ଓଡ଼ିଶାରେ ଏକାକୀ ଲଢ଼ିବ ବିଜେପି – ମନମୋହନ ସାମଲ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପି-ବିଜେଡି ମେଣ୍ଟକୁ ନେଇ ଲାଗି ରହିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଲା। ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବା ନେଇ ସ୍ପଷ୍ଟ କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଏନେଇ ମନମୋହନ...

ସାଧାରଣ ନିର୍ବାଚନ ପୂର୍ବରୁ ମୟୂରଭଞ୍ଜ ଜିଲ୍ଲା ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗ ମାର୍ଚ କରାଯାଇଛି। ମୟୂରଭଞ୍ଜ ଏସପି ଏସ ସୁଶ୍ରୀଙ୍କ ନେତୃତ୍ଵରେ ବାରିପଦା ସହରର...

ସ୍ୱତନ୍ତ୍ର ଅଲିମ୍ପିକ ଭାରତ ସାଇକ୍ଲିଂ ପ୍ରତିଯୋଗିତା: ୨ଟି ସ୍ଵର୍ଣ୍ଣ ସହ ୫ଟି ପଦକ ଜିତି ଚମକିଲେ ଓଡ଼ିଶାର କ୍ରୀଡ଼ାବିତ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟସ୍ତରୀୟ ସ୍ୱତନ୍ତ୍ର ଅଲିମ୍ପିକ ଭାରତ ସାଇକ୍ଲିଂ ପ୍ରତିଯୋଗିତାରେ ଚମକିଛନ୍ତି ଓଡ଼ିଶାର କ୍ରୀଡ଼ାବିତ୍। ଚଳିତବର୍ଷ ହରିୟଣାର ପଞ୍ଚକୁଲାଠାରେ ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତାରେ ଉତ୍ତମ ପ୍ରଦର୍ଶନ କରି ରାଜ୍ୟର ଖେଳାଳିମାନେ ୨ଟି ସ୍ଵର୍ଣ୍ଣ...

ଆଜିଠୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶୁକ୍ରବାରଠାରୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ। ମାର୍ଚ୍ଚ ୨୨ ତାରିଖରୁ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ ଆରମ୍ଭ ହୋଇ ଆସନ୍ତା ଏପ୍ରିଲ ୨ ତାରିଖ ଯାଏଁ ଚାଲିବ। ଖାତା...

ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ଘଟିଛି। ଶୁକ୍ରବାର ସକାଳେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ...

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ, ଆଜି କୋର୍ଟରେ ହାଜର କରିବ ଇଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ ହୋଇଛନ୍ତି। ଗୁରୁବାର ରାତିରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିଲା। ଶୁକ୍ରବାର ତାଙ୍କୁ ଦିଲ୍ଲୀର ପିଏମଏଲଏ କୋର୍ଟରେ...

ବ୍ରେନ୍ ଷ୍ଟ୍ରୋକ୍ ପରେ ନୂଆ ଜୀବନ ପାଇଲେ ଭୁବନେଶ୍ୱରର ମଞ୍ଜୁଲତା ବାହିନୀପତି

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=cMA1TdCZ7Is ବ୍ରେନ୍‌ ଷ୍ଟ୍ରୋକ ବା ମସ୍ତିଷ୍କାଘାତରୁ ସୁସ୍ଥ ହୋଇ ନୂଆ ଜୀବନ ପାଇଛନ୍ତି ଭୁବନେଶ୍ୱରର ମଞ୍ଜୁଲତା ବାହିନୀପତି। ଷ୍ଟ୍ରୋକ୍‌ ଜଣେ ମଣିଷର ସ୍ଵପ୍ନକୁ ଧୂଳିସାତ କରିଦିଏ। ଏହା ଯୋଗୁଁ କିଏ ପ୍ରାଣ ହରାଏ ତ...

ଗଞ୍ଜାମ ଜଗନ୍ନାଥପୁର ଡବଲ ମର୍ଡର ମାମଲା: ୫ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁରେ ଗତ ୨୦୧୩ ମସିହାରେ ଘଟିଥିବା ଡବଲ ମର୍ଡର ମାମଲାରେ ୫ ଜଣ ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ବ୍ରହ୍ମପୁର ଅତିରିକ୍ତ...

ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): ଭିଜଲାନ୍ସ ଜାଲରେ ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର। ନ୍ୟାସନାଲ ପେନସନ ସ୍କିମର ୨୦ ଲକ୍ଷ ଟଙ୍କା ହଡ଼ପ କରିବା ଅଭିଯୋଗରେ ବିଇଓ ରସାନନ୍ଦ କରଙ୍କୁ ଉଠାଇ ନେଇଛନ୍ତି...

ନିର୍ବାଚନୀ ବଣ୍ଡ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ସବୁ ତଥ୍ୟ ଦେଲା ଏସବିଆଇ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ନିର୍ବାଚନୀ ବଣ୍ଡର ସବୁ ତଥ୍ୟ ପ୍ରକାଶ କରିଛି। ଏସବିଆଇ ଗୁରୁବାର ନିର୍ବାଚନୀ ବଣ୍ଡର ୟୁନିକ୍ ନମ୍ବର ସମେତ ଅନ୍ୟ ସବୁ ତଥ୍ୟ...