କାହିଁକି ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ?

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପିରୁ ଇସ୍ତଫା ଦେଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ। ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସୁକାନ୍ତ ନାୟକ ଶୁକ୍ରବାର ଦିନ ରାଜ୍ୟ ବିଜେପି ସଭାପତିଙ୍କୁ ନିଜ ଇସ୍ତଫା...

ଓଡ଼ିଶାରେ ବଢ଼ୁଛି ଗ୍ରୀଷ୍ମପ୍ରବାହ, ତାପମାତ୍ରା ୪୦ ଡିଗ୍ରୀ ପାର୍ କରିବାର ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଗ୍ରୀଷ୍ମପ୍ରବାହ ବଢ଼ିବାରେ ଲାଗିଛି। ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଦିନ ତାପମାତ୍ରା ଅଧିକ ରହୁଛି। ଆଗକୁ ରାଜ୍ୟର ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ପାର୍ କରିବାର ସମ୍ଭାବନା ରହିଛି।...

ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା। ଶୁକ୍ରବାର ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ...

ବିଜେଡିରୁ ଇସ୍ତଫା ଦେଲେ ଯାଜପୁରର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସତୀଶ ବିଶ୍ଵାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରୁ ଇସ୍ତଫା ଦେଲେ ଯାଜପୁରର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସତୀଶ ବିଶ୍ଵାଳ। ଚଳିତ ନିର୍ବାଚନରେ ଯାଜପୁର ଧର୍ମଶାଳା ବିଧାନସଭା କ୍ଷେତ୍ରରୁ ଟିକେଟ ଆଶାୟୀ ଥିଲେ ସତୀଶ। ଆଗାମୀ ଲୋକସଭା ଏବଂ ବିଧାନସଭା...

ପୁଣି ରାଜନୀତି ମୁହାଁ ବଲିଉଡ ଅଭିନେତା ଗୋବିନ୍ଦା

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ବର୍ଷର ବ୍ୟବଧାନ ପରେ ପୁଣି ରାଜନୀତି ମୁହାଁ ହୋଇଛନ୍ତି ବଲିଉଡ ଅଭିନେତା ଗୋବିନ୍ଦା। ଗୁରୁବାର ଦିନ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଦଳ ଶିବସେନାରେ ଯୋଗ ଦେଇଛନ୍ତି ଗୋବିନ୍ଦା। ମୁଖ୍ୟମନ୍ତ୍ରୀଙ୍କୁ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅଦାଲତରୁ ଝଟକା, ଏପ୍ରିଲ ୧ ଯାଏଁ ବଢ଼ିଲା ଇଡି ରିମାଣ୍ଡ ଅବଧି

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅଦାଲତରୁ ଝଟକା ଲାଗିଛି। ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଅରବିନ୍ଦ କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଅବଧି ଏପ୍ରିଲ ୧ ତାରିଖ ଯାଏଁ ବଢ଼ାଇଛନ୍ତି ଦିଲ୍ଲୀର...

ଭାରତର ଆଧୁନିକ ଲଢ଼ୁଆ ବିମାନ ତେଜସ୍ ମାର୍କ-୧ଏର ସଫଳ ପରୀକ୍ଷଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ବାୟୁସେନାର ନୂଆ ଲଢ଼ୁଆ ବିମାନ ତେଜସ୍ ମାର୍କ-୧ଏ ସଫଳତାର ପ୍ରଥମ ଉଡ଼ାଣ ଭରିଛି। ହିନ୍ଦୁସ୍ତାନ ଏରୋନୋଟିକ୍ସ ଲିମିଟେଡ (ଏଚଏଏଲ) ପକ୍ଷରୁ ଗୁରୁବାର ବେଙ୍ଗାଳୁରୁରେ ଏହାର ସଫଳ ପରୀକ୍ଷଣ କରାଯାଇଛି। ଏହି...

ଓଡ଼ିଶାରେ କାଳବୈଶାଖୀ ପ୍ରଭାବ: ଆସନ୍ତା ୪ ଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଗାମୀ ୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ଏହା ପ୍ରଭାବରେ କିଛି ଜିଲ୍ଲାରେ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି। ବିଜୁଳି...

ବିଜେପିରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଦଳ ବଦଳ ହୋଇଛି। ବିଜେପିରେ ଯୋଗ ଦେଇଛନ୍ତି ରାଜ୍ୟର ବରିଷ୍ଠ ନେତା ତଥା ସାଂସଦ ଭର୍ତ୍ତୃହରି ମହତାବ ଏବଂ ସିଦ୍ଧାନ୍ତ ମହାପାତ୍ର।...

ଏଥର ଲୋକସଭା ଆସନରେ ଲଢ଼େଇ ହେବ ଜୋରଦାର: କେନ୍ଦ୍ରାପଡ଼ା, ସମ୍ବଲପୁର ଓ ଭୁବନେଶ୍ଵରରେ ମୁହାଁମୁହିଁ ହେବେ ହେଭିଓ୍ଵେଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଥର ଓଡ଼ିଶାରେ ଲୋକସଭା ନିର୍ବାଚନ ପାଇଁ ଲଢ଼େଇ ହେବ ଜୋରଦାର, ସମ୍ବଲପୁର, କେନ୍ଦ୍ରାପଡ଼ା ଏବଂ ଭୁବନେଶ୍ଵର ଲୋକସଭା ଆସନ ଦଖଲ ଲାଗି ମୁହାଁମୁହିଁ ହେବେ ହେଭିଓ୍ଵେଟ। ଆସନ୍ତା ସାଧାରଣ ନିର୍ବାଚନ ଲାଗି ସରଗରମ...