ପ୍ରାର୍ଥିପତ୍ର ଦାଖଲ କଲେ ବିଭିନ୍ନ ଦଳର ହେଭିଓ୍ଵେଟ ନେତା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଶୁକ୍ରବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଭିନ୍ନ ଦଳର ହେଭିଓ୍ଵେଟ ନେତା। କେନ୍ଦ୍ରାପଡ଼ା ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ବିଜେଡି ପ୍ରାର୍ଥୀ ଅଂଶୁମାନ...

ନୟାଗଡ଼ ଜିଲ୍ଲାର ୪ ବିଧାନସଭା ଆସନରେ ଲଢ଼ିବେ ୩୨ ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲାରେ ନିର୍ବାଚନ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜିଲ୍ଲାର ୪ଟି ବିଧାନସଭା ଆସନରେ ମୋଟ ୩୨ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ଭୋଟ ଗ୍ରହଣ ପାଇଁ ନୟାଗଡ଼ରେ ୯୩୭ଟି...

କେମିତି ଫିଟ୍ ରହିବେ ମହିଳା?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=tCPwKt6anJw ମହିଳାମାନେ ଶାରୀରିକ ଏବଂ ମାନସିକ ଭାବରେ ସୁସ୍ଥ ରହିବା ପାଇଁ ନିୟମିତ ବ୍ୟାୟାମ, ସନ୍ତୁଳିତ ପୁଷ୍ଟିକର ଖାଦ୍ୟ ଖାଇବା ଆବଶ୍ୟକ। ଏହା ସହିତ ନିୟମିତ ବ୍ୟବଧାନରେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା...

ଭଣ୍ଡାରିପୋଖରୀରେ ହେବ ତ୍ରିମୁଖୀ ଲଢ଼େଇ: ପୁଣି ଥରେ ଭାଗ୍ୟ ପରୀକ୍ଷା କରୁଛନ୍ତି ନିରଞ୍ଜନ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଏଥର ଭଣ୍ଡାରିପୋଖରୀ ବିଧାନସଭା ଆସନ ଲାଗି ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ହେବ ତ୍ରିମୁଖୀ ଲଢ଼େଇ। ଭଣ୍ଡାରିପୋଖରୀ ବିଧାନସଭା ଆସନ ଲାଗି ଏଥର ହେବ କଡ଼ା ଟକ୍କର। ବିଜେଡି ଦଖଲରେ...

ଆନନ୍ଦପୁରରେ ଭୋଟ୍ ବିଭାଜନ ବିଗାଡ଼ିବ ସମୀକରଣ: ଫାଇଦା ନେବେ କି ଜୟଦେବ?

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦୁଝର ଜିଲ୍ଲାର ସବୁଠାରୁ ଗୁରୁତ୍ଵପୂର୍ଣ୍ଣ ନିର୍ବାଚନମଣ୍ଡଳୀ ମଧ୍ୟରୁ ଆନନ୍ଦପୁର ଗୋଟିଏ। ସବୁବେଳେ ଦ୍ଵିମୁଖୀ ଲଢ଼େଇ ଦେଖୁଥିବା ଏହି ନିର୍ବାଚନମଣ୍ଡଳୀରେ ଏଥର କିନ୍ତୁ ଅଲଗା ପ୍ରକାର ଲଢ଼େଇ ହେବାକୁ ଯାଉଛି। ଏଥର ବିକାଶ,...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ଵସ୍ତି: ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟରୁ ମିଳିଛି ଆଶ୍ଵସ୍ତି। ଏହି ମାମଲାରେ ତାଙ୍କୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦିଆଯାଇଛି।...

ପିରିୟଡସ୍ ବେଳେ କେଉଁ ସବୁ ସମସ୍ୟା ଦେଖାଦିଏ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=om7m0VokpdE ପ୍ରତିବର୍ଷ ମେ’ ମାସ ୨୮ ତାରିଖରେ ପିରିୟଡସ୍ ବା ତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ପରିୟଡସ୍ ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ପିରିୟଡସ୍ ଦିବସ ପାଳନ କରାଯାଉଛି। ଚଳିତ ବର୍ଷ ପିରିୟଡସ୍ ଦିବସର...

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ ସୋ’: ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶୁକ୍ରବାର ଦିନ ଭୁବନେଶ୍ଵରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’। ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’କୁ ଦୃଷ୍ଟିରେ ରଖି ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଶେଷ କରି...

ଆଜି ପବିତ୍ର ଅକ୍ଷୟ ତୃତୀୟା: ଆସନ୍ତୁ ଜାଣିବା ଏହାର ମହତ୍ତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥିରେ ଅନୁଷ୍ଠିତ ହୋଇଥାଏ ଅକ୍ଷୟ ତୃତୀୟା। ଅକ୍ଷୟ ତୃତୀୟାର ମାହାତ୍ମ୍ୟ ଅନନ୍ୟ ଅଟେ। ଅକ୍ଷୟର ଅର୍ଥ ଯାହାର କ୍ଷୟ ନାହିଁ।...

ବିଜେଡିର ନିର୍ବାଚନୀ ଇସ୍ତାହାର: ରାଜ୍ୟବାସୀଙ୍କୁ ୧୦୦ ୟୁନିଟ୍ ମାଗଣା ବିଜୁଳି ଦେବାକୁ ପ୍ରତିଶ୍ରୁତି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁ ଜନତା ଦଳ ପକ୍ଷରୁ ଗୁରୁବାର ନିର୍ବାଚନୀ ଇସ୍ତାହାର ଜାରି କରାଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଦଳର ଇସ୍ତାହାର ଘୋଷଣା କରିଛନ୍ତି। ଏହାର ନାମ...