ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ୬ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୬ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ବୈଶାଖ କୃଷ୍ଣ ଅମାବାସ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ୟୁଜିସି-ନେଟ୍ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ମେ’ ୧୦ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ୟୁଜିସି-ନେଟ୍ ପରୀକ୍ଷା ପାଇଁ ଆବେଦନ ଜାରି ରହିଛି। ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଅଧ୍ୟାପକ ପଦବୀରେ ନିଯୁକ୍ତି ଓ ଜୁନିୟର ରିସର୍ଚ୍ଚ ଫେଲୋସିପ୍ (ଜେଆରଏଫ) ପାଇବା...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗର ସମାବର୍ତ୍ତନ ଉତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ପରିସରରେ ଥିବା ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗର ତୃତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ଦିନ ହୋଇଥିବା ଏହି କାର୍ଯ୍ୟକ୍ରମରେ...

ମେ’ ୧୦ରେ ଭୁବନେଶ୍ଵରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’। ଆସନ୍ତା ମେ’ ୧୦ ତାରିଖ ସନ୍ଧ୍ୟା ୬ଟାରୁ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ ଆରମ୍ଭ ହେବ। ମାଷ୍ଟରକ୍ୟାଣ୍ଟିନ ଛକଠାରୁ ବାଣୀବିହାର ଛକ...

ବିଜେଡି-ବିଜେପି ନା କଂଗ୍ରେସ, ବ୍ରହ୍ମଗିରିରେ କାହାକୁ ମିଳିବ ସମର୍ଥନ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଓଡ଼ିଶାର ୧୪୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ବ୍ରହ୍ମଗିରିରେ ସବୁଠାରୁ ଜୋରଦାର ଲଢ଼େଇ ହୁଏ। ଦକ୍ଷିଣ ଓ ପୂର୍ବ ଓଡ଼ିଶାକୁ ସଂଯୋଗ କରୁଥିବା ଚିଲିକା ଓ ବଙ୍ଗୋପସାଗର କୂଳରେ ପରିବ୍ୟାପ୍ତ ଏ...

ପିପିଲି ଆସନ ପାଇଁ ଲଢ଼ିବେ ସ୍ଵାମୀ-ସ୍ତ୍ରୀ: ବିଜେଡିରୁ ରୁଦ୍ର, ସ୍ଵାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କଲେ ସ୍ତ୍ରୀ ଜାଗୃତି

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନ ମଇଦାନରେ ମୁହାଁମୁହିଁ ହେବେ ସ୍ୱାମୀ-ସ୍ତ୍ରୀ। ପୁରୀ ଜିଲ୍ଲା ପିପିଲି ବିଧାନସଭା ଆସନ ପାଇଁ ରାଜନୈତିକ ଲଢ଼େଇ ଲଢ଼ିବେ ରୁଦ୍ର ପ୍ରତାପ ମହାରଥୀ ଏବଂ ପତ୍ନୀ ଜାଗୃତି ପଣ୍ଡା ମହାରଥୀ। ଶୁକ୍ରବାର...

ଓଡ଼ିଶାରେ ଆହୁରି ୨ ଦିନ କାଳବୈଶାଖୀ ବର୍ଷା: ବୁଧବାର ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ କାଳବୈଶାଖୀ ବର୍ଷା ଯୋଗୁଁ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗରେ ପରିବର୍ତ୍ତନ ଆସିବା ସହ ତାପମାତ୍ରା କମ ହୋଇଛି। ଆଗକୁ ୯ ତାରିଖ ଯାଏଁ...

ପିରିୟଡସ୍ ବେଳେ କେମିତି ରହିବେ ସଫାସୁତରା?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=u85dpjJULNU ପ୍ରତିବର୍ଷ ମେ’ ମାସ ୨୮ ତାରିଖରେ ପିରିୟଡସ୍ ବା ତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ପରିୟଡସ୍ ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ପିରିୟଡସ୍ ଦିବସ ପାଳନ କରାଯାଉଛି। ଚଳିତ ବର୍ଷ ପିରିୟଡସ୍ ଦିବସର...

ବାଙ୍କୀ ବିଧାନସଭା ଆସନ ପାଇଁ ବିଜେଡି-ବିଜେପି-କଂଗ୍ରେସ ମଧ୍ୟରେ ହେବ ରାଜନୈତିକ ଲଢ଼େଇ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ବାଙ୍କି ବିଧାନସଭା ଆସନ ଲାଗି ଏଥର ଲଢ଼େଇ ହେବ ଜୋରଦାର। ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ନିର୍ବାଚନୀ ମଇଦାନରେ ହେବ କଡ଼ା ଟକ୍କର। ବାଙ୍କି ବିଧାନସଭା ଆସନ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା: ଗିରଫଦାରୀ ମାମଲାରେ ଶୀଘ୍ର ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ଵସ୍ତି। ନିଜ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସେ କରିଥିବା ଆବେଦନ ଉପରେ ଶୀଘ୍ର ଶୁଣାଣି...