ଝାରସୁଗୁଡ଼ା ଉପନିର୍ବାଚନ: ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ କମ୍ପୁଛି ପ୍ରଚାର ମଇଦାନ। ଭୋଟରଙ୍କୁ ମନେଇବାକୁ ଲାଗିପଡ଼ିଛନ୍ତି ପ୍ରାର୍ଥୀମାନେ। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବାକୁ ମଇଦାନକୁ ଓହ୍ଲାଇବେ ଦଳର ସଭାପତି ନବୀନ...

ବିଜେଡିରୁ ରାଜେନ୍ଦ୍ର ଦାସ ବହିଷ୍କୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସଙ୍କୁ ବିଜୁ ଜନତା ଦଳରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବୁଧବାର ଦିନ ତାଙ୍କୁ ବିଜେଡିରୁ ବହିଷ୍କାର କରିଛି ଦଳ। ଧାମନଗର ବିଧାନସଭା ଉପନିର୍ବାଚନ...

ପାଣିରେ ବୁଡ଼ି ଚିନ୍ମୟୀଙ୍କର ମୃତ୍ୟୁ ହୋଇଛି – ସମ୍ବଲପୁର ଏସପି

ଓଡ଼ିଶାଲାଇଭ୍ ବ୍ୟୁରୋ ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କୁ ହତ୍ୟା କରାଯାଇ ନାହିଁ, ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ଦିନ ସାମ୍ବାଦିକ ସମ୍ମିଳନୀରେ ଏହିଭଳି ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ବି...

ଓଡ଼ିଶାରେ ଆଉ ୪ ଦିନ ପ୍ରଚଣ୍ଡ ଖରା: ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ ପୁଣି ଫେରିଛି ତାତି। ଅସହ୍ୟ ଗରମରେ ଜଳୁଛି ସାରା ଓଡ଼ିଶା। ଜୁନ ୧୪ ତାରିଖ ଯାଏଁ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ନେଇ ପୂର୍ବାନୁମାନ କରିଛି...

ଆଜି ଜଗତଜନନୀ ମା’ ଦୁର୍ଗାଙ୍କର ମହାସପ୍ତମୀ ପୂଜା, ପୀଠରେ ମହାଅଷ୍ଟମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଜଗତଜନନୀ ମା' ଦୁର୍ଗାଙ୍କର ମହାସପ୍ତମୀ ପୂଜା ମଣ୍ଡପରେ ଅନୁଷ୍ଠିତ ହେଉଥିବାବେଳେ, ପୀଠରେ ମହାଅଷ୍ଟମୀ ପୂଜା ଅନୁଷ୍ଠିତ ହେଉଛି।ମା'ଙ୍କ ଘଟ ସ୍ଥାପନ ସହ ନବପତ୍ରିକା ପ୍ରବେଶ, ଚକ୍ଷୁ ଦାନ, ପ୍ରାଣ ପ୍ରତିଷ୍ଠା...

କୋଭିଡ଼ ଗାଇଡଲାଇନ : ସହରାଞ୍ଚଳରେ ରାତି ୧୦ଟାରୁ ନାଇଟ କର୍ଫ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ସହରାଞ୍ଚଳରେ ନାଇଟ କର୍ଫ୍ୟୁ ୯ଟା ପରିବର୍ତ୍ତେ ରାତି ୧୦ଟାରୁ ନାଇଟ କର୍ଫ୍ୟୁ ଦୋକାନ, ବଜାର ଓ ମଲ ରାତି ୧୦ଟା ପର୍ଯ୍ୟନ୍ତ ଖୋଲିବ ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ ହୋଟେଲ...

ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ଟି ବିଧାନସଭା ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ନିଜର ସପ୍ତମ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳ ପକ୍ଷରୁ ରାଜ୍ୟର ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି।...

‘କେବଳ ଦକ୍ଷତା ନୁହେଁ ଛାତ୍ରଛାତ୍ରୀଙ୍କ ଆତ୍ମବିଶ୍ଵାସ ବଢ଼ାଉଛି ବିଶ୍ଵ ଦକ୍ଷତା କେନ୍ଦ୍ର’

ସଙ୍ଗୀତା ମାନସିଂହ “ବିଶ୍ୱ ଦକ୍ଷତା କେନ୍ଦ୍ର କେବଳ ଆମମାନଙ୍କର ଦକ୍ଷତା ବୃଦ୍ଧି କରୁନାହିଁ, ବରଂ ଆମ ଭିତରେ ଆତ୍ମବିଶ୍ଵାସ ଭରି ଆଗୁକୁ ବଢ଼ିବାକୁ ପ୍ରସ୍ତୁତ କରୁଛି”, ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଶୁକ୍ରବାର ଅପରାହ୍ଣରେ ଆୟୋଜିତ...

ଜନଜାତି ସମ୍ପ୍ରଦାୟଙ୍କ ଉପରେ ଥିବା ଛୋଟ ମାମଲା ପ୍ରତ୍ୟାହାର କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଜନଜାତି ସମ୍ପ୍ରଦାୟର ଲୋକଙ୍କ ବିରୋଧରେ ହୋଇଥିବା ଛୋଟ ଛୋଟ ମାମଲା ପ୍ରତ୍ୟାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ବିଭାଗ, ଅବକାରୀ ବିଭାଗ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ...

ଏଥର ବର୍ଷାରେ ଫିକା ପଡ଼ିବ ଗଣେଶ ପୂଜା!

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ଫିକା ପଡ଼ିବ ଗଣେଶ ପୂଜା। କାରଣ ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବ ସୂଚନା ଜାରି କରିଛି ଆଞ୍ଚଳିକ...