ନିଜ ସୁନ୍ଦର ବୟାନରେ ଟ୍ରୋଲର୍ସଙ୍କୁ ଚୁପ୍ କରାଇଲେ ଉତ୍ତରପ୍ରଦେଶ ଦଶମ ବୋର୍ଡ ଟପ୍ପର ପ୍ରାଚୀ ନିଗମ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶ ଦଶମ ବୋର୍ଡ ପରୀକ୍ଷା-୨୦୨୪ରେ ପ୍ରାଚୀ ନିଗମ ୯୮.୫୦ ପ୍ରତିଶତ ନମ୍ବର ରଖି ଶୀର୍ଷ ସ୍ଥାନ ଅଧିକାର କରିଥିଲେ। ଏହି ସଫଳତା ପାଇବା ପରେ ପ୍ରାଚୀଙ୍କ ସଫଳତାକୁ ଅଣଦେଖା କରି କିଛି...

ଏଥର ଆଠଗଡ଼ରେ ରଣେନ୍ଦ୍ରଙ୍କୁ କିଏ ଦେବ ଟକ୍କର, ବିଜେପି ନା କଂଗ୍ରେସ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଆଠଗଡ଼ରେ ପୁଣି ଚାଲିବକି ରାଜାଙ୍କ ରାଜ୍, ନା ବାଜି ମାରିନେବେ ବିଜେପି-କଂଗ୍ରେସ? ଆଠଗଡ଼ରେ ତିନି ପ୍ରମୁଖ ରାଜନୈତିକ ଦଳର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀଙ୍କ ଚିତ୍ର ସ୍ପଷ୍ଟ ହୋଇସାରିଛି। ଭେଟେରାନ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ...

କାହାର ହେବ ଦିଗପହଣ୍ଡି: ସୂର୍ଯ୍ୟଙ୍କ ଗଡ଼ରେ ପଦ୍ମ ଫୁଟାଇ ପାରିବେ କି ସିଦ୍ଧାନ୍ତ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ କେବଳ ଗଞ୍ଜାମ ନୁହେଁ ସମଗ୍ର ଓଡ଼ିଶାର ଏକ ଗୁରୁତ୍ଵପୂର୍ଣ୍ଣ ଆସନ ହେଉଛି ଦିଗପହଣ୍ଡି। ଅନେକ ବର୍ଷରୁ ଏହା ବିଜେଡିର ଗଡ଼ ରହି ଆସିଛି। ଓଡ଼ିଶା ରାଜନୀତିର ଟାଣୁଆ ନେତା ସୂର୍ଯ୍ୟନାରାୟଣ...

ଓଡ଼ିଶାର ୨ ଲୋକସଭା ଓ ୮ ବିଧାନସଭା ଆସନରେ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ଆସିଲା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା। ରାଜ୍ୟର ୨ଟି ଲୋକସଭା ଓ ୮ଟି ବିଧାନସଭା ଆସନ ଲାଗି ରବିବାର ପ୍ରାର୍ଥୀ ଘୋଷଣା କରିଛି...

ସିଙ୍ଗାପୁରରୁ ୬ ମାସିଆ ଇଣ୍ଟର୍ଣ୍ଣସିପ୍ ସାରି ଓଡ଼ିଶା ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ। ରବିବାର ସକାଳେ ଛାତ୍ରଛାତ୍ରୀମାନେ ସିଙ୍ଗାପୁର-ଭୁବନେଶ୍ୱର ସିଧାସଳଖ...

ଚଳିତ ନିର୍ବାଚନରେ ଓଡ଼ିଶାବାସୀ ରାଜ୍ୟରେ ବିଜେପି ସରକାର ଗଠନ କରିବେ – ଜେପି ନଡ୍ଡା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ରବିବାର ସେ ବ୍ରହ୍ମପୁରର ଆମ୍ବପୁଆଠାରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଲୋକସଭା ଓ...

ଆରମ୍ଭରୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ, ଓଡ଼ିଶା କଂଗ୍ରେସ ପାଇଁ ନିର୍ବାଚନୀ ପ୍ରଚାରର ବିଗୁଲ ଫୁଙ୍କିଲେ ରାହୁଲ ଗାନ୍ଧୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭରୁ ରାଜ୍ୟ ସରକାରଙ୍କୁ ରାହୁଲଙ୍କ ଟାର୍ଗଟେ ସାଲେପୁର ସଭାରେ କଂଗ୍ରେସର ପ୍ରତିଶ୍ରୁତି ବର୍ଷା କଂଗ୍ରେସ କ୍ଷମତାକୁ ଆସିଲେ ମିଳିବ ମାଗଣା ବିଜୁଳି – ରାହୁଲ ଗାନ୍ଧୀ ଓଡ଼ିଶା କଂଗ୍ରେସ ପାଇଁ ନର୍ବାଚନୀ ପ୍ରଚାରର ବିଗୁଲ ଫୁଙ୍କିଲେ...

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ କର୍ଣ୍ଣଧାର – ଉତ୍କଳ ଗୌରବ ମଧୁସୂଦନ ଦାସ

ଡକ୍ଟର ଭାଗ୍ୟଲିପି ମଲ୍ଲ ଉତ୍କଳ ଗୌରବ ମଧୁସୂଦନ ଦାସ କେବଳ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ କର୍ଣ୍ଣଧାରା ନଥିଲେ; ତତ୍କାଳୀନ ଓଡ଼ିଶାରେ ଶିଳ୍ପ ଓ ଦକ୍ଷତାର ବିକାଶ ଉପରେ ଗୁରୁତ୍ୱ ଦେଇ ଏକ ପ୍ରଗତିଶୀଳ ପ୍ରଦେଶ...
Madhu Babu

ମଧୁବାବୁଙ୍କ ଜୟନ୍ତୀ ଅବସରରେ ଶୁଣନ୍ତୁ ‘ଜାତି ଇତିହାସ ଜାତିର ନିର୍ଝର’

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/6fIJrVo9AB8 ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ। ପରାଧୀନ ଭାରତରେ ଉତ୍କଳ ମାତାର ବନ୍ଦନା କରି ଓଡ଼ିଆମାନଙ୍କୁ ଉତ୍କଳୀୟ ଭାବନାରେ ଉଦ୍‌ବୁଦ୍ଧ ହେବାକୁ ସେ କେତୋଟି କବିତା ଲେଖିଥିଲେ। ଆଜି ଉତ୍କଳ ଗୌରବ...

ମଧୁବାବୁଙ୍କ ଜୟନ୍ତୀ ଅବସରରେ ଶୁଣନ୍ତୁ ‘ଉଠରେ ଉଠରେ ଉତ୍କଳ ସନ୍ତାନ’

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/adsQ7N-AX-E ଦିନେ ପରାଧୀନ ଭାରତରେ ଅଖଣ୍ଡ ଉତ୍କଳ ପ୍ରଦେଶ ଗଠନର ସ୍ଵପ୍ନ ଦେଖିଥିଲେ ଉତ୍କଳଗୌରବ ମଧୁସୂଦନ ଦାସ। ସେହି ସ୍ଵପ୍ନକୁ ସତ କରିବାକୁ ସେ ଉତ୍କଳର ସନ୍ତାନମାନଙ୍କୁ ଏକାଠି ହେବାକୁ ଆହ୍ଵାନ ଦେଇଥିଲେ। ୧୯୩୬...