ଭଣ୍ଡାରିପୋଖରୀରେ ହେବ ତ୍ରିମୁଖୀ ଲଢ଼େଇ: ପୁଣି ଥରେ ଭାଗ୍ୟ ପରୀକ୍ଷା କରୁଛନ୍ତି ନିରଞ୍ଜନ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଏଥର ଭଣ୍ଡାରିପୋଖରୀ ବିଧାନସଭା ଆସନ ଲାଗି ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ହେବ ତ୍ରିମୁଖୀ ଲଢ଼େଇ। ଭଣ୍ଡାରିପୋଖରୀ ବିଧାନସଭା ଆସନ ଲାଗି ଏଥର ହେବ କଡ଼ା ଟକ୍କର। ବିଜେଡି ଦଖଲରେ...

ଆନନ୍ଦପୁରରେ ଭୋଟ୍ ବିଭାଜନ ବିଗାଡ଼ିବ ସମୀକରଣ: ଫାଇଦା ନେବେ କି ଜୟଦେବ?

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦୁଝର ଜିଲ୍ଲାର ସବୁଠାରୁ ଗୁରୁତ୍ଵପୂର୍ଣ୍ଣ ନିର୍ବାଚନମଣ୍ଡଳୀ ମଧ୍ୟରୁ ଆନନ୍ଦପୁର ଗୋଟିଏ। ସବୁବେଳେ ଦ୍ଵିମୁଖୀ ଲଢ଼େଇ ଦେଖୁଥିବା ଏହି ନିର୍ବାଚନମଣ୍ଡଳୀରେ ଏଥର କିନ୍ତୁ ଅଲଗା ପ୍ରକାର ଲଢ଼େଇ ହେବାକୁ ଯାଉଛି। ଏଥର ବିକାଶ,...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ଵସ୍ତି: ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟରୁ ମିଳିଛି ଆଶ୍ଵସ୍ତି। ଏହି ମାମଲାରେ ତାଙ୍କୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦିଆଯାଇଛି।...

ପିରିୟଡସ୍ ବେଳେ କେଉଁ ସବୁ ସମସ୍ୟା ଦେଖାଦିଏ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=om7m0VokpdE ପ୍ରତିବର୍ଷ ମେ’ ମାସ ୨୮ ତାରିଖରେ ପିରିୟଡସ୍ ବା ତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ପରିୟଡସ୍ ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ପିରିୟଡସ୍ ଦିବସ ପାଳନ କରାଯାଉଛି। ଚଳିତ ବର୍ଷ ପିରିୟଡସ୍ ଦିବସର...

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ ସୋ’: ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶୁକ୍ରବାର ଦିନ ଭୁବନେଶ୍ଵରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’। ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’କୁ ଦୃଷ୍ଟିରେ ରଖି ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଶେଷ କରି...

ଆଜି ପବିତ୍ର ଅକ୍ଷୟ ତୃତୀୟା: ଆସନ୍ତୁ ଜାଣିବା ଏହାର ମହତ୍ତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥିରେ ଅନୁଷ୍ଠିତ ହୋଇଥାଏ ଅକ୍ଷୟ ତୃତୀୟା। ଅକ୍ଷୟ ତୃତୀୟାର ମାହାତ୍ମ୍ୟ ଅନନ୍ୟ ଅଟେ। ଅକ୍ଷୟର ଅର୍ଥ ଯାହାର କ୍ଷୟ ନାହିଁ।...

ବିଜେଡିର ନିର୍ବାଚନୀ ଇସ୍ତାହାର: ରାଜ୍ୟବାସୀଙ୍କୁ ୧୦୦ ୟୁନିଟ୍ ମାଗଣା ବିଜୁଳି ଦେବାକୁ ପ୍ରତିଶ୍ରୁତି

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁ ଜନତା ଦଳ ପକ୍ଷରୁ ଗୁରୁବାର ନିର୍ବାଚନୀ ଇସ୍ତାହାର ଜାରି କରାଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଦଳର ଇସ୍ତାହାର ଘୋଷଣା କରିଛନ୍ତି। ଏହାର ନାମ...

ଆଠଗଡ଼ ଆସନରେ ରଣେନ୍ଦ୍ରଙ୍କୁ କିଏ ଦେବ ଟକ୍କର, ବିଜେପି ନା କଂଗ୍ରେସ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଆଠଗଡ଼ରେ ପୁଣି ଚାଲିବକି ରାଜାଙ୍କ ରାଜ୍, ନା ବାଜି ମାରିନେବେ ବିଜେପି-କଂଗ୍ରେସ? ଆଠଗଡ଼ରେ ତିନି ପ୍ରମୁଖ ରାଜନୈତିକ ଦଳର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀଙ୍କ ଚିତ୍ର ସ୍ପଷ୍ଟ ହୋଇସାରିଛି। ଭେଟେରାନ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ...

କେମିତି ଦୂର ହେବ ସନ୍ ଟ୍ୟାନ୍, ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=q40Tx1-QWws ଦୀର୍ଘ ସମୟ ଧରି ସୂର୍ଯ୍ୟକିରଣ ସଂସ୍ପର୍ଶରେ ରହିଲେ, ସେଥିରୁ ଆସୁଥିବା ଅତିବାଇଗଣି ରଶ୍ମୀ କାରଣରୁ ଚର୍ମ କଳା ହୋଇଯାଏ। ଏହାକୁ ସନ୍‌ ଟ୍ୟାନ୍‌ ବୋଲି କୁହାଯାଏ। ତେବେ କେମିତି ଦୂର ହେବ...

ଆଗାମୀ ୫ ବର୍ଷରେ ଓଡ଼ିଶାରେ ନିର୍ମାଣ ହେବ ଅନେକ ପରିବହନ ଓ ଭିତ୍ତିଭୂମି ପ୍ରକଳ୍ପ – ନିତିନ ଗଡ଼କରୀ 

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଛନ୍ତି ବରିଷ୍ଠ ବିଜେପି ନେତା ନିତିନ ଗଡ଼କରୀ। ଗୁରୁବାର ସେ ପୁରୀରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଲୋକସଭା ଓ ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀଙ୍କ...