ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆଜିଠୁ ଦାଖଲ ହେବ ପ୍ରାର୍ଥିପତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ଉପନିର୍ବାଚନ ପାଇଁ ଗୁରୁବାର ଦିନ ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଆସନ୍ତା ଜୁନ ୨ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଚାଲିବ। ଆସନ୍ତା...

ଜୟପୁର ଉପକାରାଗାରରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ଜୟପୁର ଉପକାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଥିବା କମଳ ଲୋଚନ ଦଣ୍ଡସେନାଙ୍କର ଶୁକ୍ରବାର ଦିନ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ଦୁଷ୍କର୍ମ ଏବଂ ହତ୍ୟା ଅଭିଯୋଗରେ ସିଆଡ଼ିମାଳ ଗାଁର କମଳ...

ବିଧାନସଭା ନିର୍ବାଚନ: କାହାର ହେବ ବାଲେଶ୍ଵର?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଗତ ସାଧାରଣ ନିର୍ବାଚନରେ ବିଜେପି କବ୍‌ଜାରେ ଥିଲା ବାଲେଶ୍ଵର ବିଧାନସଭା ନିର୍ବାଚନମଣ୍ଡଳୀ। କିନ୍ତୁ ଉପ ନିର୍ବାଚନରେ ପୁଣି ଛଡ଼ାଇ ନେଇଥିଲା ବିଜେଡି। ଉପନିର୍ବାଚନରେ ବିଜେଡି ଓ ବିଜେପିର ପ୍ରାର୍ଥୀ ଏଥର...

କନ୍ଧମାଳ: ବ୍ରିଜ ତଳକୁ ସ୍କୁଟି ଖସି ଚାଲିଗଲା ୩ ସାଙ୍ଗଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରିଜ ତଳକୁ ସ୍କୁଟି ଖସି ପଡ଼ିବାରୁ ୩ ଜଣ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ରାଇକିଆ ମଣ୍ଡାକିଆ ବୁଡ଼ାମାହା ଅଞ୍ଚଳରେ। ମୃତକମାନେ ହେଲେ ରାଇକିଆର...

ବିଜୁବାବୁଙ୍କୁ ମରଣୋତ୍ତର ଭାରତରତ୍ନ ସମ୍ମାନ ଦାବି କଲା ଜେଡିୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ, ଦେଶ ଓ ଦେଶ ବାହାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଷ୍ଟ୍ରପ୍ରୀତି, ବୀର ଗାଥା କାହାକୁ ଅଛପା ନାହିଁ। ଏକ ସମୟରେ ଦେଶର ଶୀର୍ଷ ରାଜନୈତିକ ନେତା ଭାବରେ ସେ...

ଭୁବନେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟରରେ ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ରେ ଅତ୍ୟାଧୁନିକ ଦକ୍ଷତା ବିକାଶ ପାଠ୍ୟକ୍ରମ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଶିକ୍ଷିତ ଯୁବକ ଯୁବତୀମାନଙ୍କ ପାଇଁ ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ରେ ଆକର୍ଷଣୀୟ କ୍ୟାରିଅର ସୁଯୋଗ ଆଣିଦେଇଛି ଭୁବନେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟର। ଆଇଟିଆଇ ବା ଡିପ୍ଲୋମା ଇଞ୍ଜିନିୟରିଂ ପାସ୍ କରିଥିବା ଛାତ୍ରଛାତ୍ରୀମାନେ ଏଥିରେ ତାଲିମ...

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ: ଆଜିଠୁ ମିଳିବ ଇଣ୍ଟରନେଟ ସୁବିଧା

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ଵର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି। ସୋମବାରଠାରୁ ବାଲେଲେଶ୍ଵର ପୌରାଞ୍ଚଳରେ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବା ସହ ଇଣ୍ଟରନେଟ ସୁବିଧା ମିଳିବ। ବାଲେଶ୍ଵର ସହରର ସୁନହାଟ ଅଞ୍ଚଳରେ ଜୁନ ୧୭ ତାରିଖରେ ଦୁଇ...

ଏସିଆନ ଗେମ୍ସରେ ଭାରତୀୟ ମହିଳା ହକିକୁ ବ୍ରୋଞ୍ଜ, ପ୍ରତ୍ୟେକ ଖେଳାଳିଙ୍କ ପାଇଁ ୩ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା...

ଓଡ଼ିଶାଲାଇଭ୍ ବ୍ୟୁରୋ ଏସିଆନ ଗେମ୍ସରେ ଭାରତୀୟ ମହିଳା ହକି ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ଶନିବାର ଦଳ ଜାପାନକୁ ୨-୧ ଗୋଲରେ ପରାସ୍ତ କରିଛି। ଏହି ସଫଳତା ପରେ ହକି ଇଣ୍ଡିଆ ପକ୍ଷରୁ...

ଭିତରକନିକା ଜାତୀୟ ଉଦ୍ୟାନରେ ବଢ଼ିଲା ଦେଶୀୟ ପକ୍ଷୀଙ୍କ ସଂଖ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଭିତରକନିକାରେ ସରିଲା ଦେଶୀୟ ପକ୍ଷୀଙ୍କ ଗଣନା  ଏଥର ମୋଟ ୧ ଲକ୍ଷ ୨୩ହଜାର ୮୬୭ଟି ଦେଶୀୟ ପକ୍ଷୀ ଠାବ ଗଣନା କାମରେ ନିୟୋଜିତ ହୋଇଥିଲେ ବନ ବିଭାଗର ୫ଟି ଟିମ୍ ଭିତରକନିକା...

ବୌଦ୍ଧରେ ଖୋଲିଲା ମିଶନ ଶକ୍ତି କାଫେ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାର ୨୯ ତମ ପ୍ରତିଷ୍ଠା ଦିବସ ଅବସରରେ ମହିଳାମାନଙ୍କୁ ସଶକ୍ତ କରିବା ଉପରେ ଗୁରୁତ୍ଵ ଦିଆଯାଇଛି। ବୌଦ୍ଧ ବ୍ଲକ ଏବଂ ଏନଏସିର ରାମେଶ୍ଵର ବିହାର ଠାରେ...