ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ଭିନ୍ନକ୍ଷମ ଜୁଡୋ ଖେଳାଳିଙ୍କୁ ଆର୍ଥିକ ସହାୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଆସନ୍ତା ଡିସେମ୍ବର ୧ରୁ ୮ ତାରିଖ ପର୍ଯ୍ୟନ୍ତ ମାଲେସିଆରେ ହେବାକୁ ଯାଉଛି ‘ଦଶମ ଏସିଆ ପାସିଫିକ ଡିଫ ଗେମ୍ସ-୨୦୨୪’। ଏଥିରେ ଭାରତୀୟ ଦଳରୁ ପ୍ରତିନିଧିତ୍ଵ କରିବାକୁ...
ବାଲେଶ୍ଵର ଫକୀର ମୋହନ ସାହିତ୍ୟ ପରିଷଦ ପକ୍ଷରୁ କଲ୍ୟାଣୀ ନନ୍ଦଙ୍କ କବିତାଗ୍ରନ୍ଥ ‘ଭଲପାଏ ବୋଲି’ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ସାହିତ୍ୟ ପରିଷଦ ଆନୁକୂଲ୍ୟରେ କବିତୀର୍ଥ ଶାନ୍ତକାନନଠାରେ କବି କଲ୍ୟାଣୀ ନନ୍ଦଙ୍କ କବିତାଗ୍ରନ୍ଥ ‘ଭଲପାଏ ବୋଲି' ଉନ୍ମୋଚିତ ହୋଇଯାଇଛି।
ସାହିତ୍ୟ ପରିଷଦ ସଭାପତି ଡକ୍ଟର ସୁବାସ ଚନ୍ଦ୍ର...
ବାଲେଶ୍ଵର: ଯୁବ ସାମ୍ବାଦିକା ପ୍ରତ୍ୟାଶା ପ୍ରିୟମ୍ବଦା ମହାନ୍ତିଙ୍କୁ ‘ନାୟିକା ମିଡିଆ ସମ୍ମାନ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵର କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରର ନାଟ୍ୟାନୁଷ୍ଠାନ 'ନାୟିକା’ ପକ୍ଷରୁ ସପ୍ତମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନରେ ଅନୁଷ୍ଠିତ ହୋଇଯାଇଛି। ନାଟକ ମହୋତ୍ସବ ମଞ୍ଚରେ ବାଲେଶ୍ଵରର ଯୁବ...
ଫକୀରମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ମନସ୍ତତ୍ତ୍ଵ ବିଭାଗ ପକ୍ଷରୁ ଆଲୋଚନା ଚକ୍ର – ‘ଏ ଜର୍ଣ୍ଣି ଅଫ୍ ସେଲ୍ଫ କନ୍ଫିଡେନ୍ସ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରର ଫକୀରମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ମନସ୍ତତ୍ତ୍ଵ ବିଭାଗ ପକ୍ଷରୁ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଛି। ‘ଏ ଜର୍ଣ୍ଣି ଅଫ୍ ସେଲ୍ଫ କନ୍ଫିଡେନ୍ସ’ ଏହାର ବିଷୟବସ୍ତୁ...
ବାଲେଶ୍ୱର: ଫକୀରମୋହନ ବିଶ୍ଵବିଦ୍ୟାଳୟକୁ ମିଳିଲା ଚଳିତ ବର୍ଷର ପ୍ରକୃତି ମିତ୍ର ପୁରସ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱରସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ସ୍ଥାନୀୟ ପରିବେଶ ସଂରକ୍ଷଣ ଦିଗରେ ନିରନ୍ତର ପ୍ରୟାସ ପାଇଁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ୨୦୨୪ ବର୍ଷ...
ଗୋକର୍ଣ୍ଣିକା ସାହିତ୍ୟ ସମାଜର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ କବି ସମରେନ୍ଦ୍ର ନାଥ ମହାପାତ୍ର ସମ୍ବର୍ଦ୍ଧିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ଯାଜପୁର ଜିଲ୍ଲା ସାହିତ୍ୟ ସମାଜର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଗୋକର୍ଣ୍ଣିକା ସାହିତ୍ୟ ସମାଜ ଓ ଗାଁ ମଜଲିସ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ଆୟୋଜିତ...
ଫକୀର ମୋହନ ବିଶ୍ଵବିଦ୍ୟାଳୟରେ ଆନ୍ତଃମହାବିଦ୍ୟାଳୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀର ମୋହନ ବିଶ୍ଵବିଦ୍ୟାଳୟର କ୍ରୀଡ଼ା ପରିଷଦ ଦ୍ଵାରା ଦିନିକିଆ ଆନ୍ତଃମହାବିଦ୍ୟାଳୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି।
ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଏହି ଟୁର୍ଣ୍ଣାମେଣ୍ଟର ଶୁଭାରମ୍ଭ...
ନୀଳଗିରି ମହାବିଦ୍ୟାଳୟରେ ‘ଆଦିବାସୀ ସଂସ୍କୃତି’ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ନୀଳଗିରି ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ ‘ଆଦିବାସୀ ସଂସ୍କୃତି’ ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।
ଡକ୍ଟର କନକଲତା ହାତୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ...
ବାଲେଶ୍ୱର: ଉଦୟ ନାରାୟଣ ଦାସଙ୍କ ଉପନ୍ୟାସ ‘ଶ୍ରୀଜଙ୍ଗ’ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଗାଳ୍ପିକ ଉଦୟ ନାରାୟଣ ଦାସଙ୍କ ରଚିତ ଉପନ୍ୟାସ 'ଶ୍ରୀଜଙ୍ଗ' ଉନ୍ମୋଚିତ ହୋଇଯାଇଛି। ସ୍ଥାନୀୟ ଷ୍ଟେସନ କ୍ଲବ ପରିସରରେ ସାହିତ୍ୟିକ କମଳାକାନ୍ତ ଦାଶଙ୍କ ଅଧ୍ୟକ୍ଷତାରେ ଉନ୍ମୋଚନ କାର୍ଯ୍ୟକ୍ରମ...
ବାଲେଶ୍ୱର: ‘ଫକୀରମୋହନ ସାହିତ୍ୟ ପରିଷଦ’ ପାଇଁ ନିର୍ବାଚିତ ହେଲେ ନୂଆ କର୍ମକର୍ତ୍ତା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରର ସର୍ବପ୍ରାଚୀନ ସାହିତ୍ୟ ଅନୁଷ୍ଠାନ 'ଫକୀରମୋହନ ସାହିତ୍ୟ ପରିଷଦ'ର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ସୋମବାର ସ୍ଥାନୀୟ ଶାନ୍ତି କାନନ ପରିସରରେ ଅନୁଷ୍ଠିତ ଏହି ନିର୍ବାଚନରେ...





















