ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୁରୁବାରଠାରୁ ପ୍ରାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଛି। ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲିବ। ପ୍ରାର୍ଥୀମାନେ...

ଆରପାରିରେ ବରିଷ୍ଠ ସାମ୍ବାଦିକ ଡକ୍ଟର ଜଗନମୋହନ ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଆରପାରିରେ ବରିଷ୍ଠ ସାମ୍ବାଦିକ ଡକ୍ଟର ଜଗନମୋହନ ମହାପାତ୍ର। ଗୁରୁବାର ସକାଳେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡକ୍ଟର ମହାପାତ୍ରଙ୍କ ଅକାଳ ବିୟୋଗ...

ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲା: ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲ

ଓଡ଼ିଶାଲାଇଭ୍ ବ୍ୟୁରୋ ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ବୁଧବାର ଦିନ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ ସାମଲ୍। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି...

ସିପେଟ୍ ଭୁବନେଶ୍ଵରରେ ‘ଗ୍ରୀନ୍ ଇକୋନୋମି ୱିଥ୍ ଗ୍ରୀନ୍ ପ୍ଲାଷ୍ଟିକ୍’ କାର୍ଯ୍ୟକ୍ରମ, ସମୃଦ୍ଧ ଭବିଷ୍ୟତ ପାଇଁ ସବୁଜ ପ୍ଲାଷ୍ଟିକକୁ ପ୍ରୋତ୍ସାହନ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=WlRXnrFe3KQ ପ୍ଲାଷ୍ଟିକ ଆମ ଜୀବନ ଏବଂ ବ୍ୟବସାୟର ଏକ ଅଭିନ୍ନ ଅଂଶ ପାଲଟିଛି ସତ ହେଲେ ଏହା ଆଜି ମନୁଷ୍ୟ ସମାଜ ଓ ପରିବେଶ ପାଇଁ ବିପଦ ସୃଷ୍ଟି କରିଛି। ତେବେ ସ୍ପଷ୍ଟ...

ଜିଏସଟି ପରିଷଦର ୫୦ତମ ବୈଠକ: କ୍ୟାନସର ଏବଂ ଅନ୍ୟ ବିରଳ ରୋଗର ଔଷଧ ହେଲା ଟିକସମୁକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀରେ ଜିଏସଟି ପରିଷଦର ୫୦ ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ବସିଥିବା ଏହି ବୈଠକରେ କ୍ୟାନସର, କେତେକ ବିରଳ ରୋଗର ଔଷଧ ଓ ଅନ୍ୟ କିଛି ଜିନିଷ ଉପରୁ ଜିଏସଟି...

ଦୁର୍ବଳ ହେଲା ଅବପାତ: ଅତିପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଭବାନୀପାଟଣାଠାରୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ...

କେନ୍ଦ୍ରୀୟ ବିଶ୍ଵ ବିଦ୍ୟାଳୟରେ ପିଜି ନାମଲେଖା ପାଇଁ ସୁଯୋଗ, ଆବେଦନର ଶେଷ ତାରିଖ ଏପ୍ରିଲ ୧୯

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ବିଭିନ୍ନ କେନ୍ଦ୍ରୀୟ ବିଶ୍ଵ ବିଦ୍ୟାଳୟରେ ପିଜି ନାମଲେଖା ପାଇଁ ହେବାକୁ ‘କମନ ୟୁନିଭରସିଟି ଏଣ୍ଟ୍ରାନ୍ସ ଟେଷ୍ଟ’ (ସିୟୁଇଟି) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ...
k.palani-1

ସହିଦ ପଲାନୀ କହିଥିଲେ – ଘରଠୁ ଆଗ ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ-ଚୀନ ସୀମା ବିବାଦକୁ ନେଇ ପୂର୍ବ ଲଦାଖର ଗଲଓ୍ୱାନରେ ହୋଇଥିବା ସଂଘର୍ଷରେ ପ୍ରାଣ ହରାଇଛନ୍ତି ଭାରତର ୨୦ ଜଣ ବୀର ଯବାନ। ଏଥିରେ ଅଛନ୍ତି ତାମିଲନାଡ଼ୁର କେ.ପଲାନୀ। ଗତ ସୋମବାର ଦିନ...

ଗୋବିନ୍ଦ ସାହୁ ମୃତ୍ୟୁ: ଦିନେ ହତ୍ୟା ଷଡ଼ଯନ୍ତ୍ର କରିଥିଲା, ଆଜି ନିଜେ ମୃତ୍ୟୁ ଶଯ୍ୟାରେ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୧ ମସିହାରେ ସାରା ରାଜ୍ୟକୁ ହଲଚଲ୍ କରିଥିଲା ମମିତା ମେହେର ହତ୍ୟା ମାମଲା। ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଝର୍ନି ଗାଁର ହେଉଛନ୍ତି ମମିତା। ସେ କଳାହା଼ଣ୍ଡି ଜିଲ୍ଲା ମହାଲିଙ୍ଗା ସନସାଇନ୍ ଇଂଲିଶ...

ପଦ୍ମପୁର ଉପନିର୍ବାଚନ: ସରିଲା ପ୍ରାର୍ଥିପତ୍ର ଦାଖଲ, ଏବେ ପ୍ରଚାର ହେବ ଜୋରଦାର

ଓଡ଼ିଶାଲାଇଭ୍ ବ୍ୟୁରୋ ସରିଲା ଛକାପଞ୍ଝା, ଶେଷ ଦିନରେ ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ୪ ପ୍ରାର୍ଥୀ। ଏବେ ପ୍ରଚାର ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲକୁ...