ଭୁବନେଶ୍ୱର: ଓଡ଼ିଶା ପ୍ରେସ୍‍ କ୍ଲବରେ ‘ଲୋକସମ୍ପର୍କ ଓ କର୍ପୋରେଟ୍‍ ଯୋଗାଯୋଗ’ ପୁସ୍ତକ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ସ୍ଥିତ ଓଡ଼ିଶା ପ୍ରେସ୍‍ କ୍ଲବରେ ରବିବାର ଦିନ ‘ଲୋକସମ୍ପର୍କ ଓ କର୍ପୋରେଟ୍‍ ଯୋଗାଯୋଗ’ ନାମକ ପୁସ୍ତକ ଉନ୍ମୋଚିତ ହୋଇଛି। ପବ୍ଲିକ୍‍ ରିଲେସନ୍ସ ସୋସାଇଟି ଅଫ୍‍ ଇଣ୍ଡିଆ (ପିଆର୍‍ଏସ୍‍ଆଇ) ଭୁବନେଶ୍ୱର ପକ୍ଷରୁ...

ବଡ଼ ଲଢ଼େଇ ଦେଖିବ ରାଉରକେଲା: ପୁଣି ମୁହାଁମୁହିଁ ହେବେ ଦିଲ୍ଲୀପ-ସାରଦା

ସରୋଜ କୁମାର ମହାପାତ୍ର ୨୦୧୪ ନିର୍ବାଚନ ପରେ ରାଉରକେଲା ବିଧାନସଭା ଆସନରେ ପୁଣିଥରେ ବିଜେଡି ପ୍ରାର୍ଥୀ ସାରଦା ପ୍ରସାଦ ନାୟକ ଏବଂ ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ଭିତରେ ହେବାକୁଯାଉଛି ବଡ଼ ଲଢ଼େଇ। ...

ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ: ସାଲେପୁର ଏବଂ ରାୟଗଡ଼ାରେ କରିବେ ନିର୍ବାଚନୀ ପ୍ରଚାର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ନିର୍ବାଚନ ଯେତେ ପଖଉଛି ରାଜନୈତିକ ଉଷ୍ମତା ବଢ଼ି ଚାଲିଛି। ରାଜ୍ୟରେ ନିର୍ବାଚନ ପ୍ରଚାର ପାଇଁ ଆସିବାକୁ ଯାଉଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେ ଆସନ୍ତା ଏପ୍ରିଲ ୨୮ ଏବଂ...

ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆ ମୁଖ୍ୟ ଶାଖାରୁ ୯ କୋଟି ୫୭ ଲକ୍ଷ ଟଙ୍କା ଠକେଇ ମାମଲା: ଅର୍ଥନୈତିକ...

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦାର ବ୍ୟାଙ୍କ ଅଫ ଇଣ୍ଡିଆ ମୁଖ୍ୟ ଶାଖାରୁ ୯ କୋଟି ୫୬ ଲକ୍ଷ ଟଙ୍କାର ଠକେଇ ଘଟଣାରେ ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା। ମୟୂରଭଞ୍ଜ...

ବିଜେଡି ଛାଡ଼ି ବିଜେପିରେ ମିଶିଲେ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ। ବିଜେପିର ରାଜ୍ୟ ମୁଖ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଗୀତାଞ୍ଜଳି ସୋମବାର ଦିନ ବିଧିବଦ୍ଧ ଭାବେ ଦଳରେ ସାମିଲ...

ନୂଆପଡ଼ାରେ ବାଜିରେ ଲାଗିଛି ସମ୍ମାନ: ଆର ୟା ପାରର ଲଢ଼େଇ ପାଇଁ ମଇଦାନରେ ହେଭିୱେଟ୍ ନେତା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ନୂଆପଡ଼ା ବିଧାନସଭା ଆସନରେ ଏଥର ସମ୍ମାନର ଲଢ଼େଇ ହେବାକୁ ଯାଉଛି। ଏହି ଆସନରେ ଅନେକ ହେଭିୱେଟ୍ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ। ଆର ୟା ପାରର ଲଢ଼େଇ ପାଇଁ ସବୁ...

ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ଟି ବିଧାନସଭା ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ନିଜର ସପ୍ତମ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳ ପକ୍ଷରୁ ରାଜ୍ୟର ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି।...

ଖରା ଛୁଟି: ଏପ୍ରିଲ ୨୫ରୁ ବନ୍ଦ ରହିବ ଓଡ଼ିଶାର ସବୁ ସ୍କୁଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ସବୁ ସ୍କୁଲରେ ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହୋଇଛି। ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସୋମବାରଠାରୁ ବୁଧବାର ଯାଏଁ ୩ ଦିନ...

ଓଡ଼ିଶା ବିଧାନସଭା ଓ ଲୋକସଭା ଆସନ ପାଇଁ ଆସିଲା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ଓ ଲୋକସଭା ଆସନ ଲାଗି ଆସିଲା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା। ରାଜ୍ୟର ୩ଟି ଲୋକସଭା ଓ ୧୬ଟି ବିଧାନସଭା ଲାଗି ଶନିବାର ଦିନ ପ୍ରାର୍ଥୀ ଘୋଷଣା କରିଛି...

ମହାନଦୀ ଡଙ୍ଗା ବୁଡ଼ି ଘଟଣା: ଉଦ୍ଧାର ହେଲା ସମସ୍ତ ୮ ମୃତଦେହ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ଜିଲ୍ଲା ଲଖନପୁର ନିକଟ ମହାନଦୀରେ ଶୁକ୍ରବାର ଦିନ ହୋଇଥିବା ଡଙ୍ଗା ବୁଡ଼ି ଘଟଣାରେ ସମସ୍ତ ୮ ଜଣ ଯାତ୍ରୀଙ୍କର ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ଛତିଶଗଡ଼ର। ଶୁକ୍ରବାର ଦିନ ଦୁଇ ଜଣଙ୍କର...