ବାଲେଶ୍ଵର: ଫକୀରମୋହନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହେଲା ସୁସଜ୍ଜିତ ପୁସ୍ତକାଗାର ଗଠନ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ବିଶ୍ୱବିଦ୍ୟାଳୟର ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନ ବିଭାଗ ଦ୍ଵାରା ‘ଗ୍ରନ୍ଥାଗାରକୁ ସୁସଜ୍ଜିତ କରିବାର ପ୍ରଶିକ୍ଷଣ ଓ ଏହାର ବ୍ୟବହାର’ ପ୍ରସଙ୍ଗକୁ ନେଇ ବାଲେଶ୍ଵର ଜିଲ୍ଲା...
ବାଲେଶ୍ଵର: ଉନ୍ମୋଚିତ ହେଲା ଦେବଯାନୀ ଦାସଙ୍କ ଗଳ୍ପ ଓ ଉପନ୍ୟାସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଲେଖିକା ତଥା ଅଧ୍ୟାପିକା ଦେବଯାନୀ ଦାସଙ୍କ ଗଳ୍ପ ଓ ଉପନ୍ୟାସ ଉନ୍ମୋଚିତ ହୋଇଯାଇଛି। ଡକ୍ଟର ଶିରୀଶ ଚନ୍ଦ୍ର ଜେନା ମୁଖ୍ୟ ଅତିଥି ଭାବେ ଯୋଗେଦେଇ ଏହାକୁ...
ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେଲା ଉପକୂଳଗତ ପରିବେଶ ସମ୍ବନ୍ଧୀୟ ଅନ୍ତର୍ଜାତୀୟ ସମ୍ମିଳନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ‘ଉପକୂଳ ଅଞ୍ଚଳର ପରିବେଶ ଏବଂ ଜୀବିକାର୍ଜନ ଉଦ୍ଦେଶ୍ୟରେ ଆହ୍ଵନ’ ପ୍ରସଙ୍ଗକୁ ନେଇ ବାଲେଶ୍ଵରସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର ପରିବେଶ ବିଜ୍ଞାନ ବିଭାଗ ଓ କେନ୍ଦ୍ର ବିଜ୍ଞାନ...
ଗାଳ୍ପିକା ଅର୍ଚ୍ଚନା ରଥଙ୍କ ଗଳ୍ପ ସଙ୍କଳନ ‘ଅମୃତର ସନ୍ଧାନ’ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱରସ୍ଥିତ କବିତୀର୍ଥ ଶାନ୍ତିକାନନ ପରିସରରେ ଫକୀରମୋହନ ସାହିତ୍ୟ ପରିଷଦ ସଭାଗୃହରେ ଗାଳ୍ପିକା ଅର୍ଚ୍ଚନା ରଥଙ୍କ ଦ୍ୱିତୀୟ ଗଳ୍ପ ପୁସ୍ତକ 'ଅମୃତର ସନ୍ଧାନ' ଉନ୍ମୋଚିତ ହୋଇଯାଇଛି।
ବ୍ରଜନାଥ ରଥ...
ବାଲେଶ୍ଵର: ଔପନ୍ୟାସିକ ଡକ୍ଟର ପ୍ରଦୀପ ଦାଶଙ୍କୁ ‘ଆଜ୍ ତକ୍ ସାହିତ୍ୟ ଜାଗୃତି ସମ୍ମାନ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରର ଜଣାଶୁଣା ଗାଳ୍ପିକ ତଥା ଔପନ୍ୟାସିକ ଡକ୍ଟର ପ୍ରଦୀପ ଦାଶଙ୍କୁ ମିଳିଲା ‘ଆଜ୍ ତକ୍ ସାହିତ୍ୟ ଜାଗୃତି ସମ୍ମାନ’। ଦେଶର ଅନ୍ୟତମ ପ୍ରମୁଖ ସମ୍ବାଦ ମେଡିଆ...
ବାଲେଶ୍ଵର: ଝର୍କା ସମ୍ମାନ ୨୦୨୫ ପାଇଁ ଆରମ୍ଭ ହେଲା ମନୋନୟନ ପ୍ରକ୍ରିୟା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଝର୍କା ସମ୍ମାନ ୨୦୨୫ ପାଇଁ ଆରମ୍ଭ ହୋଇଛି ମନୋନୟନ ପ୍ରକ୍ରିୟା। ସାହିତ୍ୟ ପତ୍ରିକା ‘ଝର୍କା’ ଇତିମଧ୍ୟରେ ୩୫ ବର୍ଷ ଅତିକ୍ରମ କରିଛି। ଏହି ଅବସରରେ ପ୍ରଥମ...
ଫକୀର ମୋହନ ବିଶ୍ଵବିଦ୍ୟାଳୟରେ ଛାତ୍ରୀମାନଙ୍କ ଦକ୍ଷତା ବିକାଶ ତାଲିମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀର ମୋହନ ବିଶ୍ୱବିଦ୍ୟାଳୟ ଏବଂ ହାଇଦ୍ରାବାଦ ସ୍ଥିତ ନନ୍ଦି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଛାତ୍ରୀମାନଙ୍କୁ ନେଇ ୧୨ ଦିନିଆ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ...
ଲଣ୍ଡନ ୱାର୍ଲଡ ବୁକ୍ ଅଫ୍ ରେକର୍ଡରେ ବାଲେଶ୍ଵର ମାଟିର ପୁଅ ଡକ୍ଟର ପଙ୍କଜ କୁମାର ଜେନା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବିଶ୍ଵସ୍ତରୀୟ ରେକର୍ଡରେ ସ୍ଥାନ ପାଇଛନ୍ତି ବାଲେଶ୍ୱର ମାଟିର ପୁଅ ଡକ୍ଟର ପଙ୍କଜ କୁମାର ଜେନା। ସେ ବାହାର କରିଥିବା ନୂତନ ନୈତିକତା ଶିକ୍ଷା ପଦ୍ଧତି ଲଣ୍ଡନ...
ବାଲେଶ୍ୱର: ପ୍ରତିଭା ଅନ୍ୱେଷଣ ପାଇଁ ‘ଧୁଲ୍ କେ ଫୁଲ୍’ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ଜିଲ୍ଲା ରେମୁଣାସ୍ଥିତ ନୋସି ପାର୍କଠାରେ 'ଧୁଲ୍ କେ ଫୁଲ୍-୨୦୨୪' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ରେମୁଣା ସହରର ବସ୍ତି ଅଞ୍ଚଳରେ ବସବାସ କରୁଥିବା କୁନିକୁନି ପିଲାମାନଙ୍କ ମଧ୍ୟରେ...
ଚାନ୍ଦିପୁର ରେଞ୍ଜ ସ୍କୁଲରେ ଅନୁଷ୍ଠିତ ହେଲା ବାର୍ଷିକ କ୍ରୀଡ଼ା ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଚାନ୍ଦିପୁରସ୍ଥିତ ରେଞ୍ଜ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ କ୍ରୀଡ଼ା ଉତ୍ସବକୁ ପିଏକ୍ସଇର କାର୍ଯ୍ୟବାହୀ ନିର୍ଦ୍ଦେଶକ ବୈଜ୍ଞାନିକ ଡକ୍ଟର ପି କେ...





















