୪ ପ୍ରତିଶତ ବୃଦ୍ଧି ହେଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଓଡ଼ିଶାଲାଇଭ୍ ବ୍ୟୁରୋ   ସରକାରୀ କର୍ମଚାରୀଙ୍କ ଲାଗି ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି। ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରୀ କର୍ମଚାରୀ ଓ...

୩ରୁ ୪ ଦିନ ମଧ୍ୟରେ ଓଡ଼ିଶାରେ ବଢ଼ିବ ତାତି!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଏବେ ହାଲୁକା ବର୍ଷା ହେଉଥିବାବେଳେ ଆଗକୁ ଖରା ବଢ଼ିବାକୁ ଯାଉଛି। ତେବେ ୩ରୁ ୪ଦିନ ମଧ୍ୟରେ ଦିନର ତାପମାତ୍ରା ଧୀରେ ଧୀରେ ୪ରୁ ୬ ଡ଼ିଗ୍ରୀ ଯାଏଁ...

୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ 

ଓଡ଼ିଶାଲାଇଭ୍ ବ୍ୟୁରୋ ଇଣ୍ଡିଆ ରିଜର୍ଭ ବାଟାଲିଅନରେ ନିଯୁକ୍ତି ସୁଯୋଗ ପାଇଁ ରାଜ୍ୟ ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏବେ ଓଡ଼ିଆ ସେନା ଆଶାୟୀଙ୍କୁ ମିଳିବ ନିଯୁକ୍ତି ସୁଯୋଗ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି...

୩୬ ଘଣ୍ଟା ପରେ ଲିଭିଲା ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ନିଆଁ, ଚାଲିଛି କ୍ଷୟକ୍ଷତି ଆକଳନ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗି ଥିବା ନିଆଁ ୩୬ ଘଣ୍ଟା ପରେ ଲିଭିଛି। ବୁଧବାର ରାତିରୁ ଲାଗିଥିବା ନିଆଁକୁ ଗୁରୁବାର ରାତି ସାଢ଼େ ୮ଟା ବେଳକୁ ଆୟତ୍ତ କରିବାରେ ସମର୍ଥ...

୩୧ରେ ମୁଖ୍ୟମନ୍ତ୍ରୀଙ୍କ ୬ଦିନିଆ ଦିଲ୍ଲୀ ଗସ୍ତ: ପୁଞ୍ଜି ନିବେଶକଙ୍କୁ କରିବେ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ଭୁବନେଶ୍ୱରରେ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି। କରୋନା କଟକଣା...

୩୦ ହାଜରରୁ ଅଧିକ ‘ଗ୍ରାମ୍ୟ ଡାକ ସେବକ’ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଅଗଷ୍ଟ ୨୩ ଶେଷ...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ୩୦ ହାଜର ୪୧ଟି ଗ୍ରାମ୍ୟ ଡାକ ସେବକ (ଜିଡିଏସ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିରେ ଭାରତରେ ବିଭିନ୍ନ ରାଜ୍ୟର ଗ୍ରାମାଞ୍ଚଳରେ...

୩୦ ବର୍ଷରେ ପାଦ ଥାପିଛି ବୌଦ୍ଧ ଜିଲ୍ଲା

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ୩୦ ବର୍ଷରେ ପାଦ ଥାପିଛି ବୌଦ୍ଧ ଜିଲ୍ଲା। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରୟାସରେ ୧୯୯୪ ମସିହା ଜାନୁଆରି ୨ ତାରିଖରେ ଅଭିବକ୍ତ କନ୍ଧମାଳ ଜିଲ୍ଲାରୁ ଅଲଗା...

୩୦ ବର୍ଷ ପରେ ଜ୍ଞାନବାପୀ ପରିସରରେ ପୂଜାର୍ଚ୍ଚନା ପାଇଁ ହିନ୍ଦୁ ପକ୍ଷଙ୍କୁ ମିଳିଲା କୋର୍ଟଙ୍କ ଅନୁମତି

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ବାରଣାସୀସ୍ଥିତ ଜ୍ଞାନବାପୀ ମସଜିଦ ମାମଲାରେ ହିନ୍ଦୁ ପକ୍ଷଙ୍କ ସପକ୍ଷରେ ବଡ଼ ରାୟ ଦେଇଛନ୍ତି ବାରଣାସୀ କୋର୍ଟ। ଜ୍ଞାନବାପୀ ପରିସରରେ ହିନ୍ଦୁ ପକ୍ଷଙ୍କୁ ପୂଜାର୍ଚ୍ଚନା କରିବା ପାଇଁ କୋର୍ଟ ଅନୁମତି ଦେଇଛନ୍ତି।...

୩୦ ଜିଲ୍ଲାରେ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁ ଜନତା ଦଳ (ବିଜେଡି) ରାଜ୍ୟର ସବୁ ଜିଲ୍ଲାରେ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରିଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି କ୍ରମେ ଏହି ନିଯୁକ୍ତି ଦିଆଯାଇଛି। ୬...

୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ୩୦ଟି ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକଙ୍କ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ(ବିଜେଡି)। ଦଳର ବିଭିନ୍ନ ନେତାଙ୍କୁ ଭିନ୍ନ ଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ଵ ପ୍ରଦାନ କରାଯାଇଛି। କିଛି...