ଓଡ଼ିଶା ବିଧାନସଭା ନିର୍ବାଚନ: ଆସିଲା ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ସାରଦା ନାୟକ ରିପିଟ ପ୍ରକାଶ ବେହେରାଙ୍କୁ ବାରବାଟୀ କଟକରୁ ସୁଯୋଗ ଓଡ଼ିଶା ବିଧାନସଭା ନିର୍ବାଚନ ଲାଗି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି। ଶୁକ୍ରବାର ଦିନ ବିଜେଡି ସୁପ୍ରିମୋ ତଥା...

କଟକ ଓ ଜଗତସିଂହପୁର ଜିଲ୍ଲାରେ ନିଯୁକ୍ତ ହେଲେ ନୂଆ ଜିଲ୍ଲାପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ଓ ଜଗତସିଂହପୁର ଜିଲ୍ଲାରେ ନିଯୁକ୍ତ ହୋଇଛନ୍ତି ନୂଆ ଜିଲ୍ଲାପାଳ। ଅରିନ୍ଦମ ଡାକୁଆ କଟକର ଜିଲ୍ଲାପାଳ ହୋଇଥିବାବେଳେ ଅନୁପମ ଶାହାଙ୍କୁ ଜଗତସିଂହପୁରର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ଏନେଇ ରାଜ୍ୟ ସାଧାରଣ...

ବିଜେପିର ମିଶ୍ରଣ ପର୍ବ: ମିଶିଲେ ରଜତ ଚୌଧୁରୀ, ବିଶ୍ୱଭୂଷଣ ଦାସ ଓ ଅମରେନ୍ଦ୍ର ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନ ପୂର୍ବରୁ ଲାଗି ରହିଛି ଇସ୍ତଫା ଏବଂ ମିଶ୍ରଣ ପର୍ବ। ଶୁକ୍ରବାର ଦିନ ବିଜେପିର ମିଶ୍ରଣ ପର୍ବରେ ଶାମିଲ ହୋଇଛନ୍ତି କଂଗ୍ରେସର ପୂର୍ବତନ ଯୁବ ନେତା ରଜତ ଚୌଧୁରୀ ଏବଂ ବିଶ୍ଵଭୂଷଣ...

‘ରେପୋ’ ରେଟ୍‌ ୬.୫ ପ୍ରତିଶତରେ ଅପରିବର୍ତ୍ତିତ, ମୁଦ୍ରାସ୍ଫୀତିର ନିୟନ୍ତ୍ରଣ ପାଇଁ ରିଜର୍ଭ ବ୍ୟାଙ୍କର ନିଷ୍ପତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ କ୍ରମାଗତ ଭାବେ ସପ୍ତମ ଥର ପାଇଁ ଅପରିବର୍ତ୍ତିତ ରହିଲା ‘ରେପୋ’ ରେଟ୍‌। ଏହି ଦର ପୂର୍ବଭଳି ୬.୫ ପ୍ରତିଶତ ରହିବ। ଏନେଇ ଶୁକ୍ରବାର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ...

ଶ୍ରମ ବିଭାଗର ନିର୍ଦ୍ଦେଶ: ଦିନ ୧୧ଟାରୁ ସାଢ଼େ ୩ଟା କାମ କରିବେ ନାହିଁ ଶ୍ରମିକ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିନକୁ ଦିନ ଅସହ୍ୟ ହେଲାଣି ତାପମାତ୍ରା। ଏହାକୁ ଦୃଷ୍ଟିରେ ରଖି ଶ୍ରମିକମାନଙ୍କ ଲାଗି ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଆସନ୍ତା ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଦିନ...

କଂଗ୍ରେସର ନିର୍ବାଚନୀ ଇସ୍ତାହାର, ୩୦ ଲକ୍ଷ ସରକାରୀ ଚାକିରି ଦେବାକୁ ପ୍ରତିଶ୍ରୁତି

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ନିର୍ବାଚନୀ ଇସ୍ତାହାର ଜାରି କରାଯାଇଛି। ଦଳ ଏହାର ନାମ ‘ନ୍ୟାୟ ପତ୍ର’ ରଖିଛି। ଏଥିରେ କଂଗ୍ରେସ ମତଦାତାଙ୍କୁ ୫ଟି ନ୍ୟାୟ ଓ ୨୫...

ଜଳୁଛି ସାରା ଓଡ଼ିଶା: ଭୁବନେଶ୍ଵରର ତାପମାତ୍ରା ୪୪ ଡିଗ୍ରୀ ଛୁଇଁଲା

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ସାରା ଓଡ଼ିଶା। ସକାଳୁ ଘରୁ ବାହାରିବା ମୁସକିଲ ହେଲାଣି। ଶୁକ୍ରବାର ଦିନ ୨ଟା ସୁଦ୍ଧା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ଵର। ଏଠାରେ ସର୍ବାଧିକ ତାପମାତ୍ରା...

ରୋଚକ ହେବ କଟକ ଲୋକସଭା ଲଢ଼େଇ, ଅଭିଜ୍ଞ ଭର୍ତ୍ତୃହରିଙ୍କୁ ଟକ୍କର ଦେବେ ସଂତୃପ୍ତ

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ କଟକରେ ଭର୍ତ୍ତୃହରି ମହତାବ ଓ ଡକ୍ଟର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ ଟକ୍କର। ପରୀକ୍ଷା ହେବ ବିଜେଡି, ବିଜେପିର ସାଂଗଠନିକ ଶକ୍ତି।    କଟକ ଲୋକସଭା ଆସନ ଉପରେ ଏବେ ସମସ୍ତଙ୍କ ନଜର...

ଓଡ଼ିଶାର ୩ ଜଣ ବରିଷ୍ଠ ଆଇପିଏସଙ୍କୁ ନୂଆ ଦାୟିତ୍ଵ, କଟକର ଡିସିପି ହେଲେ ପ୍ରକାଶ ଆର୍

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ୩ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନୂଆ ଦାୟିତ୍ଵ ଦେଇଛନ୍ତି ଭାରତୀୟ ନିର୍ବାଚନ ଆୟୋଗ। ସେମାନଙ୍କୁ କଟକ, ରାଉରକେଲା ଓ ଅନୁଗୁଳରେ ନିଯୁକ୍ତ କରାଯାଇଛି। ଚଳିତ ନିର୍ବାଚନ ପ୍ରକ୍ରିୟା ଶେଷ...

ବିଜେଡି ଛାଡ଼ିଲେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ଓ ଆଠମଲ୍ଲିକ ବିଧାୟକ ରମେଶ ସାଏ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରାର୍ଥୀ ଚୟନକୁ ନେଇ ରାଜ୍ୟର ବିଭିନ୍ନ ରାଜନୈତିକ ଦଳରୁ ଇସ୍ତଫା ଦେଉଛନ୍ତି ଅସନ୍ତୁଷ୍ଟ ନେତା। ଗୁରୁବାର ଦିନ ବିଜେଡିରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା...