ନୂଆପଡ଼ା ବିଧାନସଭା ଆସନ ଲାଗି ଦମଦାର ହେବ ରାଜନୈତିକ ଲଢ଼େଇ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଏଥର ନୂଆପଡ଼ା ବିଧାନସଭା ଆସନ ଲାଗି ଜୋରଦାର ହେବ ରାଜନୈତିକ ଲଢ଼େଇ। ମଇଦାନରେ ମୁହାଁମୁହିଁ ହେବେ ତିନି ପ୍ରମୁଖ ଦଳର ଟାଣୁଆ ନେତା। ତେବେ ବିଜେଡି-ବିଜେପି ନା କଂଗ୍ରେସ, କାହା...

ଏସଏସସି ପକ୍ଷରୁ ‘ସିଏଚଏସଏଲ୍’ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ମେ’ ୭ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଷ୍ଟାଫ୍ ସିଲେକ୍ସନ କମିଶନ (ଏସଏସସି) ପକ୍ଷରୁ କମ୍ବାଇନ ହାଇଅର ସେକେଣ୍ଡାରି ଲେଭଲ (ସିଏଚଏସଏଲ୍) ପରୀକ୍ଷା ପାଇଁ ଆବେଦନ ଜାରି ରହିଛି। ଏହି ପରୀକ୍ଷା ମାଧ୍ୟମରେ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିଥିବା...

ପିରିୟଡସ୍ ବିଷୟରେ ଖୋଲାଖୋଲି କଥା ହେବାର ସମୟ ଆସିଛି – ତନୟା ପଟ୍ଟନାୟକ

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=seOf3d_GEi4 ପ୍ରତିବର୍ଷ ମେ’ ମାସ ୨୮ ତାରିଖରେ ପିରିୟଡସ୍ ବା ତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ପରିୟଡସ୍ ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ପିରିୟଡସ୍ ଦିବସ ପାଳନ କରାଯାଉଛି। ଚଳିତ ବର୍ଷ ପିରିୟଡସ୍ ଦିବସର...

ମୋହନାରେ ଏଥର ବି ତ୍ରିମୁଖୀ ଲଢ଼େଇ: କିଏ ଜିତିବ ଭୋଟରଙ୍କ ମନ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ମୋହନା ଦକ୍ଷିଣ ଓଡ଼ିଶାର ଏମିତି ଏକ ଆସନ ଯେଉଁଠାରେ ଶେଷ ପର୍ଯ୍ୟାୟ ଗଣତି ଯାଏଁ ବି କହି ହୁଏନି ଜିତିବ କିଏ। ଏଠି ସବୁ ଦଳ ପ୍ରାର୍ଥୀର ପରସ୍ପରକୁ ଦେଇଥାନ୍ତି...

କର୍ଣ୍ଣାଟକ ଯୌନ ଉତ୍ପୀଡ଼ନ ମାମଲା: ସାରା ଦେଶରେ ଝଡ଼ ସୃଷ୍ଟି କରିଛି ବାପା-ପୁଅଙ୍କ କେଳେଙ୍କାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କର୍ଣ୍ଣାଟକର ହାସନ ଜିଲ୍ଲାରେ ଅନେକ ମହିଳାଙ୍କ ବିରୋଧରେ ହୋଇଥିବା ଯୌନ ଉତ୍ପୀଡ଼ନ ମାମଲା ଏବେ ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ମାମଲାରେ ଏବେ ଛନ୍ଦି ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ...

ଜୁନ୍ ୧୦ରେ ଓଡ଼ିଶାରେ ସରକାର ଗଢ଼ିବ ବିଜେପି – ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋମବାର ସେ ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଲୋକସଭା ଓ ବିଧାନସଭା ଆସନ...

ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଦ୍ଵାଦଶ ବୋର୍ଡ ପରୀକ୍ଷା ଫଳାଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇଲା ଚଳିତ ବର୍ଷର କାଉନସିଲ୍ ଫର୍ ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏଗଜାମ୍ (ଆଇସିଏସଇ) ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳାଫଳ। ଦଶମ ଶ୍ରେଣୀରେ ୯୯.୦୮ ପ୍ରତିଶତ ରେଜଲ୍ଟ ହୋଇଥିବାବେଳେ...

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି, ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ସୋମବାର ଶ୍ରୀଜୀଉଙ୍କ ପଇତାଲାଗି ନୀତି ପାଇଁ ତିଥି ଧାର୍ଯ୍ୟ ହୋଇଛି।...

୪ଟି କଣ୍ଟେନର ଟ୍ରକରେ ଯାଉଥିଲା ୨ ହଜାର କୋଟି ଟଙ୍କା, ମାଡ଼ି ବସିଲା ଆନ୍ଧ୍ରପ୍ରଦେଶ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶର ଅନନ୍ତପୁର ଜିଲ୍ଲା ପାମିଡ଼ି ନିକଟ ତନଖି ଫାଟକରେ ଯାଞ୍ଚ କରୁଥିବାବେଳେ ଆନ୍ଧ୍ରପ୍ରଦେଶ ପୋଲିସ ୪ଟି କଣ୍ଟେନର ଟ୍ରକରୁ ଜବତ କରିଛି ୨ ହଜାର କୋଟି ଟଙ୍କା।...

ଚାଲିଗଲେ ବାପା: ହାର ନମାନି ଫାଷ୍ଟଫୁଡ ବିକି ପରିବାର ପୋଷୁଛି ୧୦ ବର୍ଷର ପୁଅ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀର ଜସପ୍ରୀତ ନାମକ ଜଣେ ୧୦ ବର୍ଷର ବାଳକର ହୃଦୟସ୍ପର୍ଶୀ କାହାଣୀ ଏବେ ଅନେକଙ୍କ ଦୃଷ୍ଟି ଆକର୍ଷଣ କରିଛି। ବାପାଙ୍କ ଦେହାନ୍ତ ପରେ ଜସପ୍ରୀତ ସାହସିକତାର ସହ ଫାଷ୍ଟଫୁଡ ଦୋକାନ ଚଳାଇ...