିର ଶିକାର ହୋଇଥିବା ଲୋକେ 'ସଞ୍ଚାର ସାରଥି ପୋର୍ଟାଲ' ଏବଂ 'ଚକ୍ଷୁ' ଆପ ଦ୍ଵାରା ଘରୁ କରିପାରିବେ ଅଭିଯୋଗ। ଦିନକୁ ଦିନ ବଢ଼ି ଚାଲିଥିବା ସାଇବର କ୍ରାଇମ୍ ଲୋକମାନଙ୍କ ମୁଣ୍ଡବିନ୍ଧାର କାରଣ...

ସାବଧାନ୍! ମାତିଛନ୍ତି ସାଇବର ଲୁଟେରା, ଅଜଣା ନମ୍ବରରୁ ଆସୁଛି ଧମକପୂର୍ଣ୍ଣ ଫୋନକଲ୍

ଓଡ଼ିଶାଲାଇଭ୍ ବ୍ୟୁରୋ “ତୁମ ନାଁରେ ଡ୍ରଗ୍ସ ପାର୍ସଲ ଆସିଛି, ତେଣୁ ତୁମକୁ ଆରେଷ୍ଟ କରାଯାଇଛି। ଏବେ ତୁମେ ଆମ କଷ୍ଟଡିରେ ଅଛ…” ଏମିତି କିଛି ଧମକପୂର୍ଣ୍ଣ କଲ୍ ଆସୁଛି ଅଜଣା ନମ୍ବରରୁ। ସାଧାରଣ ଲୋକଙ୍କୁ...

କଟକ ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ସଂତୃପ୍ତ ମିଶ୍ର ଏବଂ ଭର୍ତ୍ତୃହରି ମହତାବ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ଏବଂ ବିଜେପି ପ୍ରାର୍ଥୀ ଭର୍ତ୍ତୃହରି ମହତାବ। ଶୁକ୍ରବାର ଉଭୟ ନେତା କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ...

ଲୋକସଭା ନିର୍ବାଚନ: ଉତ୍ତରପ୍ରଦେଶର ରାଏବରେଲିରୁ ପ୍ରାର୍ଥିପତ୍ର ଦାଖଲ କଲେ ରାହୁଲ ଗାନ୍ଧୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ରାଏବରେଲି ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ରାଏବରେଲି ଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହି ଅବସରରେ କଂଗ୍ରେସର...

ପାଟକୁରାରେ ହେବ ସମ୍ମାନ ପାଇଁ ଲଢ଼େଇ: ମୁହାଁମୁହିଁ ହେବେ ବିଜେଡି-ବିଜେପି

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ବିଧାନସଭା ଆସନରେ ସରଗରମ ହୋଇଛି ରାଜନୈତିକ ପାଣିପାଗ। ଏଥର ମଧ୍ୟ ଏଠାରେ ବିଜେଡି ଓ ବିଜେପି ମଧ୍ୟରେ ଦ୍ଵିମୁଖୀ ଲଢ଼େଇ ନେଇ ଚର୍ଚ୍ଚା ହେଉଛି। ଏହା...

ନୀଳଗିରି ଆସନ ପାଇଁ ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ କଲା ବିଜେପି

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେପି। ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଥିବା ସନ୍ତୋଷ ଖଟୁଆଙ୍କୁ ନୀଳଗିରି ଆସନରୁ ନିର୍ବାଚନ ଲଢ଼ିବାକୁ ସୁଯୋଗ ଦେଇଛି ଦଳ। ୨୦୧୯ରେ...

ଏଥର ବି ମୋହନାରେ ତ୍ରିମୁଖୀ ଲଢ଼େଇ: କିଏ ଜିତିବ ଭୋଟରଙ୍କ ମନ?

ଓଡ଼ିଶାଲାଇଭ୍ ବ୍ୟୁରୋ ମୋହନା ଦକ୍ଷିଣ ଓଡ଼ିଶାର ଏମିତି ଏକ ଆସନ ଯେଉଁଠାରେ ଶେଷ ପର୍ଯ୍ୟାୟ ଗଣତି ଯାଏଁ ବି କହି ହୁଏନି ଜିତିବ କିଏ। ଏଠି ସବୁ ଦଳ ପ୍ରାର୍ଥୀର ପରସ୍ପରକୁ ଦେଇଥାନ୍ତି କଡ଼ା...

ମିଶନ ଶକ୍ତି ବିଭାଗ ସଚିବ ସୁଜାତା କାର୍ତ୍ତିକେୟନଙ୍କୁ ବଦଳି ପାଇଁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ମିଶନ ଶକ୍ତି ବିଭାଗର ସଚିବ ସୁଜାତା କାର୍ତ୍ତିକେୟନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ ଆୟୋଗ। ନିର୍ବାଚନରେ ବିଜେଡିକୁ ସମର୍ଥନ କରିବା ଦିଗରେ ସ୍ୱୟଂ ସହାୟକ...

ତାମିଲନାଡ଼ୁ: ପଥର ଖଣିରେ ବିସ୍ଫୋରଣ ହୋଇ ୪ ଜଣ ଶ୍ରମିକଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତାମିଲନାଡୁର ଭୀରୁଧୁନଗର ଜିଲ୍ଲାର ଏକ ପଥର ଖଣିରେ ବିସ୍ଫୋରଣ ଘଟି ୪ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୦ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।...