ମୟୂରଭଞ୍ଜ: ରାଣୀଭୋଳ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାର ରାଣୀଭୋଳସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅତିଥିମାନେ ଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି...
ଉତ୍କଳିକା ପକ୍ଷରୁ ବାଲେଶ୍ଵରରେ ଆରମ୍ଭ ହେଲା ହସ୍ତଶିଳ୍ପ ଓ ହସ୍ତତନ୍ତ ପ୍ରଦର୍ଶନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମର 'ଉତ୍କଳିକା' ପକ୍ଷରୁ ବାଲେଶ୍ୱର ସହରରେ ଏକ ହସ୍ତଶିଳ୍ପ ଓ ହସ୍ତତନ୍ତ ପ୍ରଦର୍ଶନୀ ଆୟୋଜନ କରାଯାଇଛି।
ବାଲେଶ୍ୱର ସହରସ୍ଥିତ ସହଦେବଖୁଣ୍ଟା ବସଷ୍ଟାଣ୍ଡ...
ଦକ୍ଷିଣ ଆଫ୍ରିକାକୁ ହରାଇ ଟି-୨୦ ସିରିଜ ଜିତିଲା ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଞ୍ଚମ ତଥା ଶେଷ ଟି-୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩୦ ରନରେ ହରାଇ ସିରିଜ ଜିତିଛି ଭାରତ। ଅହମ୍ମଦାବାଦରେ ହୋଇଥିବା ଶେଷ ଟି-୨୦ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଥିଲା...
ଜଳେଶ୍ଵର: ଉଦଯାପିତ ହେଲା ତିନିଦିନିଆ ଜଉକଣ୍ଢେଇ କାର୍ମଶାଳା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ କାଳିକସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ‘ଆମ ସଂସ୍କୃତି ଆମ ଖେଳନା’ କାର୍ଯ୍ୟକ୍ରମ ଆଧାରରେ ଆୟୋଜିତ ହୋଇଥିବା ତିନିଦିନିଆ ଜଉକଣ୍ଢେଇ...
‘ଅଖିଳ ଦିବସ’ ଅବସରରେ ବିଶିଷ୍ଟ ସାହିତ୍ୟିକ ବିଭୂତି ପଟ୍ଟନାୟକଙ୍କୁ ‘ଶିଖର ସମ୍ମାନ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଓଡ଼ିଆ ସାହିତ୍ୟର ଅନ୍ୟତମ ନିର୍ମାତା ଅଖିଳ ମୋହନ ପଟ୍ଟନାୟକଙ୍କର ଜୟନ୍ତୀ 'ଅଖିଳ ଦିବସ' ଅବସରରେ ଭୁବନେଶ୍ଵରସ୍ଥିତ ପାନ୍ଥନିବାସର କଳିଙ୍ଗ ସମ୍ମିଳନୀ କକ୍ଷରେ ଏକ ସାରସ୍ଵତ ସମାଗମ ଆୟୋଜିତ ହୋଇଯାଇଛି।
ଅଖିଳ ମୋହନ...
ଗୃହୀତ ହେଲା ଭିବି-ଜି ରାମ ଜି ବିଲ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଆଣ୍ଡ ଆଜୀବିକା ମିଶନ ଗ୍ରାମିଣ (ଭିବି-ଜି ରାମ ଜି) ବିଲ୍ ୨୦୨୫ ସଂସଦରେ ଗୃହୀତ ହୋଇଛି। ବିରୋଧୀଙ୍କ ପ୍ରବଳ ବିରୋଧ ଓ ହଟ୍ଟଗୋଳ ମଧ୍ୟରେ...
ବାଲେଶ୍ୱରରେ ଡିସେମ୍ବର ୨୨ରୁ ‘କୋଶମ୍ଵ ମେଳା ୨୦୨୫’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାସ୍ତରୀୟ ସ୍ୱଦେଶୀ ମେଳା ଓ ଜାତୀୟସ୍ତରୀୟ ପଲ୍ଲୀଶ୍ରୀ ମେଳା 'କୋଶମ୍ୱ-୨୦୨୫' ଡିସେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ବାଲେଶ୍ଵର ପୋଲିସ ପଡ଼ିଆଠାରେ ଆୟୋଜିତ ହେବାକୁ...
ନୂଆବର୍ଷରୁ ଦିଆଯିବ ୧୫ ଲକ୍ଷ ନୂଆ ରାସନ କାର୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାସନକାର୍ଡକୁ ନେଇ ଆସିଲା ବଡ଼ ଖବର। ୨୦୨୬ ନୂଆବର୍ଷରୁ ୧୫ ଲକ୍ଷ ନୂଆ ରାସନ କାର୍ଡ ବଣ୍ଟନ କରାଯିବ। କୌଣସି ଜଣେ ଯୋଗ୍ୟ ହିତାଧିକାରୀ ଯେପରି କାର୍ଡ ପାଇବାରୁ ବଞ୍ଚିତ ନରହିବେ...
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଥିଓପିଆର ସର୍ବୋଚ୍ଚ ସମ୍ମାନ ‘ଦ ଗ୍ରେଟ ଅନର ନିଶାନ ଅଫ ଇଥିଓପିଆ’
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଥିଓପିଆର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ କରାଯାଇଛି। ନରେନ୍ଦ୍ର ମୋଦୀଙ୍କୁ ‘ଦ ଗ୍ରେଟ ଅନର ନିଶାନ ଅଫ ଇଥିଓପିଆ’ ସମ୍ମାନ ପ୍ରଦାନ କରିଛନ୍ତି ଇଥିଓପିଆ ସରକାର। ମୋଦୀ...
କଟକ: ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକଙ୍କୁ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ପ୍ରଯୁକ୍ତିବିଦ୍ୟାର ଦ୍ରୁତ ବିକାଶ ସତ୍ତ୍ଵେ ପ୍ରୁଫ୍-ସଂଶୋଧନ ଉପରେ ଗୁରୁତ୍ୱ ଦିଆଯାଉ ନଥିବାରୁ ଓଡ଼ିଆ ଭାଷାରେ ନିର୍ଭୁଲ ଭାବରେ ପ୍ରକାଶିତ ପୁସ୍ତକ ଦୃଷ୍ଟିଗୋଚର ହେଉନାହିଁ। ବ୍ୟବସାୟ ପ୍ରତିଷ୍ଠାନରେ ଲାଗିଥିବା...





















