ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ ଏବଂ ମନ୍ମଥ ରାଉତରାୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡି ପ୍ରାର୍ଥୀ କ୍ୟାପଟେନ ମନ୍ମଥ ରାଉତରାୟ। ଗୁରୁବାର ଉଭୟ ନେତା ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର...

ନୟାଗଡ଼ ସହରରେ ଅଚଳ ରହୁଛି ଏସବିଆଇ ଏଟିଏମ୍, ଗ୍ରାହକ ହତାଶ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ସହରରେ ଦିନକୁ ଦିନ ଜନସଂଖ୍ୟା ବୃଦ୍ଧି ପାଉଛି। ରାଜ୍ୟର ବିଭିନ୍ନ ଜିଲ୍ଲା ଓ ବାହାର ରାଜ୍ୟର ଅନେକ ଲୋକ ସହର ଦେଇ ଯାତାୟତ କରୁଛନ୍ତି। ତେବେ...

ପିରିୟଡସ୍ ବିଷୟରେ କେତେକ ଜାଣିବା କଥା

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ ପ୍ରତିବର୍ଷ ମେ’ ମାସ ୨୮ ତାରିଖରେ ପିରିୟଡସ୍ ବା ତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ପରିୟଡସ୍ ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ଏହି ଦିବସ ପାଳନ କରାଯାଉଛି। ଚଳିତ ବର୍ଷ ପିରିୟଡସ୍ ଦିବସର...

ଆସିଲା ବିଜେପିର ପ୍ରାର୍ଥୀ ତାଲିକା: ବାରବାଟୀରୁ ନିର୍ବାଚନ ଲଢ଼ିବେ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଓଡ଼ିଶା ବିଧାନସଭା ଆସନ ଲାଗି ଆସିଲା ବିଜେପିର ପ୍ରାର୍ଥୀ ତାଲିକା। ଗୁରୁବାର ଦିନ ଆଉ ୬ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। କଟକ ବାରବାଟୀରୁ ଡାକ୍ତର ପୂର୍ଣ୍ଣଚନ୍ଦ୍ର...

ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବରିଷ୍ଠ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ। ଗୁରୁବାର ବଡ଼ ଶୋଭାଯାତ୍ରାରେ ଆସି ସେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହାପୂର୍ବରୁ...

ଓଡ଼ିଶାରେ ‘ମେଣ୍ଟ ରାଜନୀତି’ର କାହାଣୀ – ୧୯୩୭ରୁ ୨୦୨୪

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ନିର୍ବାଚନ ସମୟ ଆସିଲେ ‘ମେଣ୍ଟ ରାଜନୀତି’ କଥା ଉଠେ। ଏଇ ଯେମିତି ୨୦୨୪ ନିର୍ବାଚନ ପରିପ୍ରେକ୍ଷୀରେ ଓଡ଼ିଶାରେ ବିଜେଡି-ବିଜେପି ଭିତରେ ପୁଣି ମେଣ୍ଟ ଚର୍ଚ୍ଚା ହେଉଥିଲା। ଏନେଇ ଉଭୟ ଦଳର...

ସନଷ୍ଟ୍ରୋକ୍‌ରୁ କିପରି ରକ୍ଷା ପାଇବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=LOmitlqEV40 ବଢ଼ୁଥିବା ତାପମାତ୍ରା, ପ୍ରଖର ସୂର୍ଯ୍ୟକିରଣ ପ୍ରଭାବ ଯୋଗୁଁ ଅଂଶୁଘାତ ବା ସନ୍‌ଷ୍ଟ୍ରୋକ୍‌ ହେବାର ଆଶଙ୍କା ରହିଛି। ତେବେ କେମିତି ସନ୍‌ଷ୍ଟ୍ରୋକ୍‌ରୁ ରକ୍ଷା ପାଇବେ, ଖରାକୁ ବାହାରିବା ପୂର୍ବରୁ କ’ଣ ସବୁ ସାଧାନତା...

ତାମିଲନାଡ଼ୁ: ପଥର ଖଣିରେ ବିସ୍ଫୋରଣ ହୋଇ ୪ ଜଣ ଶ୍ରମିକଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତାମିଲନାଡୁର ଭୀରୁଧୁନଗର ଜିଲ୍ଲାର ଏକ ପଥର ଖଣିରେ ବିସ୍ଫୋରଣ ଘଟି ୪ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୦ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।...

ମିଶନ ଶକ୍ତି ବିଭାଗ ସଚିବ ସୁଜାତା କାର୍ତ୍ତିକେୟନଙ୍କୁ ବଦଳି ପାଇଁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ମିଶନ ଶକ୍ତି ବିଭାଗର ସଚିବ ସୁଜାତା କାର୍ତ୍ତିକେୟନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ ଆୟୋଗ। ନିର୍ବାଚନରେ ବିଜେଡିକୁ ସମର୍ଥନ କରିବା ଦିଗରେ ସ୍ୱୟଂ ସହାୟକ...

ଏଥର ବି ମୋହନାରେ ତ୍ରିମୁଖୀ ଲଢ଼େଇ: କିଏ ଜିତିବ ଭୋଟରଙ୍କ ମନ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ମୋହନା ଦକ୍ଷିଣ ଓଡ଼ିଶାର ଏମିତି ଏକ ଆସନ ଯେଉଁଠାରେ ଶେଷ ପର୍ଯ୍ୟାୟ ଗଣତି ଯାଏଁ ବି କହି ହୁଏନି ଜିତିବ କିଏ। ଏଠି ସବୁ ଦଳ ପ୍ରାର୍ଥୀର ପରସ୍ପରକୁ ଦେଇଥାନ୍ତି...