୧୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରଭାବରେ ଦିନର ତାପମାତ୍ରାରେ ବୃଦ୍ଧି ପାଇଛି। ତେବେ ଏହାର ପ୍ରଭାବରେ ମଙ୍ଗଳବାର ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ୧୯ଟି ଜିଲ୍ଲା­ରେ ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା...

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ପୁରୀ ଶ୍ରୀମନ୍ଦିର ଯାଇ କରିବେ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ଵାଗତ ପାଇଁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧାନ, ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ମେୟର ପ୍ରମୁଖ ଉପସ୍ଥିତ...

ମଡେଲିଂରୁ ଜ୍ୟୋତି ମିଶ୍ରଙ୍କ ଅଭିନୟ ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=ak1BVtyV8J0] ମଡେଲିଂରୁ ଅଭିନୟ ଜଗତରେ ପାଦ ଦେଇଥିଲେ ଓଲିଉଡ ଅଭିନେତ୍ରୀ ଜ୍ୟୋତି ମିଶ୍ର। ଓଡ଼ିଆ ଚଳଚ୍ଚିତ୍ର ‘ମନ ରହିଗଲା ତୁମରି ଠାରେ’ ଜ୍ୟୋତିଙ୍କୁ ଦେଇଥିଲା ଅଭିନୟର ନିଆରା ଅନୁଭୂତି। ଏହି ଚଳଚ୍ଚିତ୍ର...

କଣ୍ଟିଲୋରେ ଶ୍ରୀନୀଳମାଧବଙ୍କ ମହାବାରୁଣୀ ସ୍ନାନ ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲାର ଅନନ୍ୟ ଦେବପୀଠ ଶ୍ରୀ ଜଗନ୍ନାଥ ସଂସ୍କୃତିର ଆଦି ସ୍ଥଳ କଣ୍ଟିଲୋ ଶ୍ରୀନୀଳମାଧବଙ୍କ ମହାବାରୁଣୀ ସ୍ନାନ ନୀତି ଲାଗି ଦିନ ଧାର୍ଯ୍ୟ ହୋଇଛି। ଚୈତ୍ରମାସ କୃଷ୍ଣ...

ବାହାନଗା ଟ୍ରେନ୍ ଟ୍ରାଜେଡି: ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ୱର ବାହାନଗା ରେଳ ଷ୍ଟେସନରେ ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ବାହାନଗା ଟ୍ରେନ ଟ୍ରାଜେଡିରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ...

ଜାଣନ୍ତୁ, କେମିତି ପ୍ରସ୍ତୁତ ହୁଏ ମହାପ୍ରଭୁଙ୍କ ଅଧରପଣା ?

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ସମ୍ମୁଖରେ ରଥାରୂଢ଼ ତିନି ଠାକୁରଙ୍କ ପାଖରେ ଲାଗି ହୋଇଥାଏ ଅଧରପଣା। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ...

ଫେବ୍ରୁଆରି ୧୨ରୁ ଆଇଏସସି ଦ୍ୱାଦଶ ଏବଂ ୨୧ରୁ ଆଇସିଏସଇ ଦଶମ ପରୀକ୍ଷା, ଜାରି ହେଲା ଡେଟ ସିଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ୨୦୨୪ ମସିହାରେ ହେବାକୁଥିବା ଆଇସିଏସଇ (ଦଶମ) ଏବଂ ଆଇଏସସି (ଦ୍ୱାଦଶ) ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଏନେଇ ଶୁକ୍ରବାର କାଉନସିଲ ଫର ଦ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ...

ଜଗତସିଂହପୁର ଜିଲ୍ଲାରେ ୨୧୪ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟିତ ବିଜୁ  ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଉପକୃତ ହୋଇଛନ୍ତି ୮ ଲକ୍ଷ  ଲୋକ ଲୋକଙ୍କ ଆସ୍ଥା ଓ ବିଶ୍ଵାସ ବଜାୟ ରଖିବା ପାଇଁ...

ଆସନ୍ତା ଶିକ୍ଷାବର୍ଷରୁ ଏକକାଳୀନ ଦୁଇଟି ବିଷୟରେ ହୋଇପାରିବ ଡିଗ୍ରୀ ନାମଲେଖା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ବିଭିନ୍ନ ବିଶ୍ୱବିଦ୍ୟାଳୟରେ ବିଦ୍ୟାର୍ଥୀଙ୍କୁ ଆସନ୍ତା ଶିକ୍ଷା ବର୍ଷରୁ ଏକକାଳୀନ ଦ୍ୱୈତ ଡିଗ୍ରୀ କରିବାର ସୁଯୋଗ ମିଳିବ। ଉଚ୍ଚଶିକ୍ଷା ବିଭାଗ ଏନେଇ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହିତ...

ମହରମ ପାଇଁ ସମ୍ବଲପୁରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ହେବନି କୌଣସି ଶୋଭାଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ମହରମ ପାଇଁ ସଜାଗ ହୋଇଛି ସମ୍ବଲପୁର। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ସହରରେ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ମହରମ ଅବସରରେ ସହରରେ କୌଣସି ଶୋଭାଯାତ୍ରା କରିବା ପାଇଁ...