ଚୌଧୁରୀ ଚରଣ ସିଂହ ଓ ଲାଲକୃଷ୍ଣ ଆଡଭାନୀଙ୍କ ସମେତ ୫ ଜଣ ବିଶିଷ୍ଟ ବ୍ୟକ୍ତି ଭାରତ ରତ୍ନରେ ସମ୍ମାନିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ୫ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଶନିବାର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି। ଏଠାରେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିମହା ରାଓ,...

ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଅନୁଭବ ମହାନ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନ ସମୟ ଯେତିକି ପାଖେଇ ଆସୁଛି ଦଳ ଡିଆଁ ନେତାଙ୍କ ସଂଖ୍ୟା ସେତିକି ବଢ଼ିବାରେ ଲାଗିଛି। ଶନିବାର ସକାଳୁ ସକାଳୁ ବିଜେଡିରୁ ଇସ୍ତଫା ଦେଇଛନ୍ତି ସାଂସଦ ଅନୁଭବ ମହାନ୍ତି। ନିଜ ଇସ୍ତଫା...

ବିଜେଡି ଛାଡ଼ି ବିଜେପିରେ ମିଶିଲେ ଭୁବନେଶ୍ଵର ଉତ୍ତର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ଭୁବନେଶ୍ଵର ଉତ୍ତର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଶନିବାର ସକାଳେ ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ସେ ବିଜେପି...

ବିଜେଡି ଛାଡ଼ିଲେ କୋରେଇର ପୂର୍ବତନ ବିଧାୟକ ଆକାଶ ଦାସନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ଛାଡ଼ିଲେ ଯାଜପୁର ଜିଲ୍ଲା କୋରେଇର ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସନାୟକ। ଶନିବାର ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି...

ଓଡ଼ିଶାରେ ଆଜି ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ଆଗକୁ ଆହୁରି ଅସହ୍ୟ ହେବ!

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଉପର ମୁହାଁ ପାରଦ। ଶୁକ୍ରବାର ଦିନ ୫ଟି ସହରରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା। ଟିଟିଲାଗଡ଼, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡ଼ରେ ଆଜି ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରିଛି...

ସୁନା ଦର ୧୦ ଗ୍ରାମ ପ୍ରତି ୬୯ ହଜାର ପାର୍, ଦିନକରେ ବଢ଼ିଲା ୧୩ ଶହ ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଦିନକୁ ଦିନ ବେଲଗାମ ହେବାରେ ଲାଗିଛି ସୁନା ଦର। ଶୁକ୍ରବାର ଦିନ ୧୦ ଗ୍ରାମ ପ୍ରତି ୧୩ ଶହ ଟଙ୍କା ଲେଖାଏଁ ବଢ଼ିଛି ସୁନାର ମୂଲ୍ୟ। ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା...

ଏପ୍ରିଲ ୨ରୁ ନୂଆ ଶିକ୍ଷାବର୍ଷ, ଠିକ୍ ସମୟରେ ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏପ୍ରିଲ ୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ନୂତନ ଶିକ୍ଷା ବର୍ଷ। ନୂଆ ଶ୍ରେଣୀରେ ପାଠ ପଢ଼ିବେ ରାଜ୍ୟର ଛାତ୍ରଛାତ୍ରୀ। ଏନେଇ ନାମଲେଖା ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ। ତେବେ...

କଂଗ୍ରେସ ଛାଡ଼ିଲେ, ବିଜେଡିରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସୁରେନ୍ଦ୍ର ସିଂ ଭୋଇ ଶୁକ୍ରବାର ଦିନ ବିଜେଡିରେ ଯୋଗ ଦେଇଛନ୍ତି। ନିଜ ସମର୍ଥକଙ୍କ ସହ ଶୁକ୍ରବାର ଦିନ ଶଙ୍ଖ ଭବନକୁ ଯାଇ ମନ୍ତ୍ରୀ...

ମୁଖତାର ଅନସାରୀଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶରେ ହାଇଆଲର୍ଟ, ପରିବାର ଆଣିଲା ହତ୍ୟା ଅଭିଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଗ୍ୟାଙ୍ଗଷ୍ଟରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ଏବେ ସାରା ଉତ୍ତରପ୍ରଦେଶରେ ଚହଳ ସୃଷ୍ଟି କରିଛି। ଜେଲରେ ଥିବା ମୁଖତାରଙ୍କ ଗୁରୁବାର ରାତିରେ ହୃଦଘାତରେ ମୃତ୍ୟୁ ହେବା ପରେ ସାରା ରାଜ୍ୟରେ...

କାହିଁକି ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ?

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପିରୁ ଇସ୍ତଫା ଦେଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ। ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସୁକାନ୍ତ ନାୟକ ଶୁକ୍ରବାର ଦିନ ରାଜ୍ୟ ବିଜେପି ସଭାପତିଙ୍କୁ ନିଜ ଇସ୍ତଫା...