ହକି ବିଶ୍ଵକପ ଉଦଘାଟନୀ ଉତ୍ସବ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତି: ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ସିଲଭର ସିଟି କଟକ ବାରବାଟୀ ଷ୍ଟାଡିୟମରେ ହକି ପୁରୁଷ ବିଶ୍ଵକପ ୨୦୨୩ର ଉଦଘାଟନୀ ଉତ୍ସବ ଆସନ୍ତା ୧୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଜୋରସୋର ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ ପୋଲିସ।...
App ban

ଭାରତୀୟ ସେନାକୁ ଆପ୍ ବ୍ୟାନ, ହାଇକୋର୍ଟ କହିଲା ଫେସବୁକ୍ ଛାଡ଼ ନହେଲେ ଚାକିରି ଛାଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ କିଛି ଦିନ ତଳେ ଭାରତୀୟ ସେନାକୁ ମୋଟ ୮୯ଟି ଆପ ବ୍ୟବହାର ନକରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏଥିରେ ସାମିଲ୍ ଥିଲା ଫେସବୁକ୍, ପବଜି, ଇନଷ୍ଟାଗ୍ରାମ ଭଳି ଲୋକପ୍ରିୟ ଆପ୍। ତେବେ ଏନେଇ...

ଓଡ଼ିଆ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ଥାନାରେ ଅଭିଯୋଗ କଲେ ପତ୍ନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଜଣାଶୁଣା ଓଡ଼ିଆ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧ ଥାନାରେ ଅଭିଯୋଗ କରିଛନ୍ତି ପତ୍ନୀ ଶ୍ରୀୟା ମିଶ୍ର। ଘରୋଇ ହିଂସା ସହ ଶାରୀରିକ ଏବଂ ମାନସିକ ନିର୍ଯାତନ ଦେଇଥିବା ନେଇ କଟକ ମହିଳା...

ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଔଷଧ ଗୋଦାମରେ ଅଗ୍ନିକାଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଔଷଧ ଗୋଦାମରେ ଅଗ୍ନିକାଣ୍ଡ ଘଟି ବିପୁଳ ପରିମାଣର ଔଷଧ ଏବଂ ଆସବାବପତ୍ର ନଷ୍ଟ ହୋଇଯାଇଛି। ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସିଡିଏମଓଙ୍କ କାର୍ଯ୍ୟାଳୟ...

ବାହାରିଲା ୨୦୨୩ ଜେଇଇ ମେନ୍ ରେଜଲ୍ଟ – ୯୯.୯୮ ପ୍ରତିଶତ ସ୍କୋର କରି ପ୍ରିୟଙ୍କା ସର ଓଡ଼ିଶା ଟପ୍ପର

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଶନିବାର ଦିନ ଜେଇଇ ମେନ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ୯୯.୯୮ ପ୍ରତିଶତ ନମ୍ବର ରଖି ପ୍ରିୟଙ୍କା ସର ରାଜ୍ୟ ଟପ୍ପର ହୋଇଛନ୍ତି। ନାସନାଲ ଟେଷ୍ଟିଂ ଏଜେନ୍ସି...

ସ୍କୁଲକୁ ଫେରିବ ମାସ୍କ: ଛାତ୍ରଛାତ୍ରୀଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ ମନ୍ତ୍ରୀ ସମୀର ରଞ୍ଜନ ଦାଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଚୀନ, ଜାପାନ ଏବଂ ଆମେରିକା ଆଦି ୫ଟି ଦେଶରେ କୋଭିଡର ସ୍ଥିତି ଚିନ୍ତା ବଢ଼ାଇଥିବାବେଳେ କୋଭିଡ ପରିସ୍ଥିତିର ମୁକାବିଲା ଲାଗି ଆଗୁଆ ପଦକ୍ଷେପ ନେଉଛନ୍ତି ଓଡ଼ିଶା ସରକାର। କୋଭିଡ ମୁକାବିଲା ପାଇଁ...

ରାୟଗଡ଼ା ଜିଲ୍ଲାକୁ ‘ଭୂମି ସମ୍ମାନ-୨୦୨୩’ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ଡିଜିଟାଲ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଅଧୁନିକୀକରଣ କାର୍ଯ୍ୟକ୍ରମର ଲକ୍ଷ୍ୟ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାୟଗଡ଼ା ଜିଲ୍ଲାକୁ ମିଳିଛି ‘ଭୂମି ସମ୍ମାନ-୨୦୨୩’ ପୁରସ୍କାର। ମଙ୍ଗଳବାର...

ଲୋକସଭା ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥା, ଓଡ଼ିଶା ଆସିବେ ୭୫ କମ୍ପାନି କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ଲୋକସଭା ନିର୍ବାଚନକୁ ନେଇ ଏବେ ଦେଶର ରାଜନୀତି ସରଗରମ ହେବାରେ ଲାଗିଛି। ତେବେ ନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ସାରା ଦେଶରେ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ...

ସାତ ଜନମର ସାଥୀ ହେଲେ ଆଥିୟା-କେଏଲ ରାହୁଲ

ଓଡ଼ିଶାଲାଇଭ୍ ବ୍ୟୁରୋ ବିବାହ ବନ୍ଧନରେ ବାନ୍ଧି ହୋଇ ସାତ ଜନମର ସାଥୀ ହେଲେ ବଲିଉଡ ଅଭିନେତ୍ରୀ ଆଥିୟା ସେଟ୍ଟୀ ଏବଂ ଭାରତୀୟ କ୍ରିକେଟର କେ ଏଲ ରାହୁଲ। ବରିଷ୍ଠ ଅଭିନେତା ସୁନିଲ ସେଟ୍ଟୀଙ୍କ ଖଣ୍ଡାଲା...

୧୪ ମାସ ପରେ ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ, ହାଇକୋର୍ଟରୁ ମିଳିଥିଲା ସର୍ତ୍ତମୂଳକ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବହୁ ଚର୍ଚ୍ଚିତ ବ୍ଲାକମେଲିଂ ଓ ହନିଟ୍ରାପ୍ ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ୧୪ ମାସ ପରେ ଜେଲରୁ ବାହାରିଛନ୍ତି। ତାଙ୍କୁ ଇଡି ମାମଲାରେ ସର୍ତ୍ତମୂଳକ ଜାମିନ ମିଳିବାପରେ ସେ...