ଆଜିଠୁ ୩ ମାସ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ଓଡ଼ିଶାଲାଇଭ୍ ବ୍ୟୁରୋ ୩ ମାସ ଯାଏଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଏଠାରେ ମେ’ ୧ ତାରିଖରୁ ଜୁଲାଇ ମାସ ୩୧ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା...

ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା

ଓଡ଼ିଶାଲାଇଭ୍ ବ୍ୟୁରୋ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନା ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ହେବେ। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଫେବ୍ରୁଆରି ୨୮ତାରିଖରେ ପଦରୁ ଅବସର...

ପାଟକୁରାରେ ସମ୍ମାନ-ଅପମାନର ରାଜନୀତି: ଏଥର ଗଡ଼ ବଞ୍ଚାଇବା ବିଜେଡି ପାଇଁ ଚ୍ୟାଲେଞ୍ଜ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ବିଧାନସଭା ଆସନରେ ସରଗରମ ହୋଇଛି ରାଜନୈତିକ ପାଣିପାଗ। ଏଥର ମଧ୍ୟ ଏଠାରେ ବିଜେଡି ଓ ବିଜେପି ମଧ୍ୟରେ ଦ୍ଵିମୁଖୀ ଲଢ଼େଇ ନେଇ ଚର୍ଚ୍ଚା ହେଉଛି। ଏହା...

ମଞ୍ଚେଷ୍ଟରରେ ଦ୍ଵିତୀୟ ରଥଯାତ୍ରା ଉତ୍ସବ: ସାମିଲ ହେଲେ ଓଡ଼ିଆଙ୍କ ସହ ଅଣଓଡ଼ିଆ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଂଲଣ୍ଡର ତୃତୀୟ ବୃହତ୍ତମ ମହାନଗର ମାଞ୍ଚେଷ୍ଟରଠାରେ ଦ୍ଵିତୀୟ ରଥଯାତ୍ରା ଉତ୍ସବ ଧୁମଧାମରେ ପାଳନ କରାଯାଇଛି। ସକାଳୁ ସକାଳୁ ମୁଖ୍ୟ ପୂଜାରୀ ପଣ୍ଡିତ ଶ୍ୟାମ ସୁନ୍ଦର ଶର୍ମାଙ୍କର ତତ୍ତ୍ଵାବଧାନରେ ଗୀତାଭବନଠାରେ ବିରାଜମାନ ମହାପ୍ରଭୁ...

ଦିଲ୍ଲୀ ଆଖପାଖ ଅଞ୍ଚଳରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୨

ଓଡ଼ିଶାଲାଇଭ୍ ବ୍ୟୁରୋ ଥରିଲା ଉତ୍ତର ଭାରତ। ମଙ୍ଗଳବାର ଦିଲ୍ଲୀ ସମେତ ଉତ୍ତର ଭାରତର କିଛି ସ୍ଥାନରେ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୨ ରହିଥିଲା। ୨ଟା ୫୧ ଓ ୨ଟା ୫୩...

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡି ଓ୍ୱାଇ ଚନ୍ଦ୍ରଚୂଡ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି(ସିଜେଆଇ) ହେଲେ ଜଷ୍ଟିସ ଡି ଓ୍ୱାଇ ଚନ୍ଦ୍ରଚୂଡ। ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଚନ୍ଦ୍ରଚୂଡ ବୁଧବାର ଦିନ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ‘ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍’ ତାଲିମ ପାଠ୍ୟକ୍ରମ: ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ କ୍ୟାରିୟର ସୁଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=SQFlkTFPfkU ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଆରମ୍ଭ ହୋଇଛି ଅତ୍ୟାଧୁନିକ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍‌ (ଲିଫ୍ଟ ଟେକ୍ନୋଲୋଜି) ତାଲିମ ପାଠ୍ୟକ୍ରମ। ଆଜି ସହର ତଥା ମହାନଗରଗୁଡ଼ିକରେ ବଡ଼ ବଡ଼ ଆପାର୍ଟମେଣ୍ଟ, ବହୁତଳବିଶିଷ୍ଟ ଆଧୁନିକ କାର୍ଯ୍ୟାଳୟ,...
maharastra lonar lake-1

ମହାରାଷ୍ଟ୍ରର ଲୋନାର ହ୍ରଦର ପାଣିର ରଙ୍ଗ ଗୋଲାପି, ଜାଣନ୍ତୁ ଏହାର ରହସ୍ୟ କ’ଣ?

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରର ବୁଲଢ଼ାଣା ଜିଲ୍ଲାରେ ରହିଛି ଲୋନାର ହ୍ରଦ। ତେବେ ଏହାର ପାଣିର ରଙ୍ଗ ହେଉଛି ସଂପୂର୍ଣ୍ଣ ଗୋଲାପି। ଏହି ଘଟଣା ସମସ୍ତଙ୍କୁ ଚକିତ କରିଥିଲ ମଧ୍ୟ ସତ। ତେବେ ବୈଜ୍ଞାନିକମାନେ ଏହା...
CIMFR logo

CIMFR: ଟେକ୍ନିକାଲ ଆସିଷ୍ଟାଣ୍ଟ ପଦବୀରେ ନିଯୁକ୍ତି, ଜୁଲାଇ ୨୫ ସୁଦ୍ଧା କରିପାରିବେ ଆବେଦନ

ଓଡ଼ିଶାଲାଇଭ୍ ବ୍ୟୁରୋ CSIR-ସେଣ୍ଟ୍ରାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମାଇନିଂ ଆଣ୍ଡ୍ ଫୁଏଲ୍ ରିସର୍ଚ୍ଚ (CIMFR) ଅଧୀନରେ ଟେକ୍ନିକାଲ ଆସିଷ୍ଟାଣ୍ଟ ପଦବୀରେ ସମୁଦାୟ ୨୩ ଜଣଙ୍କ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ପ୍ରାର୍ଥୀମାନେ ଆସନ୍ତା...

ବୌଦ୍ଧ: ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିବା ଅଭିଯୋଗରେ ସ୍ୱାମୀ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ଅଭିଯୋଗରେ ଗିରଫ ହୋଇଛି ସ୍ୱାମୀ। ଏହିଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଗଣ୍ଡାପାଜୁ ଗ୍ରାମରେ। ଗିରଫ...